Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଭୂବନେଶ୍ୱରୀ ବନ ସୁରକ୍ଷା ସମିତି ତରଫରୁ ୭୨ ତମ ବନ ମହୋତ୍ସବ ପାଳିତ
ଆଞ୍ଚଳିକ

ଭୂବନେଶ୍ୱରୀ ବନ ସୁରକ୍ଷା ସମିତି ତରଫରୁ ୭୨ ତମ ବନ ମହୋତ୍ସବ ପାଳିତ

July 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ସମ୍ବଲପୁର ଜିଲ୍ଲା ରେଢାଖୋଲ ବନାଂଚଳ ଡଇଁଚା ଗ୍ରାମରେ ରେଢାଖୋଲ ବନବିଭାଗ ତରଫରୁ ଭୂବନେଶ୍ୱରୀ ବନ ସୁରକ୍ଷା ସମିତି , ଡଇଁଚାର ସହଯୋଗରେ ୭୨ ତମ ବନମହୋତ୍ସବ ପାଳିତ ହୋଇଯାଇଛି। ଏହି ବନ ମହୋତ୍ସବ କାର୍ଯ୍ୟକ୍ରମରେ ରେଢାଖୋଲ ରେଞ ଅଧିକାରୀ ମୈତ୍ରୀମଂଜିତ ବିଶ୍ୱାଳ, ଫରେଷ୍ଟର ସୁରେନ୍ଦ୍ର କୁମାର ସାହୁ, ଫରେଷ୍ଟଗାର୍ଡ ପୁଷ୍ପାଞଳୀ ବେହେରା, ଫରେଷ୍ଟଗାର୍ଡ ସବିତା ମିଶ୍ର ପ୍ରମୁଖ ଯୋଗ ଦେଇ ଥିବା ବେଳେ ନାକଟିଦେଉଳ ବ୍ଲକ୍ ଅଧ୍ୟକ୍ଷା ମନ୍ଦାକିନୀ ରାଉଳ, ବ୍ଲକ୍ ବିଜେଡି ସଭାପତି ମୂଳିଆ ରାଉଳ ପ୍ରମୁଖ ଯୋଗଦେଇ ବୃକ୍ଷ ରୋପଣର ଉପାଦେୟତା ସଂପର୍କରେ ଆଲୋଚନା କରିଥିଲେ।

ବନ ସୁରକ୍ଷା ସମିତି ତରଫରୁ ଡଇଁଚା ଗ୍ରାମରେ ଏକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବନ ସୁରକ୍ଷା ସମିତିର ସଭାପତି ସନ୍ତୋଷ କୁମାର ପ୍ରଦାନ, ସଭ୍ୟ କନ୍ଦର୍ପ ବେହେରା, ନିମେଇଁ ଚରଣ ପ୍ରଧା, ସନ୍ତୋଷ କୁମାର ରାଉଳ, ସୁମନ୍ତ ଦେହୁରୀ, ଦେବରାଜ ଧଳ, ବସନ୍ତ ପ୍ରଧାନ, ପ୍ରାଣବନ୍ଧୁ ରାଉଳ ପ୍ରମୁଖ ଯୋଗଦେଇ ବୃକ୍ଷ ରୋପଣରେ ସହଯୋଗ କରିଥିଲେ।

ଆଗାମୀ ଦିନରେ ଭୂବନେଶ୍ୱରୀ ବନ ସୁରକ୍ଷା ସମିତି ତରଫରୁ ୫ ହଜାର ଗଛ ରୋପଣ କରାଯିବାକୁ ବନ ବିଭାଗ ଦାୟିତ୍ୱ ଦେଇଥିବା ଜଣା ପଡିଛି।

ସମ୍ବଲପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026

ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

August 2, 2026

ହୀରାକୁଦ ଡ୍ୟାମ : ୨୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ

August 2, 2026
Latest News

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

August 3, 2026

ଭୁବନେଶ୍ୱର ପାତ୍ରପଡ଼ାରେ ତୁଳା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

August 3, 2026

କେରଳରେ ପ୍ରବଳ ବର୍ଷାର ତାଣ୍ଡବ: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

August 3, 2026

ତିନିଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ମହିଳାଙ୍କୁ ଟାଣିନେଲା କୁମ୍ଭୀର !

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.