Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ଚିଲିକାରେ ୧୪୦୦ ଜଣ ନାଗରିକ ନେବେ ଟୀକା: ଦ୍ଵିତୀୟ ଡୋଜକୁ ପ୍ରଶାସନର ଗୁରୁତ୍ୱ
ଆଞ୍ଚଳିକ

ଆସନ୍ତାକାଲି ଚିଲିକାରେ ୧୪୦୦ ଜଣ ନାଗରିକ ନେବେ ଟୀକା: ଦ୍ଵିତୀୟ ଡୋଜକୁ ପ୍ରଶାସନର ଗୁରୁତ୍ୱ

July 7, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀରେ ୧ ହଜାର ୪୦୦ ଲୋକଙ୍କୁ ଟୀକା ଦିଆଯିବ। ତେବେ ବାଣପୁରରେ ଉକ୍ତ ଟୀକା କେବଳ ଦ୍ଵିତୀୟ ଡୋଜ ନେବାକୁ ଥିବା ନାଗରିକମାନଙ୍କୁ ଦିଆଯିବ। କିନ୍ତୁ ଚିଲିକାରେ କେବଳ ବାଲୁଗାଁ ଉଚ୍ଚ ବିଦ୍ୟାଳୟରେ ଦ୍ଵିତୀୟ ଡୋଜ ଦିଆଯିବ ଏବଂ ଅନ୍ୟ କେନ୍ଦ୍ର ଗୁଡିକରେ ଉଭୟ ଡୋଜ ଦିଆଯିବ। ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧିକାରୀ ଏନେଇ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରରେ କେଉଁ କେନ୍ଦ୍ରରେ କେତେ ଡୋଜ ଦିଆଯିବ ଟୀକା:

ବାଣପୁର: ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ (ଦ୍ଵିତୀୟ ଡୋଜ)

୧- ବାଣପୁର ମାଇନର ସ୍କୁଲ- ୨୦୦ ଡୋଜ

୨- ସହିଦ କୃତିବାସ ଭବନ, ପଲଟନ ପଡିଆ- ୨୦୦ ଡୋଜ

୩- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର- ୨୦୦ ଡୋଜ

୪- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜ

୫- ନୀଳାଦ୍ରିପ୍ରସାଦ ଉପସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ଡୋଜ

ବାଣପୁରର ସବୁ ଟିକାକେନ୍ଦ୍ରରେ ସକାଳ ୬.୩୦ ଘଟିକାରୁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

ଚିଲିକା:

୧- ବାଲୁଗାଁ ଉଚ୍ଚ ବିଦ୍ୟାଳୟ(କେବଳ ଦ୍ଵିତୀୟ ଡୋଜ)- ୧୫୦ ଡୋଜ

୨- ଭାଲେରି ଉଚ୍ଚ ବିଦ୍ୟାଳୟ ,ଚାଷଙ୍ଗରା,ସୀଙ୍ଗେଶ୍ୱର ଗ୍ରା.ପ- ୧୦୦ ଡୋଜ

୩- ବ୍ରାହ୍ମଣକୁଶଡିହ ବାତ୍ୟା ଆଶ୍ରୟସ୍ଥଳୀ ,ଆଙ୍କୁଲା ଗ୍ରା.ପ- ୧୦୦ ଡୋଜ

୪- ଲିଙ୍ଗରାଜ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ସାନନଈରୀ ଗ୍ରା. ପ- ୧୦୦ ଡୋଜ

୫- ଚଣ୍ଡେଶ୍ୱର ପ୍ରାଥମିକ ବିଦ୍ୟାଳୟ , ଚଣ୍ଡେଶ୍ୱର ଗ୍ରା.ପ- ୧୫୦ ଡୋଜ

ପ୍ରଥମ ପର୍ଯ୍ୟାୟ- ୧୮ରୁ ୪୪ ବର୍ଷ ନାଗରିକ ମାନଙ୍କ ଟୀକାକରଣ, ସମୟ- ସକାଳ ୯ ରୁ ମଧ୍ୟାହ୍ନ ୧୨ ଘଟିକା

ଦ୍ଵିତୀୟ ପର୍ଯ୍ୟାୟ- ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ ମାନଙ୍କ ଟୀକାକରଣ ( ଦ୍ଵିତୀୟ ଡୋଜ), ସମୟ- ଅପରାହ୍ନ ୧ ରୁ ୪ ଘଟିକା

କିପରି ନେବେ:

ଟୀକା କେନ୍ଦ୍ରରେ ସିଧାସଳଖ ନିଜର ଆଧାର କାର୍ଡ ନମ୍ବର ଏବଂ ପଞ୍ଜିକୃତ ମୋବାଇଲ ନମ୍ବର ଦେଇ ଟୀକା ନେଇପାରିବେ।

ଟୀକା ଦ୍ଵିତୀୟ ଡୋଜ ଵ
Share. Facebook Twitter LinkedIn Email WhatsApp Copy Link

Related Posts

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026

ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ ଶୋଭାଯାତ୍ରା

April 14, 2026

ମଳିନ ଚର୍ମ ପାଇଁ କଷ୍ଟ ପାଉଛନ୍ତି କି?: ପ୍ରତିଦିନ ପିଅନ୍ତୁ ଏହି ଜୁସ୍

April 14, 2026

ବାଲୁଗାଁ ମହାବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

April 13, 2026
Latest News

ପାଖେଇ ଆସୁଛି ମନ୍ତ୍ରମୁଗ୍ଧର ମୁକ୍ତିଲାଭ ଦିବସ

April 17, 2026

ଡାକ୍ତରଙ୍କୁ ମିଳିବ ସୁରକ୍ଷା, ନିଯୁକ୍ତି ହେବେ ସିକ୍ୟୁରିଟି ଅଫିସର୍‌

April 17, 2026

ସ୍ୱାମୀର ଛୁରାମାଡ଼ରେ ସ୍ତ୍ରୀ ଗୁରୁତର

April 17, 2026

ନିଷିଦ୍ଧ ପଦାର୍ଥ ଚାଲାଣ ଓ ପରିଚାଳନାରେ ଜଡିତଙ୍କ ବିରୋଧରେ କଡ଼ା ଅପରାଧିକ କାର୍ଯ୍ୟାନୁଷ୍ଠାନ: କେନ୍ଦ୍ର ମନ୍ତ୍ରୀ

April 17, 2026

ଏଆଇ ପ୍ରଶାସନ ଓ ଆର୍ଥିକ ଗୋଷ୍ଠୀ ଗଠନ କଲେ ସରକାର

April 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.