Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜଗତସିଂହପୁର ଜିଲ୍ଲା ଆଇନସେବା ପ୍ରାଧିକରଣ ଓ ବନବିଭାଗ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ
ଆଞ୍ଚଳିକ

ଜଗତସିଂହପୁର ଜିଲ୍ଲା ଆଇନସେବା ପ୍ରାଧିକରଣ ଓ ବନବିଭାଗ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

July 8, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ଆଇନସେବା ପ୍ରାଧିକରଣ ଓ ବନବିଭାଗ ମିଳିତ ଆନୁକୂଲ୍ୟରେ ନାଲିବର ଉଚ୍ଚ ବିଦ୍ୟାଳୟ ପରିସରରେ ବନମହୋତ୍ସବ ସପ୍ତାହ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ଆଇନସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଲା ଓ ଦୌରାଜଜ୍ ଆନନ୍ଦ ଚନ୍ଦ୍ର ବେହେରା ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।

ଆୟୋଜିତ ଏହି କାର୍ଯ୍ୟକ୍ରମରେ ଫାମିଲି କୋର୍ଟ ଜଜ୍ ଜୀବନଜ୍ୟୋତି ରଥ ,ଜିଲ୍ଲା ଆଇନସେବା ପ୍ରାଧିକରଣ ସଚିବ ସୁନନ୍ଦା ପାଢୀ, ସବଜଜ୍ (ଏଲ୍.ଆର୍) ଅଭୟ କୁମାର ଦାସ, ସିଭିଲ୍ କୋର୍ଟ ରେଜିଷ୍ଟାର୍ ସଦିପା ପାତ୍ର, ମୁନସଫ୍ ବିଷ୍ଣୁ ପ୍ରସାଦ ଦେବତା, ଜେ.ଏମ୍.ଏଫ୍.ସି ଝିଲିଲିନା ନାୟକ, ଫରେଷ୍ଟ ରେଞ୍ଜ ଅଧିକାରୀ ବଳରାମ ସାହୁ, ଫରେଷ୍ଟର୍ ସୁକାନ୍ତ ବେହେରା, ବାନାମ୍ବର ବିଶ୍ୱାଳ, ବିଜୟିନୀ ବିଶ୍ୱାଳ, ନାଲିବର ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଉଲ୍ଲାସ ଚନ୍ଦ୍ର ନାୟକଙ୍କ ସମେତ ବିଦ୍ୟାଳୟର ସମସ୍ତ ଶିକ୍ଷକ/ଶିକ୍ଷୟତ୍ରୀ ,ଆଇନଜୀବୀ, ପାରାଲିଗାଲ୍ ସ୍ୱେଚ୍ଛାସେବୀଗଣ ଓ କୋର୍ଟର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।

ଆଇନସେବା ପ୍ରାଧିକରଣ ଜଗତସିଂହପୁର ଜିଲ୍ଲା ବନବିଭାଗ ବୃକ୍ଷରୋପଣ କାର୍ଯ୍ୟକ୍ରମ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ସେବା ସଙ୍କଳ୍ପ ଅଭିଯାନ: ରକ୍ତଦାନ ଶିବିର ସାଙ୍ଗକୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 30, 2026

ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ସାଧାରଣ ସଭା: ସମବାୟର ବିକାଶ ଓ ବ୍ୟବସାୟିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ

September 30, 2026

କର୍ତ୍ତବ୍ୟନିଷ୍ଠ ଶିକ୍ଷୟିତ୍ରୀ ବିନୋଦିନୀ କୁଣ୍ଡୁଙ୍କୁ ଭାବବିହ୍ୱଳ ବିଦାୟ

September 30, 2026

ପଥୁରିଆ ଅଙ୍ଗନୱାଡି କେନ୍ଦ୍ରରେ ୯ମ ରାଷ୍ଟ୍ରୀୟ ପୋଷଣ ମାସ–୨୦୨୬

September 30, 2026
Latest News

ସରକାରଙ୍କ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ର ସସ୍‌ପେଣ୍ଡ

October 1, 2026

ପାରିବାରିକ ବିବାଦର କରୁଣ ପରିଣତି: ବାପାଙ୍କ ବେକ କାଟିଲା ପୁଅ

October 1, 2026

ଭାରତର ରେକର୍ଡ ବିଜୟ ସତ୍ତ୍ୱେ ଗମ୍ଭୀର ଅସନ୍ତୁଷ୍ଟ: ଦ୍ଵିତୀୟ ଦିନିକିଆ ସମ୍ପର୍କରେ ଦେଲେ ବଡ଼ ବିବୃତ୍ତି

October 1, 2026

ଯାତ୍ରୀବାହୀ ବସ୍‌ ଉପରେ ଆତଙ୍କୀ ଗୁଳିମାଡ଼ : ୭ ମୃତ, ୪ ଆହତ

October 1, 2026

ଫାଇନାଲରେ ପହଞ୍ଚିଲା ଟିମ ଇଣ୍ଡିଆ: ସ୍ୱର୍ଣ୍ଣ ପଦକ ପାଇଁ ଭାରତ ଏବଂ ପାକିସ୍ତାନ ମୁକାବିଲା

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.