Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକାରେ ଆସନ୍ତାକାଲି ହେବ ଟୀକାକରଣ: ଜାଣନ୍ତୁ କେଉଁ କେନ୍ଦ୍ରରେ କେତେ ଡୋଜ ପାଇଁ ବ୍ୟବସ୍ଥା
ଆଞ୍ଚଳିକ

ଚିଲିକାରେ ଆସନ୍ତାକାଲି ହେବ ଟୀକାକରଣ: ଜାଣନ୍ତୁ କେଉଁ କେନ୍ଦ୍ରରେ କେତେ ଡୋଜ ପାଇଁ ବ୍ୟବସ୍ଥା

July 4, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ରାଷ୍ଟ୍ରବ୍ୟାପୀ ଏଚପିଭି ଟିକାକରଣ ଅଭିଯାନ
ଆଜି ୧୪ ବର୍ଷର ବାଳିକାଙ୍କ ପାଇଁ ରାଷ୍ଟ୍ରବ୍ୟାପୀ ଏଚପିଭି ଟିକାକରଣ ଅଭିଯାନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ସୀତାରାମ ଅଗ୍ରୱାଲ

ଚିଲିକା: ଦୀର୍ଘ ଛଅ ଦିନର ବ୍ୟବଧାନ ପରେ ଆସନ୍ତାକାଲି ପୁଣି ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀରେ ୧୯ ଶହ ଲୋକଙ୍କୁ ଟୀକା ଦିଆଯିବ। ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧିକାରୀ ଏନେଇ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରରେ କେଉଁ କେନ୍ଦ୍ରରେ କେତେ ଡୋଜ ଦିଆଯିବ ଟୀକା:

ବାଣପୁର- ୧୮ରୁ ୪୪ ବର୍ଷ ବର୍ଗର ନାଗରିକ(ପ୍ରଥମ ଡୋଜ) ଏବଂ ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ(ଦ୍ଵିତୀୟ ଡୋଜ)

୧- ବାଣପୁର ମାଇନର ସ୍କୁଲ- 200 ଡୋଜ (କେବଳ ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକଙ୍କ ପାଇଁ ଉଭୟ ପ୍ରଥମ ଏବଂ ଦ୍ଵିତୀୟ ଡୋଜ )

୨- ସହିଦ କୃତିବାସ ଭବନ, ପଲଟନ ପଡିଆ- ୨୦୦ ଡୋଜ (୧୮ରୁ ୪୪ ବର୍ଷ ବର୍ଗର ନାଗରିକ, ପ୍ରଥମ ଡୋଜ)

୩- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜ

୪- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜ

୫- ନୀଳାଦ୍ରିପ୍ରସାଦ ଉପସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ଡୋଜ

୬- ହଳନ୍ଦା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜ

ବାଣପୁରର ସବୁ ଟିକାକେନ୍ଦ୍ରରେ ସକାଳ ୬.୩୦ ଘଟିକାରୁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

ଚିଲିକା:

୧- ବାଲୁଗାଁ ଉଚ୍ଚ ବିଦ୍ୟାଳୟ- ୩୦୦ ଡୋଜ
୨- ପରବଳ ବାତ୍ୟା ଆଶ୍ରୟସ୍ଥଳୀ, ହରିପୁର ଗ୍ରା.ପ – ୨୦୦ ଡୋଜ
୩- ଦାଶରଥୀ ସରକାରୀ ଉଚ୍ଚ ବିଦ୍ୟାଳୟ, ଜରିପଡ଼ା ଗ୍ରା.ପ – ୨୦୦ ଡୋଜ
୪- ଇଂଜନପୁର ଉପ ପ୍ରାଥମିକ ବିଦ୍ୟାଳୟ,ଅଠରବାଟିଆ ଗ୍ରା. ପ – ୨୦୦ ଡୋଜ
୫- ସୋରଣ ପ୍ରାଥମିକ ବିଦ୍ୟାଳୟ – ୨୦୦ ଡୋଜ

ପ୍ରଥମ ପର୍ଯ୍ୟାୟ- ୧୮ରୁ ୪୪ ବର୍ଷ ନାଗରିକ ମାନଙ୍କ ଟୀକାକରଣ, ସମୟ– ସକାଳ ୯ ରୁ ମଧ୍ୟାହ୍ନ ୧୨ ଘଟିକା

ଦ୍ଵିତୀୟ ପର୍ଯ୍ୟାୟ- ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ ମାନଙ୍କ ଟୀକାକରଣ (ଉଭୟ ଡୋଜ), ସମୟ- ଅପରାହ୍ନ ୧ ରୁ ସନ୍ଧ୍ୟା ୫ ଘଟିକା

କିପରି ନେବେ:

ଟୀକାକେନ୍ଦ୍ରରେ ସିଧାସଳଖ ନିଜର ଆଧାର କାର୍ଡ ନମ୍ବର ଏବଂ ପଞ୍ଜିକୃତ ମୋବାଇଲ ନମ୍ବର ଦେଇ ଟୀକା ନେଇପାରିବେ।

ଚିଲିକା ଟିକାକରଣ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତରେ ବଢ଼ୁଛି ମଧୁମେହ-ମୋଟପାର ବୋଝ: ଜୀବନଶୈଳୀ ରୋଗ ନେଇ ବଢ଼ିଲା ଚିନ୍ତା

August 23, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ମାନସିକ ରୋଗ ଚିକିତ୍ସା ନିମନ୍ତେ ସମ୍ ହସ୍ପିଟାଲ କ୍ୟାମ୍ପସ-୨ରେ ଅତ୍ୟାଧୁନିକ ମୋଡିଫାଏଡ୍ ଇସିଟି ସେବା

August 20, 2026
Latest News

ବନ୍ଧୁକ ଦେଖାଇ ସୁନା ବ୍ୟବସାୟୀଙ୍କୁ ଲୁଟ: ୧୦ ଲକ୍ଷରୁ ଅଧିକ ଗହଣା ନେଇ ଫେରାର

August 23, 2026

ଆରକ୍ଷଣକୁ ନେଇ ଦିଲ୍ଲୀରୁ ବିହାର ଯାଏଁ ତାତି: ମନ୍ତ୍ରୀଙ୍କ ମୁହଁରୁ ଆସିଲା ବଡ଼ ବୟାନ

August 23, 2026

ଭାରତରେ ବଢ଼ୁଛି ମଧୁମେହ-ମୋଟପାର ବୋଝ: ଜୀବନଶୈଳୀ ରୋଗ ନେଇ ବଢ଼ିଲା ଚିନ୍ତା

August 23, 2026

ସମ୍ପତ୍ତି ନିୟମ: ସ୍ୱାମୀଙ୍କ ମୃତ୍ୟୁ ପରେ ଝିଅର NOC ବିନା ପୁଅକୁ ଫ୍ଲାଟ୍ ଦେଇପାରିବେ କି ମା’? ଜାଣନ୍ତୁ କଣ ରହିଛି ନିୟମ

August 23, 2026

ଟୋକିଓରେ ଭୂମିକମ୍ପ ଝଟକା: ୫.୯ ତୀବ୍ରତାରେ ଥରିଲା ପୂର୍ବ ଜାପାନ

August 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.