Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକାରେ ଭାଲେରୀ ପ୍ରିମିଅର ଲିଗ କ୍ରିକେଟ ଟୁର୍ଣ୍ଣାମେଣ୍ଟ: ଉଦଘାଟନ କଲେ ପୂର୍ବତନ ବିଧାୟକ ରଘୁନାଥ ସାହୁ
ଆଞ୍ଚଳିକ

ଚିଲିକାରେ ଭାଲେରୀ ପ୍ରିମିଅର ଲିଗ କ୍ରିକେଟ ଟୁର୍ଣ୍ଣାମେଣ୍ଟ: ଉଦଘାଟନ କଲେ ପୂର୍ବତନ ବିଧାୟକ ରଘୁନାଥ ସାହୁ

February 9, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ବଡକୁଳ ପଞ୍ଚାୟତ ଅନ୍ତର୍ଗତ ବୋରିଆସାହି ଗ୍ରାମରେ ଭାଲେରୀ ପ୍ରିମିଅର ଲିଗ-୩  କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି। ଏହି ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ଉତ୍ସବରେ ଚିଲିକାର ପୂର୍ବତନ ବିଧାୟକ ରଘୁନାଥ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଉକ୍ତ ପ୍ରିମିଅର ଲିଗରେ ୬ ଟି ଦଳ ପାଇଁ ୬ ଜଣ ଫ୍ରାଞ୍ଚାଇଜ ରହିଥିବା ବେଳେ ପାଞ୍ଚଟି ପଞ୍ଚାୟତର ମୋଟ ୧୨୦ ଜଣ ଖେଳାଳି ଏଥିରେ ଭାଗ ନେଉଛନ୍ତି।

ତେବେ ଆଜିର ଉଦଘାଟନୀ ମ୍ୟାଚ ରତ୍ନମାଳୀ ୱାରିଅର୍ସ ଏବଂ ଏସ.ଏମ ଭାଲେରୀ ୟୁଥ ଆଇକନ ମଧ୍ୟରେ ଅନୁଷ୍ଠିତ ହୋଇଥିଲା ଭାଲେରୀ ୟୁଥ ଆଇକନ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ରତ୍ନମାଳୀ ୱାରିଅର୍ସ ନିର୍ଦ୍ଧାରିତ ୧୫ ଓଭରରେ ୧୨୫ ରନ ସଂଗ୍ରହ କରିଥିବା ବେଳେ ଭାଲେରୀ ୟୁଥ ଆଇକନ ୧୨୬ ରନର ଲକ୍ଷ୍ୟକୁ ପୂରଣ କରି ବିଜୟ ଲାଭ କରିଥିଲା। ଭାଲେରୀ ୟୁଥ ଆଇକନର ଚିନୁ ବ୍ୟକ୍ତିଗତ ୩ ଟି ୱିକେଟ ନେଇଥିବା ବେଳେ ୨୭ ରନ ସଂଗ୍ରହ କରି ମ୍ୟାଚର ଶ୍ରେଷ୍ଠ ଖେଳାଳି ବିବେଚିତ ହୋଇଥିଲେ।

କ୍ରିକେଟ ଟୁର୍ଣ୍ଣାମେଣ୍ଟ ଚିଲିକା ବଡକୁଳ ପଞ୍ଚାୟତ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର

February 10, 2026

କିସିଣ୍ଡାରେ ବନାଗ୍ନୀ ସଚେତନତା ଓ ନିରାକରଣ ସଚେତନତା ସଭା

February 9, 2026

ରେଢ଼ାଖୋଲରେ ରକ୍ତଦାନ ଶିବିର, ୫୧ ୟୁନିଟ ସଂଗ୍ରହ

February 6, 2026

ନାଚୁଣୀ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ସଂସଦର ବାର୍ଷିକୋତ୍ସବ

February 5, 2026
Latest News

ଓଡ଼ିଶାରେ କେତୋଟି ଜନ ଔଷଧୀ କେନ୍ଦ୍ର?: ରାଜ୍ୟସଭାରେ ଉତ୍ତର ଦେଲେ ମନ୍ତ୍ରୀ

February 10, 2026

ବିଜେପି ଜିତିଲା ଚନ୍ଦ୍ରପୁର ମେୟର ନିର୍ବାଚନ: ସବୁଠୁ ବଡ ଦଳ ସତ୍ତ୍ୱେ କେମିତି ହାରିଲା କଂଗ୍ରେସ?

February 10, 2026

ଭାରତୀୟ ଚାଷୀଙ୍କ ପାଇଁ ବ୍ୟାପକ ସୁଯୋଗ ସୃଷ୍ଟି କରିବ ଭାରତ-ଆମେରିକା ବାଣିଜ୍ୟ ରାଜିନାମା

February 10, 2026

ରାହୁଲ ଗାନ୍ଧୀଙ୍କ ଅଭିଯୋଗ ପରେ ଏବେ ପୁସ୍ତକକୁ ନେଇ ପ୍ରତିକ୍ରିୟା ଦେଲେ ଜେନେରାଲ ନରବଣେ

February 10, 2026

“ଭାରତକୁ ଚଳାଉଛନ୍ତି ଚାରି ଗୁଜୁରାଟୀ”: IND vs PAK ମ୍ୟାଚ୍ ପୂର୍ବରୁ ବିଷ ଓଗାଳିଲେ ଶାହିଦ ଆଫ୍ରିଦି

February 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.