Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନେତାଜୀ ଜୟନ୍ତୀ ଉପଲକ୍ଷେ ପିପ୍ପଳମାଧବରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର
ଆଞ୍ଚଳିକ

ନେତାଜୀ ଜୟନ୍ତୀ ଉପଲକ୍ଷେ ପିପ୍ପଳମାଧବରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର

January 24, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର: ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ପିପ୍ପଳମାଧବ ପଞ୍ଚାୟତ ଠାରେ ନେତାଜୀ ଜୟନ୍ତୀ ଉପଲକ୍ଷେ କ୍ଷେତ୍ରପାଳ କୃଷକ କ୍ଲବ ଓ ଆଦର୍ଶ ଜନସେବା ଟ୍ରଷ୍ଟ ପକ୍ଷରୁ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି।

ଏହି ଅବସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଜୁଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ପ୍ରମୋଦ କିଶୋର ଜେନା, ମୁଖ୍ୟ ବକ୍ତା ଭାବେ ଅବସର ପ୍ରାପ୍ତ ଶିକ୍ଷାଧିକାରୀ ପିତାମ୍ବର ରାଉତ ଓ ସମ୍ମାନିତ ଅତିଥିଭାବେ ତିର୍ତ୍ତୋଲ ବ୍ଲକ ଉପାଧ୍ୟକ୍ଷ ଆଶିଷ କୁମାର ସେଠୀ ଯୋଗଦେଇଥିବା ବେଳେ ବୋଧେଇ ପଞ୍ଚାୟତର ପୂର୍ବତନ ସରପଞ୍ଚ ପୂର୍ଣ୍ଣ ଚନ୍ଦ୍ର ସ୍ବାଇଁ, କ୍ଷେତ୍ରପାଳ କୃଷକ କ୍ଲବର ମୁଖ୍ୟ ପରାମର୍ଶଦାତା ଅକ୍ଷୟ କୁମାର ନାୟକ, ଆଦର୍ଶ ଜନସେବା ଟ୍ରଷ୍ଟ ଅଧ୍ୟକ୍ଷ ଅରବିନ୍ଦ ପାତ୍ର, ସେଣ୍ଟ୍ରାଲ୍ ରେଡକ୍ରସ ସେଣ୍ଟରର ଡଃ ଶ୍ରୀତାଂଶୁ ଶେଖର ଶତପଥି ପ୍ରମୂଖ ଯୋଗଦେଇ ମଞ୍ଚାସୀନ ଥିଲେ।

ଏହି ରକ୍ତଦାନ ଶିବିରରେ ୨୮ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ସମସ୍ତ ରକ୍ତଦାତା ମାନଙ୍କୁ ଅତିଥିମାନେ ମାନପତ୍ର ପ୍ରଦାନ କରି ସମ୍ମାନିତ କରିଥିଲେ। ଏହି କାର୍ଯ୍ୟକ୍ରମକୁ କ୍ଷେତ୍ରପାଳ କୃଷକ କ୍ଲବର ସମସ୍ତ ସଦସ୍ୟମାନେ ପରିଚାଳନା କରିଥିଲେ।

ତିର୍ତ୍ତୋଲ ବ୍ଲକ ନେତାଜୀ ଜୟନ୍ତୀ ରକ୍ତଦାନ ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ କଲେଜରେ ନିର୍ବାଚନ ସାକ୍ଷରତା କ୍ଲବର ଆଲୋଚନାଚକ୍ର

August 10, 2026

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026

ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

August 2, 2026
Latest News

ଟିମ୍ ଇଣ୍ଡିଆକୁ ଫେରିବା ପରେ ଭାବପ୍ରବଣ ହେଲେ ସରଫରାଜ ଖାନଙ୍କ ପିତା: କହିଲେ…

August 11, 2026

ମହାରାଷ୍ଟ୍ରରେ ଧର୍ମାନ୍ତରୀକରଣ ବିରୋଧୀ ଆଇନ: ବ୍ରିଟିଶ ନାଗରିକଙ୍କ ବିରୋଧରେ ଏଫଆଇଆର

August 11, 2026

୨ ହଜାର କୋଟିର ଠକେଇ ମାମଲା : ୬ ଦାମୀ କାର୍‌ ଜବତ

August 11, 2026

ଆକ୍ସନ୍‌ ମୋଡ୍‌ରେ BMC-BDA : ମାଟିରେ ମିଶିବ ୩୩୦ରୁ ଅଧିକ ଘର

August 11, 2026

ସୁନା ଏବଂ ରୂପା ମୂଲ୍ୟରେ ବଡ଼ ବୃଦ୍ଧି: ଜାଣନ୍ତୁ ଆଜିର ଦର

August 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.