Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଡ୍ରେନ ଓ ରାସ୍ତାସମସ୍ୟା ନେଇ ଦାବିପତ୍ର ପ୍ରଦାନ
ଆଞ୍ଚଳିକ

ଡ୍ରେନ ଓ ରାସ୍ତାସମସ୍ୟା ନେଇ ଦାବିପତ୍ର ପ୍ରଦାନ

February 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ବ୍ରହ୍ମପୁର ମହାନଗର ନିଗମ ଅନ୍ତର୍ଗତ ୱାର୍ଡ଼ ନଂ ୩୭ର ଗଣେଶ ନଗର ବାସିନ୍ଦାମାନେ ଆଜି ଡ୍ରେନ ଓ ନାଳ ସମସ୍ୟାର ସମାଧାନ ପାଇଁ ମହାନଗର ନିଗମ କର୍ତ୍ତୃପକ୍ଷଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି ଯେ ସେମାନଙ୍କ ଘର ଚାରିପାଖରେ ନାଳନର୍ଦ୍ଦମା ପାଣି ଜମା ହୋଇ ରହୁଛି। ଫଳରେ ସେମାନେ ନାନା ରୋଗବ୍ୟାଧିରେ ପୀଡ଼ିତ ହେଉଛନ୍ତି।

ଦୀର୍ଘବର୍ଷ ହେଲା ଏହି ସମସ୍ୟା ଜଣାଇଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଏଥିଯୋଗ୍ୟୁ ଜନସାଧାରଣ ଅତିଷ୍ଠ ହୋଇପଡ଼ିଲେଣି। ବିଏମ୍‌ସି କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ସହର ପାଇଁ ୧୧୦ଟି ଟେଣ୍ଡର ଆସିଥିଲେ ମଧ୍ୟ ସେଥିରେ ଲାଞ୍ଜିପଲ୍ଲି ଗଣେଶ ନଗର ବାଦ୍ ପଡ଼ିଛି। ଏହି ନଗରରେ ପ୍ରାୟ ୩୦୦ ଘର ବସବାସ କରୁଥିଲେ ମଧ୍ୟ କିଭଳି ମହାନଗର ନିଗମର ଦୃଷ୍ଟି ପଡ଼ୁନି ତାହା ପ୍ରଶ୍ନ ସୃଷ୍ଟି କରିଛି।

ଏହି ପରିପେକ୍ଷ୍ରୀରେ ଏକମାସ ମଧ୍ୟରେ କାର୍ଯ୍ୟ ଶେଷ କରିବାକୁ ମହାନଗର ନିଗମ ପକ୍ଷରୁ ଜଣାଯାଇଥିଲା। ଦାବିପତ୍ର ପ୍ରଦାନ ସମୟରେ ବିଜେଡ଼ି ୱାର୍ଡ଼ ସଂପାଦକ ଦୁର୍ଗା ସାବତ, ଉପସଭାପତି ରବିନ୍ଦ୍ର କୁମାର ବାରିକ, ଅକ୍ଷୟ କୁମାର ମିଶ୍ରଙ୍କ ସହ ଅଂଚଳବାସୀ ଯୋଗ ଦେଇଥିଲେ।

ଦାବିପତ୍ର ବ୍ରହ୍ମପୁର ମହାନଗର ନିଗମ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026
Latest News

କେନ୍ସ ସେମିକଣ୍ଡକ୍ଟର ପ୍ଲାଣ୍ଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

April 1, 2026

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026

ପଶ୍ଚିମ ଏସିଆ ପରିସ୍ଥିତି: ପ୍ରମୁଖ କ୍ଷେତ୍ର ସମ୍ପର୍କିତ ଅପଡେଟ୍

April 1, 2026

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026

ଆଜିଠାରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା 

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.