Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା କରୋନା ଅପଡେଟ୍: ଆଜି ଚିହ୍ନଟ ଆକ୍ରାନ୍ତଙ୍କ ଠାରୁ ସୁସ୍ଥ ହେଲେ ଅଧିକ, ଆସନ୍ତାକାଲି ବନ୍ଦ ରହିବ ଟୀକାକରଣ
ଆଞ୍ଚଳିକ

ଚିଲିକା କରୋନା ଅପଡେଟ୍: ଆଜି ଚିହ୍ନଟ ଆକ୍ରାନ୍ତଙ୍କ ଠାରୁ ସୁସ୍ଥ ହେଲେ ଅଧିକ, ଆସନ୍ତାକାଲି ବନ୍ଦ ରହିବ ଟୀକାକରଣ

June 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ସାମାନ୍ୟ ଅଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୨୦ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୮ ଜଣ, ଚିଲିକା ବ୍ଲକରେ ୬ ଜଣ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୪ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୩୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୩୮ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୨୨ ଜଣ, ଚିଲିକା ବ୍ଲକରୁ ୧୧ ଜଣ, ବାଣପୁର ବିଜ୍ଞାପିତ ଅଞ୍ଚଳରୁ ୨ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୫୬ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୧୨ ଜଣ, ଚିଲିକା ବ୍ଲକରେ ୫୯ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୩୯ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ଉକ୍ତ ନିର୍ବାଚନମଣ୍ଡଳୀରେ ଟୀକାକରଣ ବନ୍ଦ ରହିବ ବୋଲି ଉଭୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି ।

କରୋନା ଅପଡେଟ୍ ଚିଲିକା ଟୀକାକରଣ ସୁସ୍ଥ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

ଭଦ୍ରକ ଜିଲ୍ଲାର ସ୍ୱାସ୍ଥ୍ୟ ସମୀକ୍ଷା ବୈଠକରେ ଯୋଗଦେଲେ ମନ୍ତ୍ରୀ ମୁକେଶ ମହାଲିଙ୍ଗ

August 24, 2026

‘ଓଡ଼ିଶା ଫାର୍ମାସୀ ଅଧିକାରୀ ସେବା ସଂଘ’ର ବାର୍ଷିକ ସମ୍ମିଳନୀରେ ଯୋଗଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

August 23, 2026

ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ର ଆତଙ୍କ!: ଏପର୍ଯ୍ୟନ୍ତ ୧୭୭୭ ମାମଲା ଚିହ୍ନଟ

August 23, 2026

ଭାରତରେ ବଢ଼ୁଛି ମଧୁମେହ-ମୋଟପାର ବୋଝ: ଜୀବନଶୈଳୀ ରୋଗ ନେଇ ବଢ଼ିଲା ଚିନ୍ତା

August 23, 2026
Latest News

ନୋଟିସ ପରେ ତୁରନ୍ତ କରନ୍ତୁ PNG ସଂଯୋଗ ପାଇଁ ଆବେଦନ: ନଚେତ ବନ୍ଦ ହେବ LPG ଯୋଗାଣ

August 24, 2026

ଧୋନିଙ୍କ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ହେଲେ ସବୁଠାରୁ ସଫଳ ୱିକେଟକିପର

August 24, 2026

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.