Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଘୋଷଣା ହେଲା ବାଣପୁର ଓକିଲ ସଂଘ ନିର୍ବାଚନର ଫଳାଫଳ
ଆଞ୍ଚଳିକ

ଘୋଷଣା ହେଲା ବାଣପୁର ଓକିଲ ସଂଘ ନିର୍ବାଚନର ଫଳାଫଳ

March 27, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ଓଡିଶା ରାଜ୍ୟ ଆଇନଜୀବୀ ପରିଷଦର ପ୍ରତ୍ୟେକ୍ଷ ତତ୍ୱାବଧାନରେ ଏକକାଳୀନ ଭାବେ ରାଜ୍ୟର ସମସ୍ତ ଓକିଲ ସଂଘର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ଓକିଲ ସଂଘର ମଧ୍ୟ ଶାନ୍ତିପୂର୍ଣ ଭାବେ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନ ଅଧିକାରୀ ବିନୋଦ ବିହାରୀ ସ୍ୱାଇଁ ଉକ୍ତ ନିର୍ବାଚନକୁ ପରିଚାଳନା କରିଥିଲେ।

ସକାଳ ୮ ରୁ ଆରମ୍ଭ ହୋଇ ଅପରାହ୍ନ ୩ ଘଟିକା ଯାଏଁ ଉକ୍ତ ନିର୍ବାଚନର ମତଦାନ ପ୍ରକ୍ରିୟା ସମଗ୍ର ରାଜ୍ୟରେ ଜାରି ରହିଥିଲା। ଅପରାହ୍ନ ୪ ଟାରୁ ଗଣତି ଜାରି ରହିଥିବା ସ୍ଥଳେ ସଂଧ୍ୟା ସୁଦ୍ଧା କେତେଗୋଟି ବାର ଆସୋସିଏସନର ଫଳାଫଳ ପ୍ରକାଶ ପାଇଛି।

ତେବେ ବାଣପୁର ଓକିଲ ସଂଘର ନିର୍ବାଚନ ଫଳାଫଳ ହସ୍ତଗତ ହୋଇଛି। ସଭାପତି ଭାବେ ପ୍ରଭାତ କୁମାର ପାଟଯୋଶୀ, ଉପସଭାପତି ଭାବେ ପଦ୍ମଜ ପଟ୍ଟନାୟକ, ସମ୍ପାଦକ ଭାବେ ଜଗନ୍ନାଥ ଭୋଳ, ସହ ସମ୍ପାଦକ ଭାବେ ନରେନ୍ଦ୍ର କୁମାର ନାୟକ ଓ କାର୍ଯ୍ୟନିର୍ବାହୀ କମିଟିର ଅନ୍ୟାନ୍ୟ ସଦସ୍ୟ ଭାବେ ରଜନୀ କାନ୍ତ ରାଉତରାୟ, ଦେବବ୍ରତ ବଡ଼ଜେନା ଓ ମନୋଜ କୁମାର ନନ୍ଦ ଯଥାକ୍ରମେ ନିର୍ବାଚିତ ହୋଇଛନ୍ତି। ନିର୍ବାଚନ ଅଧିକାରୀ ଏନେଇ ସୂଚନା ଦେଇଛନ୍ତି।

ଓକିଲ ସଂଘ ନିର୍ବାଚନ ଫଳାଫଳ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଉତ୍କଳ ଦିବସ ଉପଲକ୍ଷେ ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବାଣପୁରବାସୀ

April 2, 2026

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ’ ର ସିଦ୍ଧେଶ୍ୱରୀ ମଣ୍ଡଳ ପ୍ରଶିକ୍ଷଣ ବର୍ଗ ଉଦଘାଟିତ

April 1, 2026

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026
Latest News

ବିଶ୍ୱର ସର୍ବବୃହତ କ୍ଷମତା ବିକାଶ କାର୍ଯ୍ୟକ୍ରମ ଆୟୋଜନ କଲା ଭାରତ

April 2, 2026

ରାଜ୍ୟସଭାର ଉପନେତା ପଦରୁ ହଟାଇବା ପରେ ରାଘବ ଚଢାଙ୍କ ପ୍ରଥମ ପୋଷ୍ଟ: ସେୟାର କଲେ ଭିଡିଓ

April 2, 2026

ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ

April 2, 2026

ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦେଖି ସ୍କୁଲ ସମୟ ସକାଳୁଆ କରିବାକୁ ଓଷ୍ଟାର ଦାବି

April 2, 2026

ଖୋର୍ଦ୍ଧା ସହରରେ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

April 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.