Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା ଟୀକାକରଣ କାର୍ଯ୍ୟକ୍ରମରେ ହେଲା ପରିବର୍ତ୍ତନ: ଦୁଇଟି କେନ୍ଦ୍ରରେ ଦିଆଯିବ ୫୦୦ ଡୋଜ
ଆଞ୍ଚଳିକ

ଚିଲିକା ଟୀକାକରଣ କାର୍ଯ୍ୟକ୍ରମରେ ହେଲା ପରିବର୍ତ୍ତନ: ଦୁଇଟି କେନ୍ଦ୍ରରେ ଦିଆଯିବ ୫୦୦ ଡୋଜ

June 24, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆସନ୍ତାକାଲି ଚିଲିକା ବ୍ଲକ ଏବଂ ଏନଏସିରେ ଟୀକାକରଣ ପ୍ରକ୍ରିୟା ଜାରି ରହିବ। ଆସନ୍ତାକାଲି ଏହି ଅଞ୍ଚଳର ଦୁଇଟି କେନ୍ଦ୍ରରେ ଟୀକାକରଣ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ହୋଇଛି।

ଚିଲିକା- ୧୮ରୁ ୪୪ ବର୍ଷ ବର୍ଗର ନାଗରିକ (ପ୍ରଥମ ଡୋଜ) ଏବଂ ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ (ଦ୍ଵିତୀୟ ଡୋଜ)

୧- ବାଲୁଗାଁ ଉଚ୍ଚ ବିଦ୍ୟାଳୟ- ୩୦୦ଡୋଜ

୨- ଭାଲେରି ଉଚ୍ଚ ବିଦ୍ୟାଳୟ, ଚାଷଙ୍ଗରା- ୨୦୦ ଡୋଜ

୧୮ରୁ ୪୪ ବର୍ଷ ନାଗରିକ ମାନଙ୍କ ଟୀକାକରଣ ସମୟ– ସକାଳ ୧୦ ରୁ ଅପରାହ୍ନ ୧ ଘଟିକା

୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ ମାନଙ୍କ ଟୀକାକରଣ ସମୟ- ଅପରାହ୍ନ ୩ ରୁ ସନ୍ଧ୍ୟା ୫ ଘଟିକା ପର୍ଯ୍ୟନ୍ତ।

ଉଲ୍ଲେଖ ଯୋଗ୍ୟ ଯେ, ଆସନ୍ତାକାଲି ଟୀକାକରଣ ବନ୍ଦ ରହିବା ନେଇ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଥିଲେ। ଆଜି ସନ୍ଧ୍ୟା ସୁଦ୍ଧା ଟୀକା ଆସିନପାରିବାରୁ ଏଭଳି ନିଷ୍ପତ୍ତି ନିଆଯାଇଥିଲା। ହେଲେ ଜିଲ୍ଲା ପ୍ରଶାସନ ଟୀକାକରଣକୁ ଗୁରତ୍ଵ ଦେଇ ନିଷ୍ପତ୍ତିରେ ପରିବର୍ତ୍ତନ କରିଛି। ଏବଂ ଆସନ୍ତାକାଲି ପାଇଁ ଚିଲିକା ବ୍ଲକ ଏବଂ ବାଲୁଗାଁ ଏନଏସି ପାଇଁ ୫୦୦ ଡୋଜର ଟୀକା ପଠାଯାଇଛି। ଫଳରେ ଆସନ୍ତାକାଲି ଟୀକାକରଣ କରାଯିବ ବୋଲି ବାଲୁଗାଁ ସ୍ୱାସ୍ଥ୍ୟ ଅଧିକାରୀ କହିଛନ୍ତି।

ଚିଲିକା ଟୀକାକରଣ କାର୍ଯ୍ୟକ୍ରମ
Share. Facebook Twitter LinkedIn Email WhatsApp Copy Link

Related Posts

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026

୧୬ ଦାଦନ ଶ୍ରମିକ ଉଦ୍ଧାର

October 9, 2026

ଗୋଦାବରୀଶ ମହାବିଦ୍ୟାଳୟରେ ବିଶେଷ ବକ୍ତୃତା କାର୍ଯ୍ୟକ୍ରମ

October 7, 2026
Latest News

ଇମ୍ରାନ ଖାନଙ୍କ ବଢ଼ିଲା ସମସ୍ୟା: ଏଫଆଇଆର ଦାଖଲ କଲା ମୁମ୍ବାଇ ପୋଲିସ

October 11, 2026

ସରିଲା ଦୁଇ ମହାଶକ୍ତିଙ୍କ ପ୍ରସିଦ୍ଧ ଭେଟଯାତ୍ରା: ଆଜିଠାରୁ ସପ୍ତମାତାଙ୍କ ଦିବ୍ୟଦର୍ଶନ ଆରମ୍ଭ

October 11, 2026

ସୁପ୍ରିମକୋର୍ଟରେ ‘ଲଜ୍ଜା, ଲଜ୍ଜା’ ର ସ୍ଲୋଗାନ: ଓକିଲମାନଙ୍କୁ ଭର୍ତ୍ସନା କଲେ ବିଚାରପତି

October 11, 2026

ଶାରଦୀୟ ନବରାତ୍ରି : ମା’ ଦୁର୍ଗାଙ୍କ ଆରାଧନା, ନବରୂପ, କନ୍ୟାପୂଜା ଏବଂ ଦୀପ ପ୍ରଜ୍ଜ୍ୱଳନର ବିଶେଷ ନୀତିନିୟମ

October 11, 2026

ଆଖୁ କ୍ରୟମୂଲ୍ୟ କ୍ୱିଣ୍ଟାଲପିଚ୍ଛା ୪୨୫ ଟଙ୍କାକୁ ବୃଦ୍ଧି କଲେ ଛତିଶଗଡ଼ ସରକାର

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.