Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲିକୁଦାର ଲବ୍ଧ ପ୍ରତିଷ୍ଠିତ ଲେଖକଙ୍କ ଶ୍ରଦ୍ଧାଞ୍ଜଳି ସଭା
ଆଞ୍ଚଳିକ

ବାଲିକୁଦାର ଲବ୍ଧ ପ୍ରତିଷ୍ଠିତ ଲେଖକଙ୍କ ଶ୍ରଦ୍ଧାଞ୍ଜଳି ସଭା

April 18, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର: ବାଲିକୁଦା ବ୍ଲକ୍ ଓଷକଣା ହାଇସ୍କୁଲର ପୁର୍ବତନ ପ୍ରଧାନ ଶିକ୍ଷକ ଗଦାଧର ସ୍ବାଇଁଙ୍କ ଏକାଦଶାହ ଉପଲକ୍ଷେ ବାଲିକୁଦାର ପୂଜ୍ୟପୁଜା ସଂସଦ ପକ୍ଷରୁ ଏକ ଶ୍ରଦ୍ଧାଞ୍ଜଳି ସ୍ମତି ସଭା ଅନୁଷ୍ଠିତ ହୋଇଯାଇଛି। ପୂଜ୍ୟପୁଜା ସଂସଦ ସଭାପତି କୈଳାସ ଚନ୍ଦ୍ର ବିଶ୍ବାଳଙ୍କ ପୈାରହିତରେ ଅନୁଷ୍ଠିତ ଏହି ସଭାରେ ଶ୍ରଦ୍ଧାଞ୍ଜଳି ସଭାରେ ଗଦାଧର ସ୍ବାଇଁଙ୍କ ତୈଳଚିତ୍ର ନିକଟରେ ତିର୍ତ୍ତୋଲ ବ୍ଲକର ପୂର୍ବତନ ଶିକ୍ଷା ଅଧିକାରୀ ସୁକାନ୍ତ ରାୟ ପ୍ରଦୀପ ପ୍ରଜ୍ଜୋଳନ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଓକିଲ ସଂଘର ସମ୍ପାଦକ ନରେଶ ଦାସ, ନାଉଗାଁ ବ୍ଲକ ଶିକ୍ଷକ ସଂଘର ସମ୍ପାଦକ ନରେଶ ଚନ୍ଦ୍ର ସାହୁ, ଓଷକଣା ହାଇସ୍କୁଲର ପ୍ରଧାନ ଶିକ୍ଷକ ଜ୍ଞାନରଂଜନ ମହାନ୍ତି, ପଣ୍ଡିତ ଅଜୟ କୁମାର ମିଶ୍ର, ଶିକ୍ଷକ ବାମନ ଦାସ, ବିଶ୍ମୟ ମଲ୍ଲ ସମେତ ଶତାଧିକ ଶିକ୍ଷକ ,ଛାତ୍ର ଓ ନିକଟସ୍ଥ ଗ୍ରାମର ଜନସାଧାରଣ ଉପସ୍ଥିତ ରହି ପୁଷ୍ପାଞ୍ଜଳି ପ୍ରଦାନ କରିବା ସହିତ ଗଦାଧର ସାର୍ ଙ୍କ ନିର୍ଭିକତା ଛାତ୍ରଛାତ୍ରୀ ବସ୍ରଳତା ଓ ସମାଜ ସଂସ୍କାରକଙ୍କ ଜିବନୀ ଉପରେ ଆଲୋକପାତ କରିଥିଲେ। ତାଙ୍କର ମୃତ୍ୟୁରେ ବାଲିକୁଦାର ଜଣେ ଲବ୍ଧ ପ୍ରତିଷ୍ଠିତ ଲେଖକ ତଥା ସମାଜ ସଂସ୍କାରକୁ ହରାଇଲା ବୋଲି ବକ୍ତାମାନେ ମତବ୍ୟକ୍ତ କରିଥିଲେ।

ପ୍ରକାଶଥାଉକି ମାଛଗାଁ ପଞ୍ଚାୟତର ଜମ୍ପର ଠାରେ ଗଦାଧର ସ୍ବାଇଁ ତା.୧୭.୦୧.୧୯୫୧ ମସିହାରେ ଜନ୍ମ ଗ୍ରହଣ କରିଥିଲେ। ଗାଦିବ୍ରହ୍ମ ବିଦ୍ୟାପିଠ ଡିହସାହିରେ ସହକାରୀ ଶିକ୍ଷକ ଭାବରେ କାର୍ଯ୍ୟ ଆରମ୍ଭ କରି ଓଷକଣା ହାଇସ୍କୁଲର ପ୍ରଧାନ ଶିକ୍ଷକ ଭାବରେ ଅବସର ନେଇଥିଲେ। ହଠାତ ହୃଦଘାତରେ ତା. ୦୬.୦୪.୨୧ ରିଖ ରାତିରେ ଶେଷ ନିଶ୍ବସ ତ୍ୟାଗ କରିଥିଲେ। ଗାଁ ମଶାଣିରେ ତାଙ୍କର ଶେଷକୃତ୍ବ ସମ୍ପର୍ଣ୍ଣ ହୋଇଥିଲା। ଏକମାତ୍ର ପୁଅ ତଥା ଶିକ୍ଷକ ଜ୍ଞାନ ରଞ୍ଜନ ସ୍ବାଇଁ ମୁଖାଗ୍ନୀ ଦେଇଥିଲେ।

ବାଲିକୁଦା ଶ୍ରଦ୍ଧାଞ୍ଜଳି ସଭା
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026
Latest News

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026

ଯୁଦ୍ଧ ଯୋଗୁଁ ବିମାନ ଭଡ଼ା ବୃଦ୍ଧି କଲା ଇଣ୍ଡିଗୋ: ଆଜି ରାତି ୧୨ ଟା ପରେ ଲାଗୁ, ଜାଣନ୍ତୁ ନୂତନ ଦର

March 13, 2026

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026

ବଢୁଥିବା ନିଖୋଜ ବ୍ୟକ୍ତି ଘଟଣା ଉପରେ ଏନଏଚଆରସିର ଉଦବେଗ: ଓଡ଼ିଶା ସମେତ ୫ ରାଜ୍ୟକୁ ନୋଟିସ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.