Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବଡହନ୍ତୁଆଡ଼ ସେବା ସମବାୟ ସମିତି ଅଧିନସ୍ଥ ଧାନ ମଣ୍ଡିକୁ ଶୁଭ ଉଦଘାଟନ କଲେ ତହସିଲଦାର
ଆଞ୍ଚଳିକ

ବଡହନ୍ତୁଆଡ଼ ସେବା ସମବାୟ ସମିତି ଅଧିନସ୍ଥ ଧାନ ମଣ୍ଡିକୁ ଶୁଭ ଉଦଘାଟନ କଲେ ତହସିଲଦାର

December 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ବାଣପୁରର ବଡହନ୍ତୁଆଡ଼ ସେବା ସମବାୟ ସମିତି ଅଧୀନରେ ଥିବା ଧାନ ମଣ୍ଡିକୁ ଐତିହାସିକ ପଲଟନ ପଡ଼ିଆଠାରେ ଶୁଭ ଉଦଘାଟନ କରିଛନ୍ତି ସ୍ଥାନୀୟ ତହସିଲଦାର ମନ୍ମଥ କୁମାର ବେହେରା। କାର୍ଯ୍ୟକ୍ରମରେ ଅନ୍ୟାନ୍ୟ ଉପସ୍ଥିତ ଅତିଥି ମାନେ ବାଣପୁର ଆତ୍ମା ଅଧ୍ୟକ୍ଷ ଶୁକାନ୍ତ କୁମାର ବିଷୋୟୀ, ବାଣପୁର ଏମଆଇ ତ୍ରିଲୋଚନ ସାହୁ, କୁମାରଙ୍ଗ ସରପଞ୍ଚ ମନୋଜ କୁମାର ପ୍ରଧାନ ଓ ଗାଲୁଆ ସରପଞ୍ଚ ପ୍ରତିନିଧି ଚିତ୍ତରଞ୍ଜନ ସାମନ୍ତରାୟ ଯୋଗ ଦେଇଥିଲେ। ଏହା ସହିତ ଚାଷୀ କମିଟି ତରଫରୁ ଗୋବିନ୍ଦ ଘଡାଇ, ସ୍ୱାଧୀନ ପ୍ରଧାନ, ଶୁଭେନ୍ଦୁ ବାରିକ, ରାଜକିଶୋର କାଣ୍ଡି, ବିଜୟ କୁମାର ଦାଶ ଓ ରାଜକିଶୋର ସାହୁ ପ୍ରମୁଖ ଉପସ୍ଥିତ ରହିଥିଲେ।

ତହସିଲଦାର ଧାନ ମଣ୍ଡି ବାଣପୁର ଶୁଭ ଉଦଘାଟନ
Share. Facebook Twitter LinkedIn Email WhatsApp Copy Link

Related Posts

ରୋଟାରୀ ଜିଲ୍ଲା ୩୨୬୨ ପ୍ରାନ୍ତପାଳଙ୍କ ବାଣପୁର ବାଲୁଗାଁ କ୍ଲବ ପରିଦର୍ଶନ

May 11, 2026

ମା’ ଭଗବତୀଙ୍କ ଚାପ କ୍ରୀଡ଼ା: ସାତଦେବା ଦେବୀଙ୍କୁ ସାଥିରେ ଧରି ଭଉଁରୀ ଖେଳିଲେ ମା’ ସାଆନ୍ତାଣି

May 10, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026
Latest News

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026

ପୁରୀ କୋରାପୁଟ ମଧ୍ୟରେ ଚାଲିବାକୁ ଥିବା ନୂଆ ଟ୍ରେନଟି କେଉଁ କେଉଁ ଷ୍ଟେସନରେ ରହିବ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.