Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା କରୋନା ଅପଡେଟ୍: ଆଜି ସାମାନ୍ୟ ରହିଛି ସଂକ୍ରମଣ, ଆସନ୍ତାକାଲି ବନ୍ଦ ରହିବ ଟୀକାକରଣ
ଆଞ୍ଚଳିକ

ଚିଲିକା କରୋନା ଅପଡେଟ୍: ଆଜି ସାମାନ୍ୟ ରହିଛି ସଂକ୍ରମଣ, ଆସନ୍ତାକାଲି ବନ୍ଦ ରହିବ ଟୀକାକରଣ

June 18, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ସାମାନ୍ୟ ଅଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୨୮ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୧୨ଜଣ, ଚିଲିକା ବ୍ଲକରେ ୧୨ ଜଣ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ଜଣେ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୨୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୨୮ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୬ ଜଣ, ଚିଲିକା ବ୍ଲକରୁ ୯ ଜଣ, ବାଣପୁର ବିଜ୍ଞାପିତ ଅଞ୍ଚଳରୁ ୩ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୭୩ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୧୫ ଜଣ, ଚିଲିକା ବ୍ଲକରେ ୭୯ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୨୨ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ଉକ୍ତ ନିର୍ବାଚନମଣ୍ଡଳୀରେ ଟୀକାକରଣ ପ୍ରକ୍ରିୟା ବନ୍ଦ ରହିବ ବୋଲି ଉଭୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

କରୋନା ଅପଡେଟ୍ ଚିଲିକା ଟୀକାକରଣ ସଂକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026
Latest News

ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

March 31, 2026

ଆଜି ରାଜରାଜେଶ୍ଵରୀ ବେଶରେ ଦର୍ଶନ ଦେବେ କାକଟପୁରବାସିନୀ ମା’ ମଙ୍ଗଳା: ଜାଣନ୍ତୁ ନୀତିକାନ୍ତି

March 31, 2026

‘ଅନ୍ତ୍ୟୋଦୟ ଗୃହ ଯୋଜନା’ ର ଏକ ବର୍ଷ ପୂର୍ତ୍ତି: ସମସ୍ତ ହିତାଧିକାରୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

March 31, 2026

କୋରାପୁଟ ସ୍ଥିତ ସୀମା ସୁରକ୍ଷା ବଳର ହୀରକ ଜୟନ୍ତୀ ପାଳିତ

March 31, 2026

ହୋଟେଲ ଲାଇଫ୍ ଠାରେ ‘ବ୍ୟାମ୍ବୁ ଫରୱାର୍ଡ ସମିଟ୍- ଫ୍ରମ୍ ଗ୍ରାଉଣ୍ଡ ଟୁ ଗ୍ରୋଥ୍’ ଅନୁଷ୍ଠିତ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.