Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା କରୋନା ଅପଡେଟ୍: ସ୍ଥିର ରହିଛି ସଂକ୍ରମଣ, ଆସନ୍ତାକାଲି ଏହି କେନ୍ଦ୍ରରେ ହେବ ଟୀକାକରଣ
ଆଞ୍ଚଳିକ

ଚିଲିକା କରୋନା ଅପଡେଟ୍: ସ୍ଥିର ରହିଛି ସଂକ୍ରମଣ, ଆସନ୍ତାକାଲି ଏହି କେନ୍ଦ୍ରରେ ହେବ ଟୀକାକରଣ

June 15, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ସାମାନ୍ୟ ଅଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ୧୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୧୮ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୬ ଜଣ, ଚିଲିକା ବ୍ଲକରେ ୮ ଜଣ, ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୨ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୧୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୧୪ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୫ ଜଣ, ଚିଲିକା ବ୍ଲକରୁ ୫ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୫୭ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୧୪ ଜଣ, ଚିଲିକା ବ୍ଲକରେ ୬୨ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୩୭ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ଉକ୍ତ ନିର୍ବାଚନମଣ୍ଡଳୀରେ ଟୀକାକରଣ ଚାଲୁ ରହିବ। ବାଣପୁର ମାଇନର ସ୍କୁଲରେ ଆସନ୍ତାକାଲି ୧୦୦ ଟି ଏବଂ ନଈରୀ ଉପସ୍ୱାସ୍ଥ୍ୟ କେନ୍ଦ୍ରରେ ୪୦ ଟି ୪୫ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତିଙ୍କୁ ପ୍ରଥମ ଡୋଜ ଟୀକା ଦିଆଯିବ। ତେବେ ପ୍ରଥମ ଡୋଜ ନେବାର ୮୪ ଦିନ ବିତିଯାଇଥିବା ନାଗରିକମାନେ ଦ୍ଵିତୀୟ ଡୋଜ ଟୀକା ନେଇପାରିବେ ବୋଲି ଉଭୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

କରୋନା ସଂକ୍ରମଣ ଚିଲିକା ଟୀକାକରଣ
Share. Facebook Twitter LinkedIn Email WhatsApp Copy Link

Related Posts

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026

କ୍ଷତିକାରକ ନୁହେଁ ଉପବାସ, ଜାଣନ୍ତୁ କ’ଣ ମିଳିଥାଏ ଲାଭ

September 12, 2026

ବଦଳାନ୍ତୁ ଶୋଇବାର ଶୈଳୀ, ନଚେତ୍ ରୋଗରେ ପଡ଼ିପାରନ୍ତି

September 12, 2026

ସମ୍ ହସ୍ପିଟାଲ ପକ୍ଷରୁ କଲ୍‌ସ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ

September 11, 2026
Latest News

ATMରୁ ଫଟା ନୋଟ୍ ବାହାରିଲେ ଚିନ୍ତା ନାହିଁ! ବ୍ୟାଙ୍କ ଦେବ ଟଙ୍କା, ଜାଣନ୍ତୁ ବଦଳାଇବାର ସମ୍ପୂର୍ଣ୍ଣ ନିୟମ

September 13, 2026

ଯୁବକଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭୁବନେଶ୍ୱର ସ୍ଥାନାନ୍ତର

September 13, 2026

ସମ୍ବଲପୁରରେ ଅପରାଧୀ ଇରଫାନକୁ ପୁଲିସ ଏନକାଉଣ୍ଟର

September 13, 2026

Ganesh Puja 2026: ଆସନ୍ତାକାଲି ଗଣେଷ ପୂଜା, ପ୍ରଭୃଙ୍କ ପାଖରେ ଲାଗି କରନ୍ତୁ ଏହି ଭୋଗ

September 13, 2026

ନିମାପଡାରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପ ମୁଖ୍ୟମନ୍ତ୍ରୀ

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.