Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବ୍ଲକ ସ୍ତରୀୟ ପଞ୍ଚାୟତିରାଜ ଓ ଲୋକସେବା ଦିବସ ପାଳନ ବେଳେ ଗୀତ ବୋଲିଲେ ଏବିଡିଓ
ଆଞ୍ଚଳିକ

ବ୍ଲକ ସ୍ତରୀୟ ପଞ୍ଚାୟତିରାଜ ଓ ଲୋକସେବା ଦିବସ ପାଳନ ବେଳେ ଗୀତ ବୋଲିଲେ ଏବିଡିଓ

March 5, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର: ତିର୍ତ୍ତୋଲ ବ୍ଲକ ସଭାଗୃହରେ ଆଜି ବ୍ଳକ୍ ସ୍ତରୀୟ ପଞ୍ଚାୟତିରାଜ ଓ ଲୋକସେବା ଦିବସ ପାଳିତ ହୋଇଯାଇଛି। ତିର୍ତ୍ତୋଲ ପଞ୍ଚାୟତ ସମିତିର ଅଧ୍ୟକ୍ଷା ସୁଜାତା ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଡିଓ ଅଟଳ ବିହାରୀ ସ୍ୱାଇଁ, ଏବିଡିଓ ସତ୍ୟଜିତ୍ ସ୍ୱାଇଁ, ଜିଲ୍ଲାପରିଷଦ ପ୍ରବୀର ରାୟ, ଲିପାଲି ରାଉଳ, ଶନାତନ ଦଳେଇ, ଉପାଧ୍ୟକ୍ଷ ଆଶିଷ କୁମାର ସେଠୀ ମଞ୍ଚାସୀନ ଥିଲେ।

ଅନ୍ୟମାନଙ୍କ ମଧ୍ୟରେ ତିର୍ତ୍ତୋଲ ସରପଞ୍ଚ ମନୋରଞ୍ଜନ ମହାପାତ୍ର, କନିମୂଳ ସରପଞ୍ଚ ବେଦଦ୍ୟୁତି ପୃଷ୍ଟି, ଦାଇଁଲୋ ସରପଞ୍ଚ ଧନଞ୍ଜୟ ସୁତାର, ତରଜଙ୍ଗା ସରପଞ୍ଚ ବସନ୍ତ ସେଠୀ, ପଟିଲୋ ସରପଞ୍ଚ ଚିତ୍ତରଞ୍ଜନ ରଥ, ଆମ୍ବିରୀ ସରପଞ୍ଚ, କନକପୁର ସରପଞ୍ଚ ନମିତା ରାଉଳ, ସମିତି ସଭ୍ୟ ଅଜୟ ରାଉଳ, କଟରା ସମିତିସଭ୍ୟ ବାଇଧର ବଳ, ତୁଳଙ୍ଗ ସମିତି ସଭ୍ୟ ମମତା ନାୟକ, କୋଲର ସମିତି ସଭ୍ୟ ରଞ୍ଜିତ ପାଲ୍ ଙ୍କ ସମେତ ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ ମାନେ ଯୋଗଦେବା ସହିତ ବିଭିନ୍ନ ବିଭାଗର କର୍ମଚାରୀମାନେ ଯୋଗଦେଇଥିବା ଦେଖିବାକୁ ମିଳିଥିଲା।

କାର୍ଯ୍ୟକ୍ରମ ଶେଷରେ ସଭା ସ୍ଥଳରେ ମଞ୍ଚାସୀନ ତିର୍ତ୍ତୋଲ ବ୍ଳକର ଏବିଡିଓ ଏକ ସୁମଧୁର ଓଡ଼ିଆ ଭଜନ ” ଜନମି ଥିଲି ମୁଁ ଶିରି କ୍ଷେତ୍ର ଦିନେ “ଗାନ କରିଥିଲେ।

ଜଗତସିଂହପୁର ତିର୍ତ୍ତୋଲ ବ୍ଲକ ପଞ୍ଚାୟତିରାଜ ଲୋକସେବା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

ଦଳବିରୋଧୀ କାର୍ଯ୍ୟ: ବିଜେଡିରୁ ଦୁଇ ଜିଲ୍ଲା ପରିଷଦ ସଭ୍ୟ ନିଲମ୍ବିତ

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026
Latest News

ନବମ, ଦଶମ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପୁସ୍ତକ

October 13, 2026

ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ଫୋକସ୍‌ରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ

October 13, 2026

ଦ ଗ୍ଲୋବାଲ କ୍ରାଉନ୍ ୨୦୨୬ ର ଦ୍ଵିତୀୟ ରନର୍ସ ଅପ୍ ବିଜୟିନୀ ମୁକୁଟ ପିନ୍ଧିଲେ କ୍ଷୀରାବ୍ଦୀ ପଟ୍ଟନାୟକ

October 13, 2026

ପୁଣିଥରେ ମୁମ୍ବାଇ ଇଣ୍ଡିଆନ୍ସର ନେତୃତ୍ୱ ନେବେ ରୋହିତ ଶର୍ମା!: ବଢିଲା ଚର୍ଚ୍ଚା

October 13, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ‘ବ୍ଲୁମବର୍ଗ ନ୍ୟୁ ଇକୋନୋମି ଫୋରମ୍’କୁ ସମ୍ବୋଧନ

October 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.