Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକାରେ କାଲିଠୁ ଆରମ୍ଭ ହେବ ୧୮ରୁ ୪୪ ବର୍ଷ ନାଗରିକଙ୍କ ପ୍ରଥମ ଡୋଜ ଟୀକା: ଜାଣନ୍ତୁ କେଉଁଠି ଏବଂ କିପରି ନେବେ
ଆଞ୍ଚଳିକ

ଚିଲିକାରେ କାଲିଠୁ ଆରମ୍ଭ ହେବ ୧୮ରୁ ୪୪ ବର୍ଷ ନାଗରିକଙ୍କ ପ୍ରଥମ ଡୋଜ ଟୀକା: ଜାଣନ୍ତୁ କେଉଁଠି ଏବଂ କିପରି ନେବେ

June 20, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଆସନ୍ତାକାଲିଠାରୁ ଚିଲିକା ନିର୍ବାଚନମଣ୍ଡଳୀରେ ୧୮ରୁ ୪୪ ବର୍ଷ ବର୍ଗର ନାଗରିକମାନଙ୍କୁ ପ୍ରଥମ ଡୋଜ ଟୀକା ଦିଆଯିବ। ଏ ନେଇ ଉଭୟ ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀମାନେ ସୂଚନା ଦେଇଛନ୍ତି।

ଜାଣନ୍ତୁ କାଲିର ଟୀକାକରଣ ବ୍ୟବସ୍ଥା କେଉଁଠି ଏବଂ କିପରି ନେବେ:

ବାଣପୁର- ୧୮ରୁ ୪୪ ବର୍ଷ ବର୍ଗର ନାଗରିକ(ପ୍ରଥମ ଡୋଜ) ଏବଂ ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ(ଦ୍ଵିତୀୟ ଡୋଜ)

୧- ବାଣପୁର ମାଇନର ସ୍କୁଲ- ୫୦୦ ଡୋଜ
୨- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର- ୨୫୦ ଡୋଜ
୩- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୨୫୦ ଡୋଜ
ସକାଳ ୬.୩୦ ଘଟିକାରୁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

ଚିଲିକା- ୧୮ରୁ ୪୪ ବର୍ଷ ବର୍ଗର ନାଗରିକ(ପ୍ରଥମ ଡୋଜ) ଏବଂ ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ(ଦ୍ଵିତୀୟ ଡୋଜ)

୧- ବାଲୁଗାଁ ଉଚ୍ଚ ବିଦ୍ୟାଳୟ- ୪୦୦ ଡୋଜ
୨- ନଈରୀ ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୩୦୦ ଡୋଜ
୩- ଜରିପଡା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୩୦୦ ଡୋଜ

୧୮ରୁ ୪୪ ବର୍ଷ ନାଗରିକ ମାନଙ୍କ ଟୀକାକରଣ ସମୟ – ସକାଳ ୯ ରୁ ମଧ୍ୟାହ୍ନ ୧୨ ଘଟିକା

୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ ମାନଙ୍କ ଟୀକାକରଣ ସମୟ- ଅପରାହ୍ନ ୩ ରୁ ସନ୍ଧ୍ୟା ୬ ଘଟିକା

କିପରି ନେବେ: 

ଟୀକାକେନ୍ଦ୍ରରେ ସିଧାସଳଖ ନିଜର ଆଧାର କାର୍ଡ ନମ୍ବର ଏବଂ ପଞ୍ଜିକୃତ ମୋବାଇଲ ନମ୍ବର ଦେଇ ଟୀକା ନେଇପାରିବେ।

ଚିଲିକା ଟୀକାକରଣ ବାଣପୁର ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026

ଗୁଳିମାଡ଼ରେ ଯୁବକ ମୃତ

April 7, 2026

କଣ୍ଢଲ ଆଶ୍ରମ ବିଦ୍ୟାଳୟରେ ସ୍ବତନ୍ତ୍ର ମାର୍ଗଦର୍ଶନ ଓ ପରାମର୍ଶ ଶିବିର

April 6, 2026

ବାପୁଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା

April 6, 2026
Latest News

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.