Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ପ୍ରଦୀପ ଓ ରଞ୍ଜିତ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ: ଚମ୍ପିୟାନ ହେଲା ବଉଳାବନ୍ଧ
ଆଞ୍ଚଳିକ

ବାଣପୁରରେ ପ୍ରଦୀପ ଓ ରଞ୍ଜିତ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ: ଚମ୍ପିୟାନ ହେଲା ବଉଳାବନ୍ଧ

February 23, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ମା’ ଶୁଳିଆ ଦେବୀ କ୍ଲବ(ତୋରସିଂହ) ଆନୁକୁଲ୍ୟରେ ଆଜି ୧୪ତମ ପ୍ରଦୀପ ଓ ରଞ୍ଜିତ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି। ଆଜିର ଅନ୍ତିମ ଦିବସରେ ବିସିସି ବଉଳାବନ୍ଦ ଓ ଆଇଡିସିସି ସଲପଡିହ ମଧ୍ୟରେ ଖେଳାଯାଇଥିଲା।

ବଉଳାବନ୍ଦ ପ୍ରଥମେ ଟସ୍ ଜିତି ନିର୍ଦ୍ଧାରିତ ୧୫ ଓଭରରେ ୭ ଉଇକେଟ୍ ହରାଇ ୧୮୧ରନ କରିଥିଲା। ଜବାବରେ ସଲପଡିହ ଟିମ୍ ସମସ୍ତ ଉଇକେଟ୍ ହରାଇ ମାତ୍ର ୧୦୪ରନ କରିବାରେ ସକ୍ଷମ ହୋଇଥିଲା। ଏହି ମ୍ୟାଚ୍ ବଉଳାବନ୍ଦ ଅତି ସହଜରେ ଜିତି ଚମ୍ପିୟାନ ହୋଇଥିଲା।

 

ପରିଶେଷରେ ବିଜେତା ଦଳକୁ ୧୭ ହଜାର ୧ ଟଙ୍କା ସହ ଟ୍ରଫି ଓ ଉପ-ବିଜେତା ଦଳକୁ ୧୨ ହଜାର ୧ଟଙ୍କା ସହ ଟ୍ରଫି ପ୍ରଦାନ କରାଯାଇଥିଲା। ଆଜିର ଫାଇନାଲ ଦିବସରେ ମୁଖ୍ୟ ଅତିଥି ଭାବେ ଭେଟେଶ୍ଵର ପଞ୍ଚାୟତର ବିଜେଡ଼ି ସଭାପତି ବାବୁଲା ଦଳେଇ, ପୃଥ୍ୱୀରାଜ ଭୋଳ, ବିପିନ୍ ପ୍ରଧାନ, ଅଶୋକ ସ୍ବାଇଁ, ପ୍ରମୋଦ ଚମ୍ପତି, ଅଶୋକ ଭୋଳ, ଦୁର୍ଯୋଧନ ସ୍ବାଇଁ, ବିକ୍ରମ ଭୋଳ, ବିଜୟ ଚମ୍ପତି ଯୋଗଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିବା ସହିତ ଉଭୟ ଦଳକୁ ପୁରସ୍କୃତ କରିଥିଲେ।

ଆଜିର ଫାଇନାଲ ମ୍ୟାଚଟିକୁ ପରିଚାଳନା କରିଥିଲେ ଭିମା ନନ୍ଦ ଓ ଗଣେଶ ଭୋଳ। ମା’ ଶୁଳିଆ ଦେବୀ କ୍ଲବର ସମସ୍ତ ସଦସ୍ୟ ଓ ତୋରସିଂହ ଗ୍ରାମବାସୀଙ୍କ ସହଯୋଗରେ ୧୪ତମ ପ୍ରଦୀପ ଓ ରଞ୍ଜିତ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଟି ସଫଳ ହୋଇଥିଲା।

ଚମ୍ପିୟାନ ବଉଳାବନ୍ଧ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ବାଣପୁର ବ୍ରହ୍ମେଶ୍ୱର ମନ୍ଦିରରୁ ଚୋରି ଘଟଣା: ୨୪ ଘଣ୍ଟା ଭିତରେ ଅଭିଯୁକ୍ତକୁ ଧରିଲା ପୋଲିସ

February 18, 2026

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026
Latest News

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.