Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଲକ ଡ଼ାଉନ ସମୟରେ ବାଣପୁର ଏବିଭିପି ଦ୍ୱାରା ଆରମ୍ଭ ହେଲା ସେବା କାର୍ଯ୍ୟ
ଆଞ୍ଚଳିକ

ଲକ ଡ଼ାଉନ ସମୟରେ ବାଣପୁର ଏବିଭିପି ଦ୍ୱାରା ଆରମ୍ଭ ହେଲା ସେବା କାର୍ଯ୍ୟ

May 10, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ
ବାଣପୁର: କରୋନାର ଦ୍ଵିତୀୟ ଲହର ଏବେ ସାରା ଦେଶରେ ଶିଖରରେ ପହଁଚିଛି। ମହାମାରୀ ହୁ ହୁ ହୋଇ ବଢ଼ି ଚାଲୁଥିବା ବେଳେ ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀରେ ପ୍ରତ୍ୟେକ ଦିନ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି।

ତେବେ କରୋନା ମୁବାବିଲା ପାଇଁ ସ୍ୱଚ୍ଛତାକୁ ଅସ୍ତ୍ର କରି ଆଗେଇ ଆସିଛି ଛାତ୍ର ସଂଗଠନ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି)। ଏବିଭିପି ବାଣପୁର-ବାଲୁଗାଁ ନଗର ଶାଖା ତରଫରୁ ବିକାଶ କୁମାର ସେଠିଙ୍କ ନେତୃତ୍ୱରେ ବାଣପୁର ଓ ନାଚୁଣୀ ଅଞ୍ଚଳର ସର୍ବ ସାଧାରଣସ୍ଥାନ ଗୁଡିକ ଆଜି ମଧ୍ୟାହ୍ନରେ ଏ.ବି.ଭି.ପି କାର୍ଯ୍ୟକର୍ତ୍ତାମାନେ ମାସ୍କ, ପିପିକିଟ୍ ପିନ୍ଧି ବିଶୋଧିତ କରିଛନ୍ତି। ନାଚୁଣୀ ଫାଣ୍ଡି ସମେତ ଉଭୟ ବ୍ୟାଙ୍କ୍‌, ଏଟିଏମ୍‌ ପଏଣ୍ଟ, ରାସ୍ତାଘାଟକୁ ସ୍ପ୍ରେ ମେସିନ ସହାୟତାରେ କାର୍ଯ୍ୟକର୍ତ୍ତାମାନେ ବିଶୋଧକ ସିଞ୍ଚନ କରିଛନ୍ତି।

ଉକ୍ତ କାର୍ଯ୍ୟକ୍ରମରେ ଏବିଭିପି ନାଚୁଣୀ କ୍ୟାମ୍ପସ ୟୁନିଟ୍ ସଭାପତି ବିପ୍ଳବ ଗୁରୁ, ଆଶାତୀତ ସାହୁ, ପି.ବି.ବି କ୍ୟାମ୍ପସ ୟୁନିଟ୍ ସଭାପତି ସିଦ୍ଧାର୍ଥ ବାରିକ ଓ ରାଜେଶ କୁମାର ସାହୁ ପ୍ରମୁଖ ଯୋଗ ଦେଇଥିଲେ। ଲକ ଡ଼ାଉନ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ବାଣପୁର ଏବଂ ଚିଲିକାର ସମସ୍ତ ଗ୍ରାମମାନଙ୍କରେ ଜାରି ରହିବ ବୋଲି ସଙ୍ଗଠନ ପକ୍ଷରୁ ସୂଚନା ଦିଆଯାଇଛି।

ଏବିଭିପି ବାଣପୁର ସେବା କାର୍ଯ୍ୟ
Share. Facebook Twitter LinkedIn Email WhatsApp Copy Link

Related Posts

Banapur News: ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ସ୍ୱାଗତ ଉତ୍ସବ

August 6, 2026

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026

ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

August 2, 2026
Latest News

ଘର ପ୍ରତିଷ୍ଠା ଭୋଜି ପଡ଼ିଲା ମହଙ୍ଗା, ଝାଡ଼ାବାନ୍ତିରେ ୧୦୦ରୁ ଅଧିକ ଆକ୍ରାନ୍ତ

August 6, 2026

ଗତ ପାଞ୍ଚ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ ବିଦେଶ ଯାତ୍ରା ଖର୍ଚ୍ଚ କେତେ?: ସଂସଦକୁ ସୂଚନା ଦେଲେ ସରକାର

August 6, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ୍ କଲେ ନେତାନ୍ୟାହୁ: ଜାଣନ୍ତୁ କ’ଣ ହେଲା ଆଲୋଚନା?

August 6, 2026

ସୋଆରେ ଆନ୍ତର୍ଜାତୀୟ ସମ୍ମିଳନୀ ‘ଆଇସିସିଏମ୍‌ଇଏସ୍‌ଏଚ୍‌–୨୦୨୬’ ଉଦ୍‌ଘାଟିତ

August 6, 2026

ରଣପୁରରେ ୮୦ତମ ସ୍ୱାଧୀନତା ଦିବସ ପାଇଁ ବ୍ଲକ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.