Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା କରୋନା ଅପଡେଟ: ବଢୁଛି ଗ୍ରୀନ ଜୋନ, କମୁଛି ରେଡ ଜୋନ, ଆସନ୍ତାକାଲି ବାଲୁଗାଁରେ ଟୀକା
ଆଞ୍ଚଳିକ

ଚିଲିକା କରୋନା ଅପଡେଟ: ବଢୁଛି ଗ୍ରୀନ ଜୋନ, କମୁଛି ରେଡ ଜୋନ, ଆସନ୍ତାକାଲି ବାଲୁଗାଁରେ ଟୀକା

June 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ସାମାନ୍ୟ ଅଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୧୫ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୨ ଜଣ, ଚିଲିକା ବ୍ଲକରେ ୯ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୨୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୨୪ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୧୪ ଜଣ, ଚିଲିକା ବ୍ଲକରୁ ୪ ଜଣ, ବାଣପୁର ବିଜ୍ଞାପିତ ଅଞ୍ଚଳରୁ ୩ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୭୦ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୧୨ ଜଣ, ଚିଲିକା ବ୍ଲକରେ ୬୪ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୩୮ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି କେବଳ ବାଲୁଗାଁରେ ଟୀକାକରଣ ପ୍ରକ୍ରିୟା ଚାଲୁ ରହିବ। ବାଲୁଗାଁ ଉଚ୍ଚ ବିଦ୍ୟାଳୟରେ ୭୦,ନଈରୀ ଉପସ୍ୱାସ୍ଥ୍ୟ କେନ୍ଦ୍ରରେ ୮୦ ଏବଂ ଜରିପଡା ଉପ ସ୍ୱାସ୍ଥ୍ୟକେନ୍ଦ୍ରରେ ୬୦ ଜଣ ୪୫ବର୍ଷରୁ ଉର୍ଦ୍ଧ ନାଗରିକଙ୍କୁ ପ୍ରଥମ ଡୋଜ ଟୀକା ଦିଆଯିବ। ତେବେ ପ୍ରଥମ ଡୋଜ ନେବାର ୮୪ ଦିନ ବିତିଯାଇଥିବା ନାଗରିକମାନେ ଦ୍ଵିତୀୟ ଡୋଜ ଟୀକା ନେଇପାରିବେ ବୋଲି ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

କରୋନା ସଂକ୍ରମଣ ଚିଲିକା
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ ହସ୍ପିଟାଲ କ୍ୟାମ୍ପସ-୨ର ଅତ୍ୟାଧୁନିକ ଚିକିତ୍ସା ସେବା ଯୋଗୁଁ ଜୀବନ ଫେରି ପାଇଲେ ମହିଳା

August 28, 2026

ଉତ୍ତର ପ୍ରଦେଶରେ ସ୍ୱାଇନ୍ ଫ୍ଲୁରେ ପ୍ରଥମ ମୃତ୍ୟୁ: ମହିଳା ଆକ୍ରାନ୍ତଙ୍କ ପ୍ରାଣହାନୀ

August 28, 2026

ମାଲଦା ମେଡିକାଲ କଲେଜରେ ଗୋଟିଏ ଦିନରେ ୧୦ ନବଜାତ ଶିଶୁଙ୍କ ମୃତ୍ୟୁ

August 27, 2026

ଆରଏସଏସ ତରଫରୁ ବାଣପୁରରେ ରକ୍ଷା ବନ୍ଧନ ଉତ୍ସବ ପାଳିତ

August 27, 2026
Latest News

LIC କନ୍ୟାଦାନ ପଲିସି କ’ଣ?: ଝିଅର ଭବିଷ୍ୟତ ପାଇଁ ଏକ ଭଲ ଯୋଜନା

August 29, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ଉଜବେକିସ୍ତାନ ଏବଂ କିର୍ଗିଜ୍ ଗଣରାଜ୍ୟ ଗସ୍ତ

August 29, 2026

ପ୍ରାୟ ୨୦% କମିଲା ମିଲ୍‌ ଚିନି ଦର: କମୁଛି ଖୁଚୁରା ମୂଲ୍ୟ

August 29, 2026

“ବିରୋଧୀ ଦଳର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହେବେ ରାହୁଲ”: ତାମିଲନାଡୁ ମନ୍ତ୍ରୀଙ୍କ ବଡ଼ ଘୋଷଣା

August 29, 2026

ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ୱାରା ୬ଟି ଏମଓୟୁ ସ୍ୱାକ୍ଷରିତ

August 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.