Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବଡମାଳ ସ୍ୱାସ୍ଥ୍ୟକେନ୍ଦ୍ରରେ ୧୦୮ ଆମ୍ବୁଲାନସ୍ ସେବା ଆରମ୍ଭ
ଆଞ୍ଚଳିକ

ବଡମାଳ ସ୍ୱାସ୍ଥ୍ୟକେନ୍ଦ୍ରରେ ୧୦୮ ଆମ୍ବୁଲାନସ୍ ସେବା ଆରମ୍ଭ

January 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ରେଢାଖୋଲ ବ୍ଲକ୍ ବଡମାଳରେ ଆଜି ୧୦୮ ରାଷ୍ଟ୍ରୀୟ ଆମ୍ବୁଲାନସ୍ ସେବା ଆରମ୍ଭ ହୋଇଛି। ପ୍ରକାଶ ଯେ, ରେଢାଖୋଲ ବ୍ଲକ୍ ବଡମାଳ ପଂଚାୟତର ସରପଂଚ ସଡାନନ ପ୍ରଧାନ ୧୦୮ ଆମ୍ବୁଲାନସ୍ ସେବାକୁ ଉଦ୍ଘାଟନ କରିଥିଲେ। ଏହି ଉଦ୍ଘାଟନି ରେ ବଡମାଳ ସ୍ୱାସ୍ଥ୍ୟ କେନ୍ଦ୍ରର ଡାକ୍ତର ଅଭିମନ୍ୟୁ ଦାସ, ସନ୍ତାଷ ମଲ୍ଲୀକ, ରାଧାକାନ୍ତ ନନ୍ଦ, ଗଜେନ୍ଦ୍ର ପ୍ରଧାନ, ରମଣିରଞନ ପ୍ରଧାନ ପ୍ରମୁଖ ଯୋଗଦେବା ସହ ବଡମାଳ ଅଂଚଳର ବହୁମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେଇଥିଲେ।

୧୦୮ ଆମ୍ବୁଲାନସ୍ ସେବା ରେଢାଖୋଲ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ସମାଜସେବୀ ରମେଶ ଷଡ଼ଙ୍ଗୀଙ୍କ ଦ୍ଵାଦଶାହ ଶୋକସଭା

August 12, 2026

ବାଲୁଗାଁ କଲେଜରେ ନିର୍ବାଚନ ସାକ୍ଷରତା କ୍ଲବର ଆଲୋଚନାଚକ୍ର

August 10, 2026

ରେଢ଼ାଖୋଲ କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ ଭୂମିପୂଜନ ଓ ଅସ୍ଥାୟୀ ଭବନ ଉଦ୍‌ଘାଟିତ

August 8, 2026

ଆସନ୍ତା ୮ ରେ କେନ୍ଦ୍ରୀୟ ବିଦ୍ୟାଳୟର ଭୂମି ପୂଜନ କରିବେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ

August 6, 2026
Latest News

ଗ୍ରାମୀଣ ଜ୍ଞାନ ସେତୁ ଆପର ଶୁଭାରମ୍ଭ କଲେ ଅମିତ ଶାହ

August 12, 2026

ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଆତ୍ମଜୀବନୀ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

August 12, 2026

ଓଡ଼ିଶା ପୁଲିସରେ ଗଠନ ହେବ ୩ ନୂଆ ବିଭାଗ

August 12, 2026

ବେଲୁଚିସ୍ତାନରେ ପାକିସ୍ତାନୀ ସେନାର ନରସଂହାର: ୯ ଶିଶୁ ଓ ୭ ମହିଳାଙ୍କ ସମେତ ୨୮ ମୃତ

August 12, 2026

ରାଜ୍ୟ କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ୬ ବିଭାଗର ୧୦ ପ୍ରସ୍ତାବକୁ ମଞ୍ଜୁରୀ, ପେପରଲେସ୍‌ ହେବ ସରକାରୀ କାର୍ଯ୍ୟାଳୟ

August 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.