Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା କରୋନା ଅପଡେଟ୍: ଆଜି ଉପରମୁହାଁ ସଂକ୍ରମଣ, ଆସନ୍ତାକାଲି ବନ୍ଦ ରହିବ ଟୀକାକରଣ
ଆଞ୍ଚଳିକ

ଚିଲିକା କରୋନା ଅପଡେଟ୍: ଆଜି ଉପରମୁହାଁ ସଂକ୍ରମଣ, ଆସନ୍ତାକାଲି ବନ୍ଦ ରହିବ ଟୀକାକରଣ

May 25, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ପୁଣି ଉପରମୁହାଁ ହୋଇଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମୋଟ ୬୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଯାହାକି ଗତକାଲି ସଂଖ୍ୟାର ଦୁଇ ଗୁଣରୁ ଅଧିକ। ଚିହ୍ନଟ ହୋଇଥିବା ୬୩ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଚିଲିକା ବ୍ଲକରୁ ୨୦ ଜଣ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୧୪ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୨୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୨୧ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୧୨ ଜଣ ସୁସ୍ଥ ହୋଇଥିବା ବେଳେ ଚିଲିକା ବ୍ଲକରୁ ୩ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୧୬୬ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୨୭ ଜଣ, ଚିଲିକା ବ୍ଲକରେ ୧୪୩ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୫୦ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ଉଭୟ ବାଣପୁର ଏବଂ ବାଲୁଗାଁରେ ଟୀକାକରଣ ପ୍ରକ୍ରିୟା ବନ୍ଦ ରହିବ ବୋଲି ଉଭୟ ମେଡିକାଲ ଅଧିକାରୀ ସୂଚନା ଦେଇଛନ୍ତି।

ଉପରମୁହାଁ ସଂକ୍ରମଣ କରୋନା ଅପଡେଟ ଚିଲିକା ଟୀକାକରଣ
Share. Facebook Twitter LinkedIn Email WhatsApp Copy Link

Related Posts

ଧର୍ମପରାୟଣ ସମାଜସେବୀ ମହିଳାଙ୍କ ପରଲୋକ

August 26, 2026

ପୃଥ୍ୱୀରାଜ ହରିଚନ୍ଦନଙ୍କ ଉପସ୍ଥିତିରେ ବିଜେପି ରେ ଯୋଗଦେଲେ ଅନେକ ବିଜେଡି କର୍ମକର୍ତ୍ତା

August 24, 2026

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

August 24, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026
Latest News

ରାଖୀ ବାନ୍ଧିବାକୁ ଅପେକ୍ଷା କରିଥିଲା ଭଉଣୀ, ବାଟରେ ଭାଇଙ୍କୁ ଚଢ଼ିଗଲା ଟ୍ରାକ୍ଟର

August 27, 2026

ବର୍ଷା ସାଜିବ ଖଳନାୟକ!: ଭାରତର WTC ଫାଇନାଲ୍ ପାଇଁ ଏହା କେତେ ଗୁରୁତ୍ୱପୂର୍ଣ୍ଣ?

August 27, 2026

ନୂତନ ଏଲପିଜି ସଂଯୋଗ ଉପରେ ଆଉ କେତେ ଦିନ ପ୍ରତିବନ୍ଧକ?: ଜାଣନ୍ତୁ

August 27, 2026

ବରଫ ତଳେ ବିପଦର ବିସ୍ଫୋରଣ: GLOF ନେଇ ବଢୁଛି ଚିନ୍ତା

August 27, 2026

ଆଜି ‘ଖେଲୋ ଇଣ୍ଡିଆ ଡାଏଲଗ୍’ରେ ଯୁବବର୍ଗଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.