Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଡାକ୍ତରଖାନାକୁ ଅକ୍ସିଜେନ୍ କନସେନଟ୍ରେଟର ପ୍ରଦାନ କଲେ ଓଡିଶା ସାମ୍ବାଦିକ ୟୁନିୟନ ରେଢାଖୋଲ ଶାଖା
ଆଞ୍ଚଳିକ

ଡାକ୍ତରଖାନାକୁ ଅକ୍ସିଜେନ୍ କନସେନଟ୍ରେଟର ପ୍ରଦାନ କଲେ ଓଡିଶା ସାମ୍ବାଦିକ ୟୁନିୟନ ରେଢାଖୋଲ ଶାଖା

June 8, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ନାକଟିଦେଉଳ: ରେଢାଖୋଲ ଡାକ୍ତରଖାନାକୁ ଓଡିଶା ସାମ୍ବାଦିକ ୟୁନିୟନ ତରଫରୁ ଏକ ଅକ୍ସିଜେନ୍ କନସେନ ଟ୍ରେଟର ପ୍ରଦାନ କରାଯାଇଛି। ନାକଟିଦେଉଳ ଅଂଚଳରେ ଯେଉଁ ରୋଗୀମାନେ ଅମ୍ଳଜାନ ପାଇପାରିବେ ନାହିଁ ସେମାନଙ୍କୁ ଏହି ସୁବିଧା ଯୋଗାଇ ଦିଆଯିବ ବୋଲି ସାମ୍ବାଦିକ ସଂଘର ସଭାପତି ରମାକାନ୍ତ ମହାନନ୍ଦ ପ୍ରକାଶ କରିଛନ୍ତରି।

ସଂଘ ତରଫରୁ ନାକଟିଦେଉଳ ଡାକ୍ତରଖାନାର ଅଧିକ୍ଷକ ଡା. ଅମୂଲ୍ୟରତ୍ନ ମହନ୍ତ ଓ ଡାକ୍ତର ମାନସ ଉଦୟ ରଞନ ସାହୁଙ୍କୁ ଅକ୍ସିଜେନ୍ କନରେନ୍‌ଟ୍ରେଟର ପ୍ରଦାନ କରାଯାଇଥିଲା। ଏହି ପ୍ରଦାନ ଦିବସରେ ନାକଟିଦେଉଳ ବିଡିଓ ବିବେକାନନ୍ଦ ସାହୁ ଉପସ୍ଥିତ ରହି ସାମ୍ବାଦିକ ସଂଘର ଏଭଳି ଉଦ୍ୟମକୁ ଭୂୟସୀ ପ୍ରଶଂସା କରିଥିଲେ। ଆଗାମୀ ଦିନରେ ବାସୁ ଫାଉଣ୍ଡେସନ୍, ବ୍ରଜରାଜନଗର ତରଫରୁ କରୋନା ରୋଗୀମାନଙ୍କ ଅଧିକ ସୁବିଧା ପାଇଁ ଅକ୍ସିଜେନ୍ ବ୍ୟାଙ୍କର ସୁବିଧା କରାଯିବ ବୋଲି ସଂଘକୁ ଦାୟିତ୍ୱ ଦିଆଯାଇଛି ବୋଲି ସଂଘ ତରଫରୁ ସୂଚନା ଦିଆଯାଇଥିଲା।

ରେଢାଖୋଲ ଓୟୁଜେ ଶାଖାର ସଭାପତି ରମାକାନ୍ତ ମହାନନ୍ଦ , ସଂପାଦକ କନ୍ଦର୍ପ ବେହେରା ଉପସଭାପତି ଜୟନ୍ତ ଖଡିରତ୍ନ, ଶଙ୍କର ପୃଷ୍ଟି, ଜିତେନ୍ଦ୍ର କୁମାର ସାହୁ, ରବିନ୍ଦ୍ର ପ୍ରଧାନ, ଶରତ ପ୍ରଧାନ ପ୍ରମୁଖ ଉପସ୍ଥିତ ରହିଥିଲେ। ଶେଷରେ ସାମ୍ବାଦିକ କନ୍ଦର୍ପ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।

ଓଡିଶା ସାମ୍ବାଦିକ ୟୁନିୟନ ରେଢାଖୋଲ ଡାକ୍ତରଖାନା
Share. Facebook Twitter LinkedIn Email WhatsApp Copy Link

Related Posts

ଇବୋଲା ଭାଇରସ କେତେ ବିପଦପୂର୍ଣ୍ଣ ? ଜାଣନ୍ତୁ ଏହାର ଲକ୍ଷଣ ଏବଂ ଚିକିତ୍ସା ବିଷୟରେ

May 22, 2026

ଫିଟ୍ ରହିବା ଏବଂ ସୁସ୍ଥ ଶରୀର ପାଇଁ ଖାଆନ୍ତୁ କଦଳୀ, ଜାଣନ୍ତୁ ଏହାର ଫାଇଦା

May 21, 2026

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ଆଗୁଆ ପରୀକ୍ଷଣ ଦ୍ୱାରା ଲୁପସ ବ୍ୟାଧିକୁ ପରାସ୍ତ କରି ହେବ: ବିଶେଷଜ୍ଞ

May 10, 2026
Latest News

ଡିଜିଟାଲ୍ ସେନସେସନ୍ CJPର କାହାଣୀ

May 22, 2026

ଜଳିଗଲା ଯାତ୍ରୀବାହୀ ବସ୍‌, ୨ ଜୀବନ୍ତ ଦଗ୍ଧ

May 22, 2026

ଇବୋଲା ଭାଇରସ କେତେ ବିପଦପୂର୍ଣ୍ଣ ? ଜାଣନ୍ତୁ ଏହାର ଲକ୍ଷଣ ଏବଂ ଚିକିତ୍ସା ବିଷୟରେ

May 22, 2026

CJP – ସରକାରଙ୍କ ପାଇଁ ଚ୍ୟାଲେଞ୍ଜ ! ଏହି ଡିଜିଟାଲ ପାର୍ଟିର ରାଶିଫଳ ବିଷୟରେ ଜାଣନ୍ତୁ

May 22, 2026

ଦେଶର ସମସ୍ତ ପେଟ୍ରୋଲ ପମ୍ପରେ ପର୍ଯ୍ୟାପ୍ତ ମହଜୁଦ ରହିଛି ପେଟ୍ରୋଲ ଏବଂ ଡିଜେଲ

May 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.