Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆର.ଉଦୟଗିରିରେ ଓଡିଶା ଜୀବିକା ମିଶନ ପକ୍ଷରୁ ପୃଷ୍ଟି ମହୋତ୍ସବ ପାଳିତ
ଆଞ୍ଚଳିକ

ଆର.ଉଦୟଗିରିରେ ଓଡିଶା ଜୀବିକା ମିଶନ ପକ୍ଷରୁ ପୃଷ୍ଟି ମହୋତ୍ସବ ପାଳିତ

January 27, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୋହନା: ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ କାର୍ଯ୍ୟାଳୟ ପରିସର ମଧ୍ୟରେ ଓଡିଶା ଜୀବିକା ମିଶନ ପକ୍ଷରୁ ବିପିଏମ ଇନଚାର୍ଜ ରଜନୀକାନ୍ତ ପଣ୍ଡାଙ୍କ ପ୍ରତକ୍ଷ୍ୟ ତତ୍ୱାବଧାନରେ ପୃଷ୍ଟି ମହୋତ୍ସବ ପାଳିତ ହୋଇଯାଇଛି।

ଏହି କାର୍ଯ୍ୟକ୍ରମରେ ଗୋଷ୍ଠି ସାଧନ କର୍ମି ପ୍ରେମଲତା ରଇତ ସହଯୋଗ କରିଥିବାବେଳେ ଓଡିଶା ଜୀବିକା ମିଶନ ପଞ୍ଚାୟତ ଫେଡେରେସନ ସଦସ୍ୟର ସଭାପତି, ସମ୍ପାଦକ ଯୋଗ ଦେଇଥିଲେ। ଏବଂ ନିଜ ଘର ପାଖରେ କରିଥିବା ଛୋଟ ଛୋଟ ବଗିଚାମାନଙ୍କରେ ପୃଷ୍ଟିକର ଜାତୀୟ ବିଭିନ୍ନ ପନିପରିବା ଓ ସମସ୍ତ ଶସ୍ୟ ଜାତୀୟ ଖାଦ୍ୟକୁ ଏହି ମହୋତ୍ସବରେ ପ୍ରଦର୍ଶିତ କରାଯାଇଥିଲା। ଯାହାକି ଏହାର ମୁଖ୍ୟ ଉଦ୍ଦେଶ୍ୟ ଥିଲା କି, ଖୁବ କମ ପରିଶ୍ରମ ଏବଂ ସରକାରୀ ଅନୁଦାନ ଦ୍ୱାରା ବିନା ଅର୍ଥର ଖର୍ଚ୍ଚରେ ଖୁବ କମ ସମୟରେ କିପରି ପରିବା ଚାଷ ହୋଇପାରିବ।

ତେବେ ଏହି କାର୍ଯ୍ୟକ୍ରମ ୨୭ତାରିଖ ଠାରୁ ୩୦ ତାରିଖ ଯାଏଁ  ଚାରିଦିନ ଧରି ଆର.ଉଦୟଗିରି ପଞ୍ଚାୟତ, ଶବରପଲ୍ଲୀ, ଅବାରସିଂ ଓ ଛେଳିଗଡ଼ ପଞ୍ଚାୟତରେ ଗୋଟିଏ ଦିନ ଲେଖାଏଁ ଏହି ମହୋତ୍ସବ ପାଳନ କରିବେ ବୋଲି ଓଡିଶା ଜୀବିକା ମିଶନ ବିଭାଗର ବିପିଏମ ଇନଚାର୍ଜ ରଜନୀକାନ୍ତ ପଣ୍ଡା ସୂଚନା ପ୍ରଦାନ କରିଛନ୍ତି।

ଓଡିଶା ଜୀବିକା ମିଶନ
Share. Facebook Twitter LinkedIn Email WhatsApp Copy Link

Related Posts

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026
Latest News

ଡୋଭାଲଙ୍କ ସମର୍ଥନରେ ବାହାରିଲେ ପୂର୍ବତନ ସୈନିକ: ରାହୁଲ ଗାନ୍ଧୀଙ୍କ ବିରୋଧରେ ପ୍ରତିବାଦ

October 16, 2026

ଟିମ୍ ଇଣ୍ଡିଆକୁ ଫେରିଲେ ଭୁବନେଶ୍ୱର କୁମାର: ପଞ୍ଚମ ଟି-୨୦ରେ ମିଳିବ ସୁଯୋଗ?

October 16, 2026

ଷ୍ଟାରଲିଙ୍କ୍ ବିବାଦ: ମସ୍କଙ୍କ ଉପରେ ବର୍ଷିଲେ ଓୱେସି, ବିଜେପିକୁ ମଧ୍ୟ କଲେ ଟାର୍ଗେଟ

October 16, 2026

ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

October 16, 2026

ଆଜି ୱାର୍ଲ୍ଡ ଚାମ୍ପିଅନସିପ୍ ଅଫ୍ ଲିଜେଣ୍ଡସ୍‌ର ସେମିଫାଇନାଲ୍ ମ୍ୟାଚ: ଜାଣନ୍ତୁ ସମୟ

October 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.