Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜଗତସିଂହପୁରରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଗୋପବନ୍ଧୁ ଚୌଧୁରୀଙ୍କ ଶ୍ରାଦ୍ଧବାର୍ଷିକୀ ପାଳିତ
ଆଞ୍ଚଳିକ

ଜଗତସିଂହପୁରରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଗୋପବନ୍ଧୁ ଚୌଧୁରୀଙ୍କ ଶ୍ରାଦ୍ଧବାର୍ଷିକୀ ପାଳିତ

April 29, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଜଗତସିଂହପୁର ଜିଲ୍ଲାର ବରପୁତ୍ର ଗୋପବନ୍ଧୁ ଚୌଧୁରୀଙ୍କ ଶ୍ରାଦ୍ଧ ଦିବସ ଜିଲ୍ଲା ପ୍ରଶାସନ ପକ୍ଷରୁ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଜଗତସିଂହପୁର ସହରର ବଙ୍ଗଳାଛକ ଓ ଖେରସ ଛକ ଠାରେ ଥିବା ଗୋପବନ୍ଧୁ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ,ପୌରପରିଷଦ ନିର୍ବାହୀ ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ।

ଜଗତସିଂହପୁର ଶ୍ରାଦ୍ଧବାର୍ଷିକୀ ପାଳିତ ସ୍ୱାଧୀନତା ସଂଗ୍ରାମୀ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

ସୁରକ୍ଷା ପ୍ରତି ଉତ୍କୃଷ୍ଟ ସତର୍କତା ପାଇଁ ଟ୍ରାକ୍ ମେଣ୍ଟେନରଙ୍କୁ ସମ୍ମାନିତ କଲା ପୂର୍ବତଟ ରେଳପଥ

June 22, 2026

ଲକ୍ଷ୍ନୌ ଅଗ୍ନିକାଣ୍ଡ ଘଟଣାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶୋକ: କାନ୍ଦି ପକାଇଲେ ଉପମୁଖ୍ୟମନ୍ତ୍ରୀ

June 22, 2026

କଟକ, ଖୋର୍ଦ୍ଧା, ବ୍ରହ୍ମପୁର ଓ ବାଣପୁର ସହ ୬୪ ସ୍ଥାନର ଇଂରାଜୀ ବନାନ ହେଲା ପରିବର୍ତ୍ତନ; ବାହାରିଲା ବିଜ୍ଞପ୍ତି

June 22, 2026

ଲକ୍ଷ୍ନୌରେ ଭୟଙ୍କର ଅଗ୍ନିକାଣ୍ଡ: ୧୪ ଲୋକଙ୍କ ମୃତ୍ୟୁ

June 22, 2026

ଗ୍ୟାସ୍ ଲିକ୍ ଘଟଣା, ମୃତ ଓଡିଆ ପରିବାରଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.