Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମଣିଜଙ୍ଗା ବଜାରରେ ଅଜଣା ମାନସିକ ବିକୃତ ବ୍ୟକ୍ତିଙ୍କୁ ସହାୟ ହେଲେ ଔଷଧ ଦୋକାନୀମାନେ
ଆଞ୍ଚଳିକ

ମଣିଜଙ୍ଗା ବଜାରରେ ଅଜଣା ମାନସିକ ବିକୃତ ବ୍ୟକ୍ତିଙ୍କୁ ସହାୟ ହେଲେ ଔଷଧ ଦୋକାନୀମାନେ

June 8, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର: ତିର୍ତ୍ତୋଲ ବ୍ଳକ ଅନ୍ତର୍ଗତ ମଣିଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ମୁଖ୍ୟ ଗେଟ୍ ନିକଟସ୍ଥ କଟକ-ପାରାଦ୍ବୀପ ମୁଖ୍ୟ ରାସ୍ତା କଡରେ ଉଲଗ୍ନ ହୋଇ ବସିଥିବା ଜଣେ ଅଜଣା ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ସହାୟ ହେଲେ ସ୍ଥାନୀୟ ଔଷଧ ଦୋକାନୀମାନେ। ନୂଆକରି ମଣିଜଙ୍ଗା ବଜାରରେ ବୁଲୁଥିବା ଏହି ମାନସିକ ବିକାରଗ୍ରସ୍ତ ବ୍ୟକ୍ତି ଜଣକ ମଣିଜଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିକଟସ୍ଥ କଟକ-ପାରାଦ୍ବୀପ ରାସ୍ତା କଡରେ ଉଲଗ୍ନ ହୋଇ ମୁର୍ମୁଷ ଅବସ୍ଥାରେ ବସିଥିବା ବେଳେ ତାଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତଚିହ୍ନ ରହିଥିବା ଦେଖି ସ୍ଥାନୀୟ କିଛି ଔଷଧ ଦୋକାନୀ ସାଇ ମେଡିସିନ୍ ଷ୍ଟୋର୍ ଦେୱାନ ନାଥ, ଜଗନ୍ନାଥ ମେଡିସିନ୍ ଷ୍ଟୋର୍ ପ୍ରିତମ୍ ରାୟ(ଟୁବୁ),ମହାବୀର ମେଡ଼ିସିନ୍ ଷ୍ଟୋର୍ ମନୋଜ୍ ସାହୁ, ସ୍ୱସ୍ଥି ମେଡ଼ିସିନ୍ ଷ୍ଟୋର୍ ସଞ୍ଜିତ୍ ରାୟ, ପ୍ରଦ୍ୟୁମ୍ନ ପଶାୟତ୍ ପ୍ରମୁଖ ଦୁଃଖ ପ୍ରକାଶ କରିବା ସହିତ ଉଲଗ୍ନ ହୋଇ ବସିଥିବା ଉକ୍ତ ମାନସିକ ବିକାରଗ୍ରସ୍ତ ବ୍ୟକ୍ତିକୁ କିଛି ବସ୍ତ୍ର ଆଣି ପିନ୍ଧାଇଦେବା ସହିତ ଖାଦ୍ୟ ପାନୀୟର ବ୍ୟବସ୍ଥା କରିଥିଲେ।

ଏଥିସହିତ ଲକଡାଉନ୍ ସମୟରେ ଏପରି ଅସହାୟ ଅବସ୍ଥାରେ ଘୁରି ବୁଲୁଥିବା ମାନସିକ ବିକାରଗ୍ରସ୍ଥ ମାନଙ୍କୁ ସରକାରଙ୍କ ପକ୍ଷରୁ ଥଇଥାନର ବ୍ୟବସ୍ଥା କରାଯିବା ପାଇଁ ସାଧାରଣରେ ଦାବି ହେଉଛି।

ଔଷଧ ଦୋକାନୀ ମାନସିକ ବିକୃତ ବ୍ୟକ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026
Latest News

ଭାରତକୁ ବଡ ଆଶ୍ୱସ୍ତି: ହର୍ମୁଜ୍ ପ୍ରଣାଳୀରେ ଦୁଇଟି LPG ଟ୍ୟାଙ୍କର ଆସିବାକୁ ଅନୁମତି ଦେଲା ଇରାନ

March 14, 2026

ଆଜି ମାର୍ଚ୍ଚ ୧୪ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 14, 2026

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.