Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରକୁ ଫେରିଲା କରୋନାର ଦ୍ଵିତୀୟ ଲହର: ଜଣେ ପଜିଟିଭ ଚି଼ହ୍ନଟ
ଆଞ୍ଚଳିକ

ବାଣପୁରକୁ ଫେରିଲା କରୋନାର ଦ୍ଵିତୀୟ ଲହର: ଜଣେ ପଜିଟିଭ ଚି଼ହ୍ନଟ

April 16, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଦିନକୁ ଦିନ କୋଭିଡର ଦ୍ଵିତୀୟ ପର୍ଯ୍ୟାୟ ସଂକ୍ରମଣ ଓଡ଼ିଶାରେ ହୁ ହୁ ହୋଇ ବଢୁଥିବାବେଳେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୩୪ ଜଣ ପଜିଟିଭ ଚି଼ହ୍ନଟ ହୋଇଛନ୍ତି।

ସେହିଭଳି ଆଜି ବାଣପୁରରୁ ଜଣେ କୋଭିଡ ଆକ୍ରାନ୍ତ ଚି଼ହ୍ନଟ ହୋଇଥିବାର ସୂଚନା ରହିଛି। ବାଣପୁର ବ୍ଲକ ଅନ୍ତର୍ଗତ ନାଚୁଣୀ ପଞ୍ଚାୟତରୁ ଜଣେ ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି।

ତେବେ ଏହି ଆକ୍ରାନ୍ତ ଜଣଙ୍କ ମଧ୍ୟରେ କୌଣସି ଲକ୍ଷଣ ନାହିଁ। କିନ୍ତୁ ସେ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବାରୁ ବର୍ତ୍ତମାନ ଏହା ସ୍ୱାସ୍ଥ୍ୟ ବିଭାଗ ଏବଂ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି।

କୋଭିଡ ଦ୍ଵିତୀୟ ଲହର ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ବଲପୁର ସେନ୍ ପାର୍କ ନିକଟରେ ମହିଳାଙ୍କୁ ବିଭତ୍ସ ହତ୍ୟା

September 6, 2026

ବାଲୁଗାଁ ଭେଙ୍କଟେଶ୍ଵର ସ୍କୁଲରେ ଧୂମଧାମରେ ଗୁରୁଦିବସ ପାଳିତ

September 5, 2026

ଗୁରୁ ଦିବସ ଉପଲକ୍ଷେ ୩ ଜଣ ଗୁରୁଜୀ ସମ୍ବର୍ଦ୍ଧିତ

September 5, 2026

ବାଣପୁରରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ପାଳିତ

September 5, 2026
Latest News

ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଜଳନିଷ୍କାସନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ

September 6, 2026

ଫେବୃଆରୀ ୨୦୨୨ ପରେ ପ୍ରଥମ ଥର ପାଇଁ ଖୋଲିଲା ୟୁକ୍ରେନର ଆକାଶମାର୍ଗ

September 6, 2026

ରଣପୁରରେ ‘ସମ୍ବାଦ–ଆମ ଓଡ଼ିଶା’ ପକ୍ଷରୁ ପ୍ରତିଯୋଗିତା

September 6, 2026

ଦୁଲୀପ ଟ୍ରଫି ଫାଇନାଲରେ ଇଶାନ କିଷାନଙ୍କ ଶତକ: ପ୍ରଥମ ଦିନରେ ପୂର୍ବ ଜୋନର ୩୮୫/୪

September 6, 2026

ଆଠଟି ରାଜ୍ୟର ହାଇକୋର୍ଟରେ ନୂତନ ମୁଖ୍ୟ ବିଚାରପତିଙ୍କୁ ନିଯୁକ୍ତ: ଜାଣନ୍ତୁ କେଉଁଠି?

September 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.