Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗଞ୍ଜାମ ଜିଲ୍ଲା ପାଇଁ ନୂଆବର୍ଷ କଟକଣା ଜାରି କଲା ଜିଲ୍ଲା ପ୍ରଶାସନ
ଆଞ୍ଚଳିକ

ଗଞ୍ଜାମ ଜିଲ୍ଲା ପାଇଁ ନୂଆବର୍ଷ କଟକଣା ଜାରି କଲା ଜିଲ୍ଲା ପ୍ରଶାସନ

December 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ଆଉ ଗୋଟିଏ ଦିନ ପରେ ନୂଆବର୍ଷ ଆସିଯିବ। ଏହାକୁ ପାଳନ କରିବାକୁ ଜିଲ୍ଲାବାସୀ ବହୁତ ଦିନରୁ ଅପେକ୍ଷା କରିଥିଲେ। କିଏ କେଉଁ ପିକ୍‌ନିକ ସ୍ପଟ୍‌କୁ ଯାଇ ବଣଭୋଜି କରିବାକୁ ଯୋଜନା ପ୍ରସ୍ତୁତ କରୁଥିବାବେଳେ ଜିଲ୍ଲା ପ୍ରଶାସନ ପକ୍ଷରୁ ନୂଆବର୍ଷ ପାଳିବା ପାଇଁ କଟକଣା ଜାରି ହୋଇଛି।

ଜିଲ୍ଲାପ୍ରଶାସନର କୋଭିଡ଼-୧୯ ଗାଇଡ଼୍ ଲାଇନ୍‌ର ନିର୍ଦ୍ଦେଶ ପ୍ରକାରେ ଗଂଜାମ ଜିଲ୍ଲାରେ ହୋଟେଲ୍‌, କ୍ଲବ୍‌, କନ୍‌ଭେନସନ ହଲ୍‌, କଲ୍ୟାଣ ମଣ୍ଡପ, ଛାତଘର ଉପରେ କେହିବି ଜିରୋ ନାଇଟ୍ ସେଲିବ୍ରେସନ କରିବାକୁ ଅନୁମତି ଦିଆଯିବ ନାହିଁ। ଜିରୋ ନାଇଟ୍ ସେଲିବ୍ରେସନ ବେଳେ ଅଧିକ ଲୋକ ଏକ୍ରତିତ ହେବାକୁ କଡ଼ାକଡ଼ି ମନା କରାଯାଇଛି। ଗୋପାଳପୁର ଏବଂ ସୋନପୁର ବେଳାଭୂମିକୁ ୩୧ ତାରିଖ ଏବଂ ଜାନୁୟାରୀ ୧ ତାରିଖ ପର୍ଯ୍ୟଟକଙ୍କ ପାଇଁ ସଂପୂର୍ଣ୍ଣ ବନ୍ଦ ରଖାଯାଇଛି।

ଜିଲ୍ଲାର ପିକ୍‌ନିକ୍ ସ୍ପଟ ଯଥା ତପ୍ତପାଣି, ମହୁରିକାଳୁଆ, ବାଳକୁମାରୀ, ବାଙ୍କେଶ୍ୱରୀ, ଉଜଳେଶ୍ୱର ଏବଂ ଅନ୍ୟାନ୍ୟ ସ୍ଥାନଗୁଡ଼ିକରେ ମଧ୍ୟ ୩୧ ଓ ୧ ତାରିଖ ଦିନ କଟକଣା ଜାରି ହୋଇଛି। ଏହାକୁ ଯେଉଁମାନେ ଉଲ୍ଲଂଘନ କରିବେ ସେମାନଙ୍କୁ ୧୮୮ ଆଇପିସି, ଏପିଡ଼ିିମିକ୍ ଆକ୍ଟରେ ମାମଲା ରୁଜୁ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି।

ଗଞ୍ଜାମ ଜିଲ୍ଲା ଜିଲ୍ଲା ପ୍ରଶାସନ
Share. Facebook Twitter LinkedIn Email WhatsApp Copy Link

Related Posts

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026

ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

August 2, 2026

ହୀରାକୁଦ ଡ୍ୟାମ : ୨୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ

August 2, 2026
Latest News

ତିନିଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ମହିଳାଙ୍କୁ ଟାଣିନେଲା କୁମ୍ଭୀର !

August 3, 2026

ଶ୍ରାବଣ ମାସର ପ୍ରଥମ ସୋମବାରରେ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ

August 3, 2026

ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନ, ଆଜି ୯୩ ବର୍ଷ ବୟସରେ କଲେ ପଦାର୍ପଣ

August 3, 2026

ଓଡ଼ିଶାରେ ଜିଓର ଏକ କୋଟି ୮୯ ଲକ୍ଷରୁ ଉର୍ଦ୍ଧ୍ବ ମୋବାଇଲ୍ ଏବଂ ହୋମ୍ ବ୍ରଡବ୍ୟାଣ୍ଡ ଗ୍ରାହକ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.