Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା କରୋନା ଅପଡେଟ୍: ଆଜି ପୁଣି ବଢିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆସନ୍ତାକାଲି ହେବନି ଟୀକାକରଣ
ଆଞ୍ଚଳିକ

ଚିଲିକା କରୋନା ଅପଡେଟ୍: ଆଜି ପୁଣି ବଢିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆସନ୍ତାକାଲି ହେବନି ଟୀକାକରଣ

June 5, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ପୁଣି ଉପରମୁହାଁ ହୋଇଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ୫୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୫୨ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଚିଲିକା ବ୍ଲକରୁ ୧୮ ଜଣ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୭ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୩୦ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୩୦ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୬ ଜଣ, ଚିଲିକା ବ୍ଲକରୁ ୧୫ ଜଣ, ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୨ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୧୩୩ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୨୧ ଜଣ, ଚିଲିକା ବ୍ଲକରେ ୭୪ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୩୦ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ରବିବାର ଥିବାରୁ ଉକ୍ତ ନିର୍ବାଚନମଣ୍ଡଳୀରେ ଟୀକାକରଣ ପ୍ରକ୍ରିୟା ବନ୍ଦ ରହିବ। ଏନେଇ ଉଭୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

ଆକ୍ରାନ୍ତଙ୍କ ସଂଖ୍ୟା କରୋନା ଅପଡେଟ୍ ଚିଲିକା ଟୀକାକରଣ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026

ବାଣପୁର: ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

February 22, 2026
Latest News

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.