Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ବ୍ଲକର ଏହି ଗ୍ରାମର ନାରୀମାନଙ୍କ ପାଇଁ ମହିଳା ଦିବସ ପାଳନ ଏକ ଉପହାସ
ଆଞ୍ଚଳିକ

ବାଣପୁର ବ୍ଲକର ଏହି ଗ୍ରାମର ନାରୀମାନଙ୍କ ପାଇଁ ମହିଳା ଦିବସ ପାଳନ ଏକ ଉପହାସ

March 9, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ନାରୀଙ୍କୁ ସମ୍ମାନିତ କରିବାର ଓ ସ୍ବୀକୃତି ଦେବାର ଅବସର ହେଉଛି ମହିଳା ଦିବସ। ମହିଳାଙ୍କ ସ୍ୱପ୍ନର ଜୀବନ ହେଉଛି ସଶକ୍ତିକରଣ, ସ୍ବାଧୀନତା ଓ ସୁରକ୍ଷା। ନିଜ ପାଇଁ ନିଜେ ଉଦାହରଣ ପାଲଟୁଛନ୍ତି ମହିଳା, ନିଜେ ସ୍ୱାବଲମ୍ବୀ ହେବା ସହ ଆର୍ଥିକ ସ୍ଵଚ୍ଛଳ ହେଉଛନ୍ତି ଏବଂ ଅନ୍ୟମାନଙ୍କ ପାଇଁ ସୃଷ୍ଟି କରୁଛନ୍ତି ରୋଜଗାରର ଅବସର। ମହିଳା ସଶକ୍ତିକରଣ କହିଲେ ଆତ୍ମବିଶ୍ବାସ ସୃଷ୍ଟିକରି ପ୍ରଗତି ପଥରେ ନିଜକୁ ସାମିଲ କରିବା ହେଉଛି ସଶକ୍ତିକରଣ। ଯଦିଓ ଆଜି ମହିଳାମାନେ ଅନେକ ସୋପାନ ଅତିକ୍ରମ କରିଛନ୍ତି। ତଥାପି ଏହାର କିଛି ଓଲଟା ଛବି ପ୍ରତିଫଳିତ ହେଉଛି ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ଦାମିଆ ବରବରା ପଞ୍ଚାୟତର କୋଷରଡା ଗ୍ରାମରେ।

ଗତକାଲି ଏକତା ପରିଷଦ ଟ୍ରଷ୍ଟ ଆନୁକୂଲ୍ୟରେ ଏବଂ ଏହାର ପ୍ରତିଷ୍ଠାତ୍ରୀ ସମାଜସେବୀକା ସନ୍ଧ୍ୟା ଦେବୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ବାଣପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ଦାମିଆ ବରବରା ପଞ୍ଚାୟତର କୋଷରଡା ଗ୍ରାମ ପ୍ରାଥମିକ ବିଦ୍ୟାଳୟରେ ପାଳିତ ହୋଇଛି ଅନ୍ତର୍ଜାତୀୟ ମହିଳା ଦିବସ। ନା ଥିଲା ଏଠାରେ ଖୁସି, ଆନନ୍ଦ ଓ ଉଦ୍ଦୀପନା।

ଯଦିଓ ଏକବିଂଶ ଶତାଦ୍ଧିରେ ମହିଳାମାନଙ୍କୁ ମିଳିଛି ବିଭିନ୍ନ କ୍ଷେତ୍ରରେ ଅଦ୍ଭୂତପୂର୍ବ ସଫଳତା।  ତଥାପି ଉକ୍ତ ଅଞ୍ଚଳରେ ଆଜିବି ମହିଳାମାନଙ୍କ ସାମଗ୍ରିକ ଉନ୍ନତି ଓ ଅବାଧ ସ୍ବାଧୀନତା ଏବେବି ଅପହଞ୍ଚ। ଖୋର୍ଦ୍ଧା ଜିଲ୍ଲାରେ ଖୋଦ ରାଜଧାନୀ ଭୁବନେଶ୍ୱର ଯାଉଥିବାବେଳେ ଅପରପାର୍ଶ୍ଵରେ ଜିଲ୍ଲା ସୀମାରେ ଅବସ୍ଥିତ ଉକ୍ତ ଗ୍ରାମର ମହିଳାମାନେ ଏବେବି ସରକାରଙ୍କ ଶୁଭ ଦୃଷ୍ଟିକୁ ଅନାଇ ବସିଛନ୍ତି। ତେଣୁ ଉକ୍ତ ଅଞ୍ଚଳରେ ନାରୀ ସଶକ୍ତିକରଣ ପ୍ରତି ସ୍ଥାନୀୟ ଏବଂ ଜିଲ୍ଲା ପ୍ରଶାସନ କିପରି ଦୃଷ୍ଟି ଆକର୍ଷଣ କରିବେ ସେଥିପ୍ରତି ସାଧାରଣରେ ଦାବି ହେଉଛି।

ଦାମିଆ ବରବରା ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ବାଧିନତା ଦିବସ ଏବଂ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ

August 15, 2026

ବାଣପୁରରେ ସାଇବର ସୁରକ୍ଷା ଅଭିଯାନ

August 15, 2026
Latest News

‘ଅତ୍ୟନ୍ତ ଭାବପ୍ରବଣ ଥିଲା’: ଦଳରୁ ଇସ୍ତଫା ପରେ ବିଜେପି ମୁଖପାତ୍ର ଶହଜାଦ ପୁନାୱାଲା

August 17, 2026

UGC-NET ପୁନଃପରୀକ୍ଷା ଉପରେ ପୁଣି ଉଠିଲା ପ୍ରଶ୍ନ: ଟାର୍ଗେଟ କଲେ ରାହୁଲ ଗାନ୍ଧୀ

August 17, 2026

କୋରାପୁଟରେ ବୈଷୟିକ ଶିକ୍ଷାର ନୂଆ ଅଧ୍ୟାୟ: ମନ୍ତ୍ରୀଙ୍କ ଉପସ୍ଥିତିରେ ଦୁଇଟି ଏମଓୟୁ ସ୍ବାକ୍ଷରିତ

August 17, 2026

“ମୋତେ ବିଜେପିରୁ ଅଫର ମିଳିଥିଲା”: ଶତ୍ରୁଘ୍ନ ସିହ୍ନାଙ୍କ ବଡ଼ ଦାବି

August 17, 2026

ପାନୀୟ ଜଳ ଯୋଗାଣ ଲାଗି ରେଳବାଇର ତତ୍କାଳ ପଦକ୍ଷେପ

August 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.