Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା କରୋନା ଅପଡେଟ୍: ଆଜି ତଳମୁହାଁ ସଂକ୍ରମଣ, ଆସନ୍ତାକାଲି ବନ୍ଦ ରହିବ ଟୀକାକରଣ
ଆଞ୍ଚଳିକ

ଚିଲିକା କରୋନା ଅପଡେଟ୍: ଆଜି ତଳମୁହାଁ ସଂକ୍ରମଣ, ଆସନ୍ତାକାଲି ବନ୍ଦ ରହିବ ଟୀକାକରଣ

June 19, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ତଳମୁହାଁ ଅଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୧୭ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୯ ଜଣ, ଚିଲିକା ବ୍ଲକରେ ୭ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୨୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୨୫ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୧୬ ଜଣ, ଚିଲିକା ବ୍ଲକରୁ ୫ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୬୬ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୧୬ ଜଣ, ଚିଲିକା ବ୍ଲକରେ ୮୧ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୧୮ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ଉକ୍ତ ନିର୍ବାଚନମଣ୍ଡଳୀରେ ଟୀକାକରଣ ବନ୍ଦ ରହିବ ବୋଲି ଉଭୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

କରୋନା ସଂକ୍ରମଣ ଚିଲିକା
Share. Facebook Twitter LinkedIn Email WhatsApp Copy Link

Related Posts

ଚ଼ିଲିକା ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କଲେ ଆଇନ ମନ୍ତ୍ରୀ

September 18, 2026

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିବସରେ ବାଣପୁର ନଗର ମଣ୍ଡଳ ବିଜେପି ପକ୍ଷରୁ ଦୀପଦାନ

September 17, 2026

ବାଣପୁର: ଶ୍ରୀନିବାସପୁର ଶାସନରେ ପରିବେଷଣ ହେଲା “ଗଣେଶ ଗୀତିନାଟ୍ୟ”

September 17, 2026

ସମ୍ ଲାଇଫ୍‌ସାଇସେନ୍ସ ଓ ସୋଆ ଏନ୍‌ଏସ୍‌ଏସ୍ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର

September 16, 2026
Latest News

ଜେସିବି ଧକ୍କାରେ ମୋଟରସାଇକେଲ ଆରୋହୀ ମୃତ

September 19, 2026

“ବଡ଼ ଠକ…”: ମକ୍କା ଚୁକ୍ତି ଉପରେ ପାକିସ୍ତାନକୁ ସମାଲୋଚନା କଲେ ପୂର୍ବତନ ଆମେରିକାର NSA

September 19, 2026

ଗଣେଶ ଭସାଣି ବେଳେ ଜେନେରେଟରରୁ ନିଆଁ ଲାଗି ୫ ଶିଶୁ ଗୁରୁତର

September 19, 2026

ଋଷ-ଇରାନ ପ୍ରତିବନ୍ଧକ ବିଲ୍‌ରେ ସ୍ୱାକ୍ଷର କଲେ ଟ୍ରମ୍ପ, ଲାଗିପାରେ ୧୦୦% ଯାଏଁ ଶୁଳ୍କ

September 19, 2026

କୁନୋରେ ଭାରତ-ଜନ୍ମିତ ‘KGP12’ ଦେଲା ୪ ଶାବକ, ମୋଟ ସଂଖ୍ୟା ୫୬କୁ ବୃଦ୍ଧି

September 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.