Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆଜିର ଚିଲିକା କୋଭିଡ ଅପଡେଟ: ସଂକ୍ରମଣ ତୁଳନାରେ ବଢୁଛି ସୁସ୍ଥ ହାର, ଆସନ୍ତାକାଲି ବନ୍ଦ ରହିବ ଟୀକାକାରଣ
ଆଞ୍ଚଳିକ

ଆଜିର ଚିଲିକା କୋଭିଡ ଅପଡେଟ: ସଂକ୍ରମଣ ତୁଳନାରେ ବଢୁଛି ସୁସ୍ଥ ହାର, ଆସନ୍ତାକାଲି ବନ୍ଦ ରହିବ ଟୀକାକାରଣ

May 29, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ମଧ୍ୟ ସାମାନ୍ୟ ଅଛି। ଉକ୍ତ ନିର୍ବାଚନମଣ୍ଡଳୀରେ ମୋଟ ୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୧୭ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଚିଲିକା ବ୍ଲକରୁ ୪ ଜଣ, ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୫ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୨୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୨୬ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୧୬ ଜଣ ସୁସ୍ଥ ହୋଇଥିବା ବେଳେ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୧୩୩ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୨୫ ଜଣ, ଚିଲିକା ବ୍ଲକରେ ୧୧୮ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୪୪ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ରବିବାର ଲାଗି ଉଭୟ ବାଣପୁର ଏବଂ ବାଲୁଗାଁରେ ଟୀକାକରଣ ଏବଂ କୋଭିଡ ଟେଷ୍ଟିଙ୍ଗ ପ୍ରକ୍ରିୟା ବନ୍ଦ ରହିବ ବୋଲି ଉଭୟ ମେଡିକାଲ ଅଧିକାରୀ ସୂଚନା ଦେଇଛନ୍ତି।

କମୁଛି ସଂକ୍ରମଣ ଟୀକାକାରଣ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026

ବାଣପୁର-ବାଲୁଗାଁ ରୋଟାରୀ କ୍ଲବର ଗଠନମୂଳକ ସଭା

July 20, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

July 18, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026
Latest News

ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତର ହେବେ ସୋନମ ୱାଙ୍ଗଚୁକ: ଦିଲ୍ଲୀ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ

July 21, 2026

ସମୁଦ୍ର ଅବରୋଧ ଘୋଷଣା କଲା ହୁଥି ବିଦ୍ରୋହୀ: ବୃଦ୍ଧି ହେବ ପେଟ୍ରୋଲ ଏବଂ ଗ୍ୟାସ ମୂଲ୍ୟ?

July 21, 2026

ସିଜେପି ପ୍ରତିବାଦରେ ଯୋଗଦେଲେ ନାସିରୁଦ୍ଦିନ ଶାହ?: ଜାଣନ୍ତୁ ସତ୍ୟତା

July 21, 2026

CJPର ସଂସଦ ପଦଯାତ୍ରା ପରେ ପ୍ରଧାନମନ୍ତ୍ରୀଙ୍କର ଆସିଲା ପ୍ରଥମ ପ୍ରତିକ୍ରିୟା

July 21, 2026

ସୁନା କିଣିବାକୁ ଯୋଜନା କରୁଛନ୍ତି କି?: ଜାଣନ୍ତୁ ଆଜିର ମୂଲ୍ୟ

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.