Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ଚିଲିକାରେ ୧୪୫୦ ଜଣ ନାଗରିକ ନେବେ ଟୀକା: ଦ୍ଵିତୀୟ ଡୋଜକୁ ପ୍ରଶାସନର ଗୁରୁତ୍ୱ
ଆଞ୍ଚଳିକ

ଆସନ୍ତାକାଲି ଚିଲିକାରେ ୧୪୫୦ ଜଣ ନାଗରିକ ନେବେ ଟୀକା: ଦ୍ଵିତୀୟ ଡୋଜକୁ ପ୍ରଶାସନର ଗୁରୁତ୍ୱ

July 6, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀରେ ୧ ହଜାର ୪୫୦ ଲୋକଙ୍କୁ ଟୀକା ଦିଆଯିବ। ତେବେ ବାଣପୁରରେ ଉକ୍ତ ଟୀକା କେବଳ ଦ୍ଵିତୀୟ ଡୋଜ ନେବାକୁ ଥିବା ନାଗରିକମାନଙ୍କୁ ଦିଆଯିବାକୁ ଥିବାବେଳେ ଚିଲିକାରେ କେବଳ ବାଲୁଗାଁ ଉଚ୍ଚ ବିଦ୍ୟାଳୟରେ ଦ୍ଵିତୀୟ ଡୋଜ ଦିଆଯିବ ଏବଂ ଅନ୍ୟ କେନ୍ଦ୍ର ଗୁଡିକରେ ଉଭୟ ଡୋଜ ଦିଆଯିବ। ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧିକାରୀ ଏନେଇ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରରେ କେଉଁ କେନ୍ଦ୍ରରେ କେତେ ଡୋଜ ଦିଆଯିବ ଟୀକା:

ବାଣପୁର: ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ (ଦ୍ଵିତୀୟ ଡୋଜ)

୧- ବାଣପୁର ମାଇନର ସ୍କୁଲ- ୨୦୦ ଡୋଜ

୨- ସହିଦ କୃତିବାସ ଭବନ, ପଲଟନ ପଡିଆ- ୨୦୦ ଡୋଜ

୩- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର- ୨୦୦ ଡୋଜ

୪- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜ

୫- ନୀଳାଦ୍ରିପ୍ରସାଦ ଉପସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ଡୋଜ

ବାଣପୁରର ସବୁ ଟିକାକେନ୍ଦ୍ରରେ ସକାଳ ୬.୩୦ ଘଟିକାରୁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

ଚିଲିକା:

୧- ବାଲୁଗାଁ ଉଚ୍ଚ ବିଦ୍ୟାଳୟ(କେବଳ ଦ୍ଵିତୀୟ ଡୋଜ)- ୨୦୦ ଡୋଜ

୨- ସୀଙ୍ଗେଶ୍ୱର ପ୍ରାଥମିକ ବିଦ୍ୟାଳୟ , ସୀଙ୍ଗେଶ୍ୱର ଗ୍ରା.ପ- ୧୦୦ ଡୋଜ

୩-ବଡ଼କୂଳ ଉଚ୍ଚ ବିଦ୍ୟାଳୟ ,ବଡ଼କୁଳ ଗ୍ରା.ପ- ୧୦୦ ଡୋଜ

୪- କାଳିଜାଇ ୟୁଜିଏମଇ ବିଦ୍ୟାଳୟ, ମାନସିଂହପୁର ଗ୍ରା. ପ- ୧୦୦ ଡୋଜ

୫- ଚିଲିକା ଉଚ୍ଚ ବିଦ୍ୟାପୀଠ, ହାଟବରଡ଼ି ଗ୍ରା.ପ- ୧୫୦ ଡୋଜ

ପ୍ରଥମ ପର୍ଯ୍ୟାୟ- ୧୮ରୁ ୪୪ ବର୍ଷ ନାଗରିକ ମାନଙ୍କ ଟୀକାକରଣ, ସମୟ- ସକାଳ ୯ ରୁ ମଧ୍ୟାହ୍ନ ୧୨ ଘଟିକା

ଦ୍ଵିତୀୟ ପର୍ଯ୍ୟାୟ- ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ ମାନଙ୍କ ଟୀକାକରଣ ( ଦ୍ଵିତୀୟ ଡୋଜ), ସମୟ- ଅପରାହ୍ନ ୧ ରୁ ୪ ଘଟିକା

କିପରି ନେବେ:

ଟୀକା କେନ୍ଦ୍ରରେ ସିଧାସଳଖ ନିଜର ଆଧାର କାର୍ଡ ନମ୍ବର ଏବଂ ପଞ୍ଜିକୃତ ମୋବାଇଲ ନମ୍ବର ଦେଇ ଟୀକା ନେଇପାରିବେ।

ଚିଲିକା ଟୀକା ଦ୍ଵିତୀୟ ଡୋଜ
Share. Facebook Twitter LinkedIn Email WhatsApp Copy Link

Related Posts

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

କର୍କଟ ରୋଗର ବିପଦ ବୃଦ୍ଧି କରେ ଲଗାତାର ବସି ରହିବା: ଜାଣନ୍ତୁ କାହିଁକି?

July 11, 2026

ଏମ୍ସ ଭୁବନେଶ୍ୱରର ଅନନ୍ୟ ସଫଳତା: ୧୦୦ଟି ସଫଳ ରୋବୋଟିକ୍ ଅସ୍ତ୍ରୋପଚାର ସମ୍ପନ୍ନ

July 10, 2026
Latest News

ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

July 13, 2026

ପ୍ରଶିକ୍ଷକଙ୍କୁ ହଟାଇବା ପରେ ଏହି ପାଞ୍ଚ ଖେଳାଳିଙ୍କୁ ମୁକ୍ତ କରିପାରେ CSK: ଦେଖନ୍ତୁ ତାଲିକା

July 13, 2026

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲା: ତାହିର ହୁସେନ ଦୋଷୀ ସାବ୍ୟସ୍ତ

July 13, 2026

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026

ଓମର ଅବଦୁଲ୍ଲାଙ୍କୁ ବିଜେପିର ମାନହାନି ମୋକଦ୍ଦମା ଚେତାବନୀ

July 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.