Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା କରୋନା ଅପଡେଟ: ଚିହ୍ନଟ ଆକ୍ରାନ୍ତଙ୍କ ଠାରୁ ସୁସ୍ଥ ହେଲେ ଅଧିକ, ଆସନ୍ତାକାଲି ବନ୍ଦ ରହିବ ଟୀକାକରଣ
ଆଞ୍ଚଳିକ

ଚିଲିକା କରୋନା ଅପଡେଟ: ଚିହ୍ନଟ ଆକ୍ରାନ୍ତଙ୍କ ଠାରୁ ସୁସ୍ଥ ହେଲେ ଅଧିକ, ଆସନ୍ତାକାଲି ବନ୍ଦ ରହିବ ଟୀକାକରଣ

June 4, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ସର୍ବନିମ୍ନ ଅଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମାତ୍ର ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା  ୭ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଚିଲିକା ବ୍ଲକରୁ ୨ ଜଣ,ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୨ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୩୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୩୭ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୧୭ ଜଣ, ଚିଲିକା ବ୍ଲକରୁ ୮ ଜଣ, ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୫ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୧୧୭ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୧୮ ଜଣ, ଚିଲିକା ବ୍ଲକରେ ୭୧ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୨୬ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ସପ୍ତାହନ୍ତ ସଟଡ଼ାଉନ ଥିବାରୁ ଉକ୍ତ ନିର୍ବାଚନମଣ୍ଡଳୀରେ ଟୀକାକରଣ ପ୍ରକ୍ରିୟା ବନ୍ଦ ରହିବ ବୋଲି ଉଭୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

ଚିଲିକା ଟୀକାକରଣ ସୁସ୍ଥ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026
Latest News

ଚମ୍ପୁଆରେ ଭୟାବହ ଭୂସ୍ଖଳନ: NH-520ର ବାରବାଙ୍କ ଘାଟିରେ ରାସ୍ତା ଅବରୋଧ

August 24, 2026

ମିସ୍ ୟୁନିଭର୍ସ ଇଣ୍ଡିଆ ୨୦୨୬: କେରଳର କାଜିଆ ଲିଜ୍ ମେଜୋଙ୍କ ମୁଣ୍ଡରେ ବିଜୟ ମୁକୁଟ

August 24, 2026

ଅମରାବତୀ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ: ୩ ନବଜାତ ଶିଶୁ ମୃତ, ୬ ଗୁରୁତର

August 24, 2026

କାହାକୁ ଅଧିକ କାମୁଡ଼େ ମଶା? ଜାଣନ୍ତୁ ଏହା ପଛର ବୈଜ୍ଞାନିକ କାରଣ

August 24, 2026

ବାରାଣସୀ ଠାରେ ଆୟୋଜିତ ‘ଓଡ଼ିଶା ପରବ’ କାର୍ଯ୍ୟକ୍ରମରେ ସାମିଲ୍ ହେଲେ ପ୍ରଭାତୀ ପରିଡା

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.