Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଭୁବନେଶ୍ବରରେ ଗୋଦାବରୀଶ ମହାବିଦ୍ୟାଳୟର ପୁରାତନ ଛାତ୍ରଛାତ୍ରୀଙ୍କ ବନ୍ଧୁ ମିଳନ ଅନୁଷ୍ଠିତ
ଆଞ୍ଚଳିକ

ଭୁବନେଶ୍ବରରେ ଗୋଦାବରୀଶ ମହାବିଦ୍ୟାଳୟର ପୁରାତନ ଛାତ୍ରଛାତ୍ରୀଙ୍କ ବନ୍ଧୁ ମିଳନ ଅନୁଷ୍ଠିତ

March 22, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଅବସ୍ଥିତ ସର୍ବପୁରାତନ ଗୋଦାବରୀଶ ମହାବିଦ୍ୟାଳୟର ପୁରାତନ ଛାତ୍ରଛାତ୍ରୀଙ୍କ ବନ୍ଧୁ ମିଳନ ଅନୁଷ୍ଠିତ ହୋଇଯାଇଛି। ଏହି କଲେଜରୁ ପାଠପଢା ସାରି ବର୍ତ୍ତମାନ ଛାତ୍ରଛାତ୍ରୀମାନେ ବିଭିନ୍ନ ସ୍ଥାନରେ କାର୍ଯ୍ୟରତ ଅଛନ୍ତି। ସେମାନଙ୍କୁ ଏକଠା କରି ସେହି ପୁରୁଣା ସ୍ମୃତିକୁ ଉଦଜୀବିତ କରିବା ପାଇଁ କରାଯାଇଥିଲା ଏହି ପ୍ରୟାସ।

କଲେଜର ପୁରାତନ ଛାତ୍ର ଲକ୍ଷ୍ମୀଧର ପ୍ରଧାନଙ୍କ ଏହି ପ୍ରୟାସରେ ଭୁବନେଶ୍ବରରେ ପ୍ରାୟ 50 ଜଣ ଛାତ୍ରଛାତ୍ରୀ ଏକାଠି ହୋଇଥିଲେ। ଏହି ଉପଲକ୍ଷେ ବିଭିନ୍ନ ମନୋରଂଜନ କାର୍ଯ୍ୟକ୍ରମର ମଧ୍ୟ ଆୟୋଜନ କରାଯାଇଥିଲା। ବର୍ତ୍ତମାନ ରାଜ୍ୟ ସରକାର ଆରମ୍ଭ କରିଥିବା ମୋ କଲେଜ ଅଭିଯାନରେ ସମସ୍ତେ ସାମିଲ ହେବା ପାଇଁ ନିଷ୍ପତି କରିଥିଲେ।

ଗୋଦାବରୀଶ ମହାବିଦ୍ୟାଳୟ ବାଣପୁର ବାଣପୁର କଲେଜ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ୭୦ତମ ପୁଣ୍ୟତିଥିରେ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କୁ ଶ୍ରଦ୍ଧାଞ୍ଜଳି

July 26, 2026

ବାଲୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ

July 23, 2026

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026

ବାଣପୁର-ବାଲୁଗାଁ ରୋଟାରୀ କ୍ଲବର ଗଠନମୂଳକ ସଭା

July 20, 2026
Latest News

ରାଜ୍ୟରେ ଆଉ ୫୦୦ଟି EV ଚାର୍ଜିଂ ଷ୍ଟେସନ ସ୍ଥାପନ କରିବାକୁ ଲକ୍ଷ୍ୟ

July 28, 2026

ରାଶିଫଳ: ଜୁଲାଇ ୨୮ ତାରିଖ ମଙ୍ଗଳବାରରେ ଏହି ଆଠଟି ରାଶି ରୁହନ୍ତୁ ସାବଧାନ

July 28, 2026

ବଙ୍ଗୋପସାଗରରେ ଗଭୀର ଅବପାତ, ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ କଲେ ରାଜସ୍ବ ମନ୍ତ୍ରୀ

July 27, 2026

ଫାଇଲ ହଜିବା ଘଟଣା, କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

July 27, 2026

ନିରାପଦ ଟ୍ରେନ ପରିଚାଳନାରେ ଉଲ୍ଲେଖନୀୟ ସତର୍କତା ପାଇଁ ଟେକ୍ନିସିଆନଙ୍କୁ ପୂର୍ବତଟ ରେଳପଥର ସମ୍ମାନ

July 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.