Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଏ.ବି.ଭି.ପି ରାଜ୍ୟ ସହ ସଂଯୋଜକ ହେଲେ ବାଲିକୁଦାର ଭବରଞ୍ଜନ
ଆଞ୍ଚଳିକ

ଏ.ବି.ଭି.ପି ରାଜ୍ୟ ସହ ସଂଯୋଜକ ହେଲେ ବାଲିକୁଦାର ଭବରଞ୍ଜନ

March 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର: ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ୪୫ତମ ରାଜ୍ୟ ଅଧିବେଶନ ମାର୍ଚ୍ଚ ୬, ୭ ଦୁଇଦିନ ଧରି ବ୍ରହ୍ମପୁରରେ ହୋଇଥିଲା। ଏହି ଅବସରରେ ୨୦୨୧-୨୦୨୨ ର ନୂଆ କାର୍ଯ୍ୟକାରିଣୀ ଘୋଷଣା କରାଯାଇଥିଲା। ରାଜ୍ୟ ସଭାନେତ୍ରୀ ଭାବେ ଅଧ୍ୟାପିକା ଗାର୍ଗୀ ବାନାର୍ଜୀ, ରାଜ୍ୟ ସମ୍ପାଦକ ସୌଭାଗ୍ୟ ମହାନ୍ତି, ଭବରଞ୍ଜନ ବେହେରା (ଆକାଶ) ଙ୍କୁ ରାଜ୍ୟ ସହ ସଂଯୋଜକ ଭାବେ ରାଜ୍ୟ ବିଶ୍ୱବିଦ୍ୟାଳୟ କାର୍ଯ୍ୟ ପାଇଁ ନିର୍ବାଚିତ ହୋଇଛନ୍ତି।

ଭବରଞ୍ଜନଙ୍କ ଘର ବାଲିକୁଦା ବ୍ଲକ ରାହଣ ପଞ୍ଚାୟତରେ। ସେ ସ୍ୱାମୀ ବିବେକାନନ୍ଦ ସ୍ମାରକ ମହାବିଦ୍ୟାଳୟ ରେ ରାଜନୀତି ବିଭାଗ ସମ୍ନାନରେ ପଢିଲା ବେଳେ ବିଦ୍ୟାର୍ଥୀ ପରିଷଦ ପାଇଁ କାର୍ଯ୍ୟ କରି ଆସୁଥିଲେ। ସେ ୨୦୧୮ ଛାତ୍ର ସଂସଦ ନିର୍ବାଚନରେ ସଭାପତି ପାର୍ଥି ଭାବେ ନିର୍ବାଚନ ଲଢ଼ିଥିଲେ। ବର୍ତ୍ତମାନ ସେ ଉତ୍କଳ ବିଶ୍ଵବିଦ୍ୟାଳୟରେ ଲୋକପ୍ରଶାସନରେ ସ୍ନାତକ କରୁଛନ୍ତି।

ବର୍ତ୍ତମାନ ସେ ବାଣୀବିହାରର କ୍ୟାମ୍ପସ ୟୁନିଟ ସମ୍ପାଦକ ଭାବେ କାର୍ଯ୍ୟ କରୁଛନ୍ତି। ତାଙ୍କୁ ବିଶ୍ୱର ସର୍ଵବୃହତମ ଛାତ୍ର ସଙ୍ଗଠନ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ, ଓଡିଶାର ରାଜ୍ୟ ସହ ସଂଯୋଜକ ଭାବେ ନିର୍ବାଚିତ କରାଯାଇଥିବାରୁ ଜିଲ୍ଲାର ଛାତ୍ର ଛାତ୍ରୀ ସମେତ ବାଣୀବିହାରର ଛାତ୍ର ଛାତ୍ରୀଙ୍କ ତରଫରୁ ଅନେକ ଶୁଭେଚ୍ଛା ଦିଆଯାଇଛି।

ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ବାଲିକୁଦା ବ୍ରହ୍ମପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଉତ୍କଳ ଦିବସ ଉପଲକ୍ଷେ ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବାଣପୁରବାସୀ

April 2, 2026

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ’ ର ସିଦ୍ଧେଶ୍ୱରୀ ମଣ୍ଡଳ ପ୍ରଶିକ୍ଷଣ ବର୍ଗ ଉଦଘାଟିତ

April 1, 2026

ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ: ନାବାଳକ ସହ ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

March 31, 2026

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026
Latest News

ପାକିସ୍ତାନ ଉପରେ ଆଫଗାନିସ୍ତାନର ସର୍ଜିକାଲ୍ ଷ୍ଟ୍ରାଇକ୍: ୩ ପାକିସ୍ତାନୀ ସୈନିକ ନିହତ

April 3, 2026

ରାଜ୍ୟର ୧୮୮୯ ଟି ନୂତନ ଅଙ୍ଗନବାଡ଼ି ଗୃହ ଉଦଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ

April 3, 2026

ଓଡ଼ିଶାରେ ଆଦିବାସୀ ସାଂସ୍କୃତିକ ଐତିହ୍ୟର ପ୍ରଚାର

April 3, 2026

ଲୋକସଭା ଏବଂ ରାଜ୍ୟସଭାରେ ଜନ ବିଶ୍ୱାସ ବିଲ୍- ୨୦୨୬ ପାସ୍

April 3, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.