Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜଗତସିଂହପୁରରେ ବିଜୁ ଯୁବ ଜନତାଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା
ଆଞ୍ଚଳିକ

ଜଗତସିଂହପୁରରେ ବିଜୁ ଯୁବ ଜନତାଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା

December 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର: ମୁଖ୍ୟମନ୍ତ୍ରୀଙ୍କ ଯୁଗାନ୍ତକାରୀ ପଦକ୍ଷେପକୁ ଜଗତସିଂହପୁର ବିଜୁ ଯୁବ ଜନତା ଦଳ ପକ୍ଷରୁ ମଙ୍ଗଳବାର ଅପରାହ୍ନରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଛକଠାରେ ଏକତ୍ରିତ ହୋଇ ସ୍ୱାଗତ କରାଯାଇଛି। ଜଗତସିଂହପୁର ବିଜୁ ଯୁବ ଜନତା ଦଳର ଜିଲ୍ଲା ସଭାପତି ସୌମ୍ୟଜିତ ମହାପାତ୍ରଙ୍କ ନେତୃତ୍ୱରେ ଯୁବ ସଂଗଠକ ମାନେ ଏକତ୍ରିତ ହୋଇ ପ୍ରଥମେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ପରେ ସରକାରୀ ହାଇସ୍କୁଲର ମେଧାବୀ ଛାତ୍ରଛାତ୍ରୀମାନଙ୍କ ପାଇଁ ମେଡିକାଲ ଓ ଇଂଜିନିୟରିଂ ପ୍ରବେଶିକା ପରୀକ୍ଷାରେ ସ୍ଥାନ ସଂରକ୍ଷଣ ନିମନ୍ତେ ମାନ୍ୟବର ମୁଖ୍ୟମନ୍ତ୍ରୀ କ୍ୟାବିନେଟରେ ମଂଜୁର କରିଛନ୍ତି ବୋଲି କହିଥିଲେ। ଏନେଇ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଯୁବ ବିଜେଡି ଉପସଭାପତି ଗୌରପ୍ରସାଦ ମହାନ୍ତି, ସଂପାଦକ ପ୍ରମୁଖ ରାଉତ, ସରୋଜ ବିଶ୍ୱାଳ, ଆଇଟି ସଂଯୋଜକ ରତିରଂଜନ ବେହେରା, ବିଜୟ ରାଉତ, ବ୍ଲକ୍ ଯୁବ ସଭାପତି ସମ୍ବିତ ମହାନ୍ତି, ଉପସଭାପତି ସୁଧିର ସ୍ୱାଇଁ, ମ୍ୟୁନିସିପାଲିଟି ଯୁବ ସଭାପତି ସୀତାଂଶୁ ଭୁଷଣ ଦାଶଙ୍କ ସମେତ ଶତାଧିକ ଯୁବ ସଂଗଠକ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

October 31, 2026

ଟାଙ୍ଗୀ ବ୍ଲକରେ ମିଳିତ ଜନ ଅଭିଯୋଗ ଶୁଣାଣି

October 26, 2026

ରଣପୁର ପ୍ରେସ୍ କ୍ଲବରେ ଶାରଦୀୟ ଭେଟଘାଟ ଓ ସମ୍ବର୍ଦ୍ଧନା ଉତ୍ସବ

October 24, 2026

ବୁଲିଯିବାକୁ କହି ଆଉ ଫେରିଲେନି ଯୁବକ

October 24, 2026
Latest News

୧୮ତମ ନିଯୁକ୍ତି ମେଳା : ସେବକ ସେବିକା ଓ ଜନଜାତି ଭାଷା ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

November 1, 2026

ଆଇପିଏସ୍ ଏବଂ ଓପିଏସ୍ ସ୍ତରରେ ଅଦଳବଦଳ: ୯ ଜଣ ଅଧିକାରୀଙ୍କୁ ନୂତନ ଦାୟିତ୍ୱ

November 1, 2026

ବାତ୍ୟା ପ୍ରଭାବିତ ଅଞ୍ଚଳରେ ପୁନରୁଦ୍ଧାର କାର୍ଯ୍ୟ ଜାରି: ୬,୪୦୦ରୁ ଅଧିକ କର୍ମଚାରୀ ନିୟୋଜିତ

November 1, 2026

ଇରାନ ଆମେରିକା ସାମ୍ନାରେ ରଖିଲା ୭ ସର୍ତ୍ତ: କହିଲା – ମାନିଲେ ଖୋଲିବ ରାସ୍ତା

November 1, 2026

ଅଷ୍ଟ୍ରେଲିଆର ପରାଜୟ ପରେ ବଦଳିଲା ସମୀକରଣ: କେମିତି WTC ଫାଇନାଲରେ ଯିବ ଟିମ୍ ଇଣ୍ଡିଆ?

November 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.