Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ଗଡିଲା ରାଜସ୍ଵ ରଥ: ହିତାଧିକାରୀଙ୍କୁ ବଣ୍ଟାଗଲା ଜମି ପଟ୍ଟା ଏବଂ ଅନ୍ୟାନ ପ୍ରମାଣପାତ୍ର
ଆଞ୍ଚଳିକ

ବାଣପୁରରେ ଗଡିଲା ରାଜସ୍ଵ ରଥ: ହିତାଧିକାରୀଙ୍କୁ ବଣ୍ଟାଗଲା ଜମି ପଟ୍ଟା ଏବଂ ଅନ୍ୟାନ ପ୍ରମାଣପାତ୍ର

May 28, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: କରୋନା ମହାମାରୀ ଯୋଗୁ ଲୋକଙ୍କୁ ଘର ପାଖରେ ସେବା ଯୋଗାଇ ଦେବା ଲାଗି ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଖୋର୍ଦ୍ଧା ଜିଲା ବାଣପୁର ତହସିଲ ପକ୍ଷରୁ ଆଜି ରାଜସ୍ବ ରଥ ଗଡ଼ିଛି। ତହସିଲଦାର ମନ୍ମଥ ବେହେରାଙ୍କ ତତ୍ତ୍ୱାବଧାନରେ ବାଣପୁର ଏନଏସିରୁ ଏହାର ଶୁଭାରମ୍ଭ ହୋଇଛି। ଆଜି ସମୁଦାୟ ୨୦ ଟି ପଟ୍ଟା ହିତାଧିକାରୀଙ୍କୁ ବଣ୍ଟନ ସରିଥିବାର ସୂଚନା ଦେଇଛନ୍ତି ତହସିଲଦାର ଶ୍ରୀ ବେହେରା।

ଏଥିରେ ଅନ୍ୟତମ ଅଧିକାରୀ ଭାବେ ଅତରିକ୍ତ ତହସିଲଦାର ପ୍ରମୋଦ ପାଢ଼ୀ ଏବଂ ତହସିଲ କର୍ମଚାରୀ ସୋମନାଥ ବେହେରା, ସିଧସ୍ତି ବିଶ୍ୱାଳ, ପୂର୍ଣ୍ଣଚନ୍ଦ୍ର ବେହେରା, ଶ୍ୟାମସୁନ୍ଦର ଶାସମଲ ଓ ବୀରେନ୍ଦ୍ର ପଣ୍ଡା ଆଦି ଘରକୁ ଘର ଯାଇ ହିତାଧିକାରୀଙ୍କୁ ଜମି, ଘର ପଟ୍ଟା ଏବଂ ଅନ୍ୟାନ ପ୍ରମାଣପାତ୍ର ପ୍ରଦାନ କରୁଥିବାର ଦେଖାଯାଇଛି।

ତେବେ ତହସିଲର ଏପରି ପଦକ୍ଷେପ ଦ୍ୱାରା ହିତାଧିକାରୀ ମାନେ ବେଶ ଖୁସି ହେବା ସହ ସରକାରଙ୍କୁ ଏଥିପାଇଁ ଧନ୍ୟବାଦ ଜଣାଇଛନ୍ତି।

ଜମି ପଟ୍ଟା ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଜନ୍ମ ମାଟିରେ ବାଣପୁର ମୁକ୍ତି ସଂଗ୍ରାମର ମହାନାୟକ ବିପ୍ଲବୀ କୃତିବାସ ପାଟ୍ଟଶାଣୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

June 3, 2026

ବାଣପୁର ପାଇକ ବିଦ୍ରୋହ: ଓଡ଼ିଆ ଅସ୍ମିତାର ଏକ ଅନନ୍ୟ ଅଗ୍ନିଶିଖା

June 1, 2026

ବାଣପୁର: ଅଗ୍ନିକାଣ୍ଡ କ୍ଷତିଗସ୍ତ ପରିବାରଙ୍କୁ ସାକ୍ଷାତ କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

May 29, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026
Latest News

ଟି-୨୦ ଦଳର କିଏ ହେବ ପରବର୍ତ୍ତୀ ଅଧିନାୟକ?: ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିବ ବିସିସିଆଇ ର ଏହି ନିଷ୍ପତ୍ତି

June 5, 2026

ମମତା ବାନାର୍ଜୀଙ୍କୁ ନିଜ ଆସନ ଯାଚିଲେ ହୁମାୟୁନ୍: କହିଲେ, ଟିଏମସି ର ପରିସ୍ଥିତି ଦେଖି କଷ୍ଟ ହେଉଛି

June 5, 2026

ସାଇଲେଣ୍ଟ କିଲର କିଡନୀ ରୋଗ: ଡେରି ହେବା ପୂର୍ବରୁ ଜାଣନ୍ତୁ ଏହାର ଲକ୍ଷଣ

June 5, 2026

ଭାରତରେ ଲିଭରପୁଲ୍ ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ପ୍ରତିଷ୍ଠା ନେଇ ମଞ୍ଜୁରୀ ପତ୍ର ପ୍ରଦାନ

June 5, 2026

କୁଏତ ବିମାନବନ୍ଦର ଆକ୍ରମଣରେ ଜଣେ ଭାରତୀୟଙ୍କ ମୃତ୍ୟୁ; ଆହତ ୧୩ ଜଣଙ୍କୁ ସହାୟତା ପ୍ରଦାନ

June 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.