Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଅଞ୍ଚଳରେ ଦୀର୍ଘସ୍ଥାୟୀ କୀଟନାଶକ ଉପଚାରିତ ମଶାରୀ ବଣ୍ଟନ
ଆଞ୍ଚଳିକ

ବାଣପୁର ଅଞ୍ଚଳରେ ଦୀର୍ଘସ୍ଥାୟୀ କୀଟନାଶକ ଉପଚାରିତ ମଶାରୀ ବଣ୍ଟନ

December 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ

ବାଣପୁର : ସୁସ୍ଥ ଓ ନିରାମୟ ଜୀବନ ପ୍ରତି ଗୁରୁତ୍ୱ ଦେଇ ରାଜ୍ୟ ସରକାର ଆରମ୍ଭ କରିଛନ୍ତି ମୋ ମଶାରୀ ଯୋଜନା। ଏହି ଅବସରରେ ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ  ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଦ୍ୱାରା ସ୍ଥାନୀୟ  ଶହୀଦ କୃତିବାସ ଭବନ ପରିସର ମଧ୍ୟରେ ଦୀର୍ଘସ୍ଥାୟୀ କୀଟନାଶକ ଉପଚାରିତ ମଶାରୀ(L.L.I.N.)ବଣ୍ଟନ କାର୍ଯ୍ୟକ୍ରମ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଚିଲିକା ବିଧାୟକ ତଥା ଖୋର୍ଦ୍ଧା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ଜଗଦ୍ଦେବ ଏହି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ ।

ଖୋର୍ଦ୍ଧା ଜିଲ୍ଲାରେ  ବାଣପୁର  ଏକମାତ୍ର ମ୍ୟାଲେରିଆ ଅଧ୍ୟୁଷିତ ଅଞ୍ଚଳ ଭାବେ ସ୍ଥାନିତ ହୋଇଥିବାରୁ ରାଜ୍ୟ ସରକାରଙ୍କ ପକ୍ଷରୁ ‘ମୋ ମଶାରୀ ଅଭିଯାନ’ ରଥ ମାଧ୍ୟମରେ ଗାଁ କୁ ଗାଁ ବୁଲି ସଚେତନତା କରାଯିବା ସହ  ଉକ୍ତ ବ୍ଲକର  ୩୦ହଜାରରୁ ଉର୍ଦ୍ଧ୍ବ ପରିବାର ସହିତ ପାଖାପାଖି ୮୭ହଜାରରୁ ଉର୍ଦ୍ଧ୍ବ ବ୍ୟକ୍ତିଙ୍କୁ ମାଶାରୀ ବାଣ୍ଟିବାର ଲକ୍ଷ୍ୟ  ରଖାଯାଇଛି  ବୋଲି ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଭାରପ୍ରାପ୍ତ ଅଧିକାରୀ ଡ଼ ଧୁର୍ଯଟି ପ୍ରସାଦ ମହାପାତ୍ର ସୂଚନା ଦେଇଛନ୍ତି।

ଉକ୍ତ କାର୍ଯ୍ୟକ୍ରମରେ ଅନ୍ୟାନ୍ୟ ଅତିଥିମାନଙ୍କ ମଧ୍ୟରେ ଖୋର୍ଦ୍ଧା ADPAO(VBD) ଡ଼ ଜୀବନ୍ତ କୁମାର ଆଚାର୍ଯ୍ୟ, ADPHEO ପି କେ ମିଶ୍ର, DBVDC ଏସ କେ ରାଉତ, VBDTC ଦୀପକ ନାୟକ,  ବିଧାୟକଙ୍କ ବ୍ଲକ ପ୍ରତିନିଧି ଗୋପୀନାଥ ମହାରଣା, ବାଣପୁର ପଞ୍ଚାୟତ ସମିତି ଅଧ୍ୟକ୍ଷା ରଞ୍ଜିତା ସେଠି ଓ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ପ୍ରତିନିଧି ମିଟୁ ନାୟକ ସମେତ ବାଣପୁର ସ୍ବାସ୍ଥ୍ୟକେନ୍ଦ୍ର କର୍ମଚାରୀ , ଅଙ୍ଗନବାଡି  ଓ ଆଶା କର୍ମୀମାନଙ୍କ ଉପସ୍ଥିତରେ ମଶାରୀ ବଣ୍ଟନ କରାଯାଇ ଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ସମାଜସେବୀ ରମେଶ ଷଡ଼ଙ୍ଗୀଙ୍କ ଦ୍ଵାଦଶାହ ଶୋକସଭା

August 12, 2026

ବାଲୁଗାଁ କଲେଜରେ ନିର୍ବାଚନ ସାକ୍ଷରତା କ୍ଲବର ଆଲୋଚନାଚକ୍ର

August 10, 2026

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026
Latest News

ଶୋ’ରୁମ୍‌ରେ ଚୋରର ହାଇଡ୍ରାମା: କଫି ପିଇଲା, ନାଚିଲା, ବାଇକ୍‌ ନେଇ ମାରିଲା ଛୁ’

August 13, 2026

ଫୁଲୁଛି ବୁଢ଼ାବଳଙ୍ଗ, ବଢ଼ୁଛି ବିପଦ: ଜଳବନ୍ଦୀ ଅନେକ ପରିବାର

August 13, 2026

ବୈତରଣୀରେ ବଢୁଛି ବନ୍ୟାଜଳ, କେନ୍ଦୁଝର ପାଟଣା ଓ ଆନନ୍ଦପୁରରେ ବିପଦ ସଂକେତ ଟପିଲା

August 13, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ବେଟି ବଚାଓ ବେଟି ପଢାଓ କାର୍ଯ୍ୟକ୍ରମ

August 13, 2026

ସଂସଦର ମୌସୁମୀ ଅଧିବେଶନ: ଉଭୟ ସଦନରେ ୧୨ ବିଲ୍‌ ଗୃହୀତ

August 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.