Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ଚିଲିକାରେ ୧୨୦୦ ଟୀକା: ଜାଣନ୍ତୁ କେଉଁ କେନ୍ଦ୍ର ପାଇଁ କେତେ ଡୋଜ
ଆଞ୍ଚଳିକ

ଆସନ୍ତାକାଲି ଚିଲିକାରେ ୧୨୦୦ ଟୀକା: ଜାଣନ୍ତୁ କେଉଁ କେନ୍ଦ୍ର ପାଇଁ କେତେ ଡୋଜ

June 27, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀରେ ଆସନ୍ତାକାଲି ପାଖାପାଖୀ ୧୨ ଶହ ଲୋକଙ୍କ ପାଇଁ ଟୀକାର ବ୍ୟବସ୍ଥା ହୋଇଛି।

ଜାଣନ୍ତୁ ଚିଲିକା ନିର୍ବାଚନମଣ୍ଡଳୀରେ ଆସନ୍ତାକାଲିର ଟୀକାକରଣ ବ୍ୟବସ୍ଥା କେଉଁଠି ଏବଂ କିପରି ନେବେ:

ବାଣପୁର:

୧୮ରୁ ୪୪ ବର୍ଷ ବର୍ଗର ନାଗରିକ(ପ୍ରଥମ ଡୋଜ) ଏବଂ ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ (ଦ୍ଵିତୀୟ ଡୋଜ)

୧- ବାଣପୁର ମାଇନର ସ୍କୁଲ- ୯୦ ଡୋଜ (କେବଳ ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକଙ୍କ ପାଇଁ ଉଭୟ ପ୍ରଥମ ଏବଂ ଦ୍ଵିତୀୟ ଡୋଜ )

୨- ସହିଦ କୃତିବାସ ଭବନ, ପଲଟନ ପଡିଆ- ୯୦ ଡୋଜ (୧୮ରୁ ୪୪ ବର୍ଷ ବର୍ଗର ନାଗରିକ, ପ୍ରଥମ ଡୋଜ)

୩- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜ

୪- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୯୦ ଡୋଜ

୫- ନୀଳାଦ୍ରିପ୍ରସାଦ ଉପସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜ

୬- ହଳନ୍ଦା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୯୦ ଡୋଜ

ବାଣପୁରର ସବୁ ଟିକାକେନ୍ଦ୍ରରେ ସକାଳ ୬.୩୦ ଘଟିକାରୁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

ଚିଲିକା:

୧୮ରୁ ୪୪ ବର୍ଷ ବର୍ଗର ନାଗରିକ(ପ୍ରଥମ ଡୋଜ) ଏବଂ ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ (ଦ୍ଵିତୀୟ ଡୋଜ)

୧– ନଈରୀ ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୧୭୦ ଡୋଜ

୨- ଜରିପଡା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜ

୩- ବଡ଼କୂଳ ଉଚ୍ଚ ବିଦ୍ୟାଳୟ- ୧୯୦ ଡୋଜ

୪- ଚଣ୍ଡେଶ୍ୱର ପ୍ରାଥମିକ ବିଦ୍ୟାଳୟ – ୧୮୦ ଡୋଜ

୧୮ରୁ ୪୪ ବର୍ଷ ନାଗରିକ ମାନଙ୍କ ଟୀକାକରଣ ସମୟ– ସକାଳ ୯ ରୁ ମଧ୍ୟାହ୍ନ ୧୨ ଘଟିକା

୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ ମାନଙ୍କ ଟୀକାକରଣ ସମୟ- ଅପରାହ୍ନ ୩ ରୁ ସନ୍ଧ୍ୟା ୬ ଘଟିକା

କିପରି ନେବେ:

ଟୀକାକେନ୍ଦ୍ରରେ ସିଧାସଳଖ ନିଜର ଆଧାର କାର୍ଡ ନମ୍ବର ଏବଂ ପଞ୍ଜିକୃତ ମୋବାଇଲ ନମ୍ବର ଦେଇ ଟୀକା ନେଇପାରିବେ।

ଚିଲିକା ଟୀକାକରଣ
Share. Facebook Twitter LinkedIn Email WhatsApp Copy Link

Related Posts

ଶୋକରୁ ଜୀବନର ଆଶା: ସମ୍ମମରେ ଅଙ୍ଗଦାନର ମହାନ ନିଷ୍ପତ୍ତି

September 9, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026

ବାଣପୁର: ବ୍ଲକ୍ ସ୍ତରୀୟ ଚକ୍ଷୁ ଚିକିତ୍ସା ତାଲିମ୍ ଶିବିର ଉଦଯାପିତ

September 9, 2026
Latest News

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026

୩୫ ବର୍ଷର ଜମି ଜଟିଳତାର ଅନ୍ତ: କେ-୭ ପ୍ଲଟ୍‌ ନେଇ ୨ଶହରୁ ଅଧିକ ମାମଲାର ଫଇସଲା

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.