Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକାରେ ଟୀକାକରଣ: ଆସନ୍ତାକାଲି ଦିଆଯିବ ୧ ହଜାର ୩୫୦ ଡୋଜ
ଆଞ୍ଚଳିକ

ଚିଲିକାରେ ଟୀକାକରଣ: ଆସନ୍ତାକାଲି ଦିଆଯିବ ୧ ହଜାର ୩୫୦ ଡୋଜ

July 5, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀରେ ୧ ହଜାର ୩୫୦ ଲୋକଙ୍କୁ ଟୀକା ଦିଆଯିବ। ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧିକାରୀ ଏନେଇ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରରେ କେଉଁ କେନ୍ଦ୍ରରେ କେତେ ଡୋଜ ଦିଆଯିବ ଟୀକା:

ବାଣପୁର-

୧୮ରୁ ୪୪ ବର୍ଷ ବର୍ଗର ନାଗରିକ (ପ୍ରଥମ ଡୋଜ) ଏବଂ ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ (ଦ୍ଵିତୀୟ ଡୋଜ)

୧- ବାଣପୁର ମାଇନର ସ୍କୁଲ- ୨୦୦ ଡୋଜ (କେବଳ ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକଙ୍କ ପାଇଁ ଉଭୟ ପ୍ରଥମ ଏବଂ ଦ୍ଵିତୀୟ ଡୋଜ )

୨- ସହିଦ କୃତିବାସ ଭବନ, ପଲଟନ ପଡିଆ- ୨୦୦ ଡୋଜ (୧୮ରୁ ୪୪ ବର୍ଷ ବର୍ଗର ନାଗରିକ, ପ୍ରଥମ ଡୋଜ)

୩- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜ

୪- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜ

୫- ନୀଳାଦ୍ରିପ୍ରସାଦ ଉପସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ଡୋଜ

୬- ହଳନ୍ଦା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜ

ବାଣପୁରର ସବୁ ଟିକାକେନ୍ଦ୍ରରେ ସକାଳ ୬.୩୦ ଘଟିକାରୁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

ଚିଲିକା:

୧- ବାଲୁଗାଁ ଉଚ୍ଚ ବିଦ୍ୟାଳୟ- ୧୫୦ ଡୋଜ
୨- ଛତ୍ରଗଡ ପ୍ରାଥମିକ ବିଦ୍ୟାଳୟ , ଡୁଙ୍ଗମାଳ ଗ୍ରା.ପ– ୧୦୦ ଡୋଜ
୩-ମାଣ୍ଡିଆମେରୁ ପ୍ରାଥମିକ ବିଦ୍ୟାଳୟ, ବଉଳାବନ୍ଧ ଗ୍ରା.ପ – ୧୦୦ ଡୋଜ
୪- ବାଲିନାସି ପ୍ରାଥମିକ ବିଦ୍ୟାଳୟ,କଳକଳେଶ୍ୱର ଗ୍ରା. ପ – ୧୦୦ ଡୋଜ
୫- ବିରିବାଡ଼ି ବାତ୍ୟା ଆଶ୍ରୟସ୍ଥଳୀ, ବିରିବାଡି ଗ୍ରା.ପ– ୧୦୦ ଡୋଜ

ପ୍ରଥମ ପର୍ଯ୍ୟାୟ– ୧୮ରୁ ୪୪ ବର୍ଷ ନାଗରିକ ମାନଙ୍କ ଟୀକାକରଣ, ସମୟ– ସକାଳ ୯ ରୁ ମଧ୍ୟାହ୍ନ ୧୨ ଘଟିକା

ଦ୍ଵିତୀୟ ପର୍ଯ୍ୟାୟ- ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ ମାନଙ୍କ ଟୀକାକରଣ (ଉଭୟ ଡୋଜ), ସମୟ- ଅପରାହ୍ନ ୧ ରୁ ୪ ଘଟିକା

କିପରି ନେବେ:

ଟୀକା କେନ୍ଦ୍ରରେ ସିଧାସଳଖ ନିଜର ଆଧାର କାର୍ଡ ନମ୍ବର ଏବଂ ପଞ୍ଜିକୃତ ମୋବାଇଲ ନମ୍ବର ଦେଇ ଟୀକା ନେଇପାରିବେ।

ଚିଲିକା ଟୀକାକରଣ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

September 12, 2026

କ୍ଷତିକାରକ ନୁହେଁ ଉପବାସ, ଜାଣନ୍ତୁ କ’ଣ ମିଳିଥାଏ ଲାଭ

September 12, 2026

ବଦଳାନ୍ତୁ ଶୋଇବାର ଶୈଳୀ, ନଚେତ୍ ରୋଗରେ ପଡ଼ିପାରନ୍ତି

September 12, 2026
Latest News

ATMରୁ ଫଟା ନୋଟ୍ ବାହାରିଲେ ଚିନ୍ତା ନାହିଁ! ବ୍ୟାଙ୍କ ଦେବ ଟଙ୍କା, ଜାଣନ୍ତୁ ବଦଳାଇବାର ସମ୍ପୂର୍ଣ୍ଣ ନିୟମ

September 13, 2026

ଯୁବକଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭୁବନେଶ୍ୱର ସ୍ଥାନାନ୍ତର

September 13, 2026

ସମ୍ବଲପୁରରେ ଅପରାଧୀ ଇରଫାନକୁ ପୁଲିସ ଏନକାଉଣ୍ଟର

September 13, 2026

Ganesh Puja 2026: ଆସନ୍ତାକାଲି ଗଣେଷ ପୂଜା, ପ୍ରଭୃଙ୍କ ପାଖରେ ଲାଗି କରନ୍ତୁ ଏହି ଭୋଗ

September 13, 2026

ନିମାପଡାରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପ ମୁଖ୍ୟମନ୍ତ୍ରୀ

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.