Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ଚିଲିକାରେ ଆଉ ୨ ହଜାର ଟୀକା: ଜାଣନ୍ତୁ କେଉଁ କେନ୍ଦ୍ର ପାଇଁ କେତେ ରହିଛି ଡୋଜ
ଆଞ୍ଚଳିକ

ଆସନ୍ତାକାଲି ଚିଲିକାରେ ଆଉ ୨ ହଜାର ଟୀକା: ଜାଣନ୍ତୁ କେଉଁ କେନ୍ଦ୍ର ପାଇଁ କେତେ ରହିଛି ଡୋଜ

June 25, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀରେ ଆସନ୍ତାକାଲି ପାଖାପାଖି ୨ ହଜାର ଲୋକଙ୍କୁ ଟୀକା ଦିଆଯିବ। ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧିକାରୀ ଏନେଇ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରରେ କେଉଁ କେନ୍ଦ୍ରରେ କେତେ ଡୋଜ ଦିଆଯିବ ଟୀକା:

ବାଣପୁର- ୧୮ରୁ ୪୪ ବର୍ଷ ବର୍ଗର ନାଗରିକ(ପ୍ରଥମ ଡୋଜ) ଏବଂ ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ(ଦ୍ଵିତୀୟ ଡୋଜ)

୧- ବାଣପୁର ମାଇନର ସ୍କୁଲ- ୧୫୦ ଡୋଜ (କେବଳ ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକଙ୍କ ପାଇଁ ଉଭୟ ପ୍ରଥମ ଏବଂ ଦ୍ଵିତୀୟ ଡୋଜ )

୨- ସହିଦ କୃତିବାସ ଭବନ, ପଲଟନ ପଡିଆ- ୨୦୦ ଡୋଜ (୧୮ରୁ ୪୪ ବର୍ଷ ବର୍ଗର ନାଗରିକ, ପ୍ରଥମ ଡୋଜ)

୩- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର- ୧୫୦ ଡୋଜ

୪- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୧୫୦ ଡୋଜ

୫- ନୀଳାଦ୍ରିପ୍ରସାଦ ଉପସ୍ୱାସ୍ଥ୍ୟ କେନ୍ଦ୍ର- ୧୫୦ ଡୋଜ

୬- ହଳନ୍ଦା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜ

ବାଣପୁରର ସବୁ ଟିକାକେନ୍ଦ୍ରରେ ସକାଳ ୬.୩୦ ଘଟିକାରୁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

ଚିଲିକା:

୧- ବାଲୁଗାଁ ଉଚ୍ଚ ବିଦ୍ୟାଳୟ- ୩୦୦ ଡୋଜ
୨- ନଈରି ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୨୦୦ ଡୋଜ
୩- ଜରିପଡ଼ା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୨୦୦ ଡୋଜ
୪- ଭାଲେରି ଉଚ୍ଚ ବିଦ୍ୟାଳୟ, ଚାଷଙ୍ଗରା- ୨୦୦ ଡୋଜ
୫- ସୋରଣ ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୨୦୦ ଡୋଜ

ପ୍ରଥମ ପର୍ଯ୍ୟାୟ- ୧୮ରୁ ୪୪ ବର୍ଷ ନାଗରିକ ମାନଙ୍କ ଟୀକାକରଣ, ସମୟ– ସକାଳ ୯ ରୁ ମଧ୍ୟାହ୍ନ ୧୨ ଘଟିକା

ଦ୍ଵିତୀୟ ପର୍ଯ୍ୟାୟ- ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ ମାନଙ୍କ ଟୀକାକରଣ (ଉଭୟ ଡୋଜ), ସମୟ- ଅପରାହ୍ନ ୩ ରୁ ସନ୍ଧ୍ୟା ୬ ଘଟିକା

କିପରି ନେବେ:

ଟୀକାକେନ୍ଦ୍ରରେ ସିଧାସଳଖ ନିଜର ଆଧାର କାର୍ଡ ନମ୍ବର ଏବଂ ପଞ୍ଜିକୃତ ମୋବାଇଲ ନମ୍ବର ଦେଇ ଟୀକା ନେଇପାରିବେ।

ଚିଲିକା ଟୀକାକରଣ ବାଣପୁର ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.