Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ଚିଲିକାରେ ଧିମା ହେବ ଟୀକାକରଣ: ମାତ୍ର ଗୋଟିଏ କେନ୍ଦ୍ରରେ ମିଳିବ ଟୀକା
ଆଞ୍ଚଳିକ

ଆସନ୍ତାକାଲି ଚିଲିକାରେ ଧିମା ହେବ ଟୀକାକରଣ: ମାତ୍ର ଗୋଟିଏ କେନ୍ଦ୍ରରେ ମିଳିବ ଟୀକା

June 28, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲାରେ ଟୀକାର ଅଭାବ ଦେଖାଯାଇଥିବାରୁ ଆସନ୍ତାକାଲି ଚିଲିକା ନିର୍ବାଚନ ମଣ୍ଡଳୀରେ କେବଳ ଚିଲିକା ବ୍ଲକରେ ୧୬୦ ଲୋକଙ୍କ ପାଇଁ ଟୀକାର ବ୍ୟବସ୍ଥା ହୋଇଛି। କିନ୍ତୁ ବାଣପୁରରେ ଟୀକାକରଣ ବନ୍ଦ ରହିବ।

ଚିଲିକା- ୧୮ରୁ ୪୪ ବର୍ଷ ବର୍ଗର ନାଗରିକ(ପ୍ରଥମ ଡୋଜ) ଏବଂ ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ (ଦ୍ଵିତୀୟ ଡୋଜ)

୧- ବ୍ରାହ୍ମଣକୁଶଡିହ ବାତ୍ୟା ଆଶ୍ରୟସ୍ଥଳୀ, ଆଙ୍କୁଲା- ୧୬୦ ଡୋଜ

୧୮ରୁ ୪୪ ବର୍ଷ ନାଗରିକ ମାନଙ୍କ ଟୀକାକରଣ ସମୟ– ସକାଳ ୯ ରୁ ମଧ୍ୟାହ୍ନ ୧୨ ଘଟିକା

୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ ମାନଙ୍କ ଟୀକାକରଣ ସମୟ- ଅପରାହ୍ନ ୩ ରୁ ସନ୍ଧ୍ୟା ୬ ଘଟିକା

ଚିଲିକା ଟୀକାକରଣ
Share. Facebook Twitter LinkedIn Email WhatsApp Copy Link

Related Posts

ବଜ୍ରକୋଟ ବିଦ୍ୟାଳୟରେ ଧୂମଧାମରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ପାଳିତ

April 5, 2026

ବାଣପୁର ଶିକ୍ଷା ମଣ୍ଡଳ ସ୍ତରୀୟ ଖଡ଼ିଛୁଆଁ ପର୍ବ ପାଳିତ

April 5, 2026

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026

ମଧୁମେହରେ ପଣସର ବ୍ୟବହାର କିପରି ଲାଭଦାୟକ? ଜାଣନ୍ତୁ…

April 3, 2026
Latest News

କାଠଯୋଡି ସେତୁ ଟେଣ୍ଡର ବିବାଦକୁ ନେଇ ସରକାରଙ୍କୁ ଘେରିଲା କଂଗ୍ରେସ

April 5, 2026

ଚିଲିକାରେ ପଣ୍ତିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ୨୦୨୬, ଯୋଗ ଦେଲେ ଆଇନ ମନ୍ତ୍ରୀ

April 5, 2026

ବାଣପୁର କୋର୍ଟର ଉନ୍ନତି ପାଇଁ ଆଇନ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ଓକିଲ ସଂଘର ନୂତନ ସଭାପତି

April 5, 2026

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.