Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକାରେ ଧୀମା ହେଲା ଟୀକାକରଣ: ଆସନ୍ତାକାଲି ମାତ୍ର ୫୦୦ ଡୋଜ
ଆଞ୍ଚଳିକ

ଚିଲିକାରେ ଧୀମା ହେଲା ଟୀକାକରଣ: ଆସନ୍ତାକାଲି ମାତ୍ର ୫୦୦ ଡୋଜ

July 8, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆସନ୍ତାକାଲି ଚିଲିକା ନିର୍ବାଚନ ମଣ୍ଡଳୀରେ ମାତ୍ର ୫୦୦ ଲୋକଙ୍କୁ ଟୀକା ଦିଆଯିବ। ତେବେ ବାଣପୁରରେ ଉକ୍ତ ଟୀକା କେବଳ ଦ୍ଵିତୀୟ ଡୋଜ ନେବାକୁ ଥିବା ନାଗରିକମାନଙ୍କୁ ଦିଆଯିବ। କିନ୍ତୁ ଚିଲିକାର ଟୀକାକେନ୍ଦ୍ରରେ ଉଭୟ ଡୋଜ ଦିଆଯିବ। ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧିକାରୀ ଏନେଇ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରରେ କେଉଁ କେନ୍ଦ୍ରରେ କେତେ ଡୋଜ ଦିଆଯିବ ଟୀକା:

ବାଣପୁର: ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ (ଦ୍ଵିତୀୟ ଡୋଜ)

୧- ବାଣପୁର ମାଇନର ସ୍କୁଲ- ୨୦୦ ଡୋଜ

୨- ସହିଦ କୃତିବାସ ଭବନ, ପଲଟନ ପଡିଆ- ୨୦୦ ଡୋଜ

ବାଣପୁରର ସବୁ ଟିକାକେନ୍ଦ୍ରରେ ସକାଳ ୬.୩୦ ଘଟିକାରୁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

ଚିଲିକା:

୧- ସରକାରୀ ୟୁଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ(କୁମଣ୍ଡଳ ଗ୍ରା.ପ)- ୧୦୦ ଡୋଜ

ପ୍ରଥମ ପର୍ଯ୍ୟାୟ- ୧୮ରୁ ୪୪ ବର୍ଷ ନାଗରିକ ମାନଙ୍କ ଟୀକାକରଣ, ସମୟ- ସକାଳ ୯ ରୁ ମଧ୍ୟାହ୍ନ ୧୨ ଘଟିକା

ଦ୍ଵିତୀୟ ପର୍ଯ୍ୟାୟ- ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ ମାନଙ୍କ ଟୀକାକରଣ ( ଦ୍ଵିତୀୟ ଡୋଜ), ସମୟ- ଅପରାହ୍ନ ୧ ରୁ ୪ ଘଟିକା

କିପରି ନେବେ:

ଟୀକା କେନ୍ଦ୍ରରେ ସିଧାସଳଖ ନିଜର ଆଧାର କାର୍ଡ ନମ୍ବର ଏବଂ ପଞ୍ଜିକୃତ ମୋବାଇଲ ନମ୍ବର ଦେଇ ଟୀକା ନେଇପାରିବେ।

ଚିଲିକା ଟୀକାକରଣ ବାଣପୁର ସହିଦ କୃତିବାସ ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର

February 10, 2026

କିସିଣ୍ଡାରେ ବନାଗ୍ନୀ ସଚେତନତା ଓ ନିରାକରଣ ସଚେତନତା ସଭା

February 9, 2026

ବାଣପୁରରୁ ମହିଳାଙ୍କ ଠାରୁ ସୁନା ଗହଣା ଲୁଟ୍ ମାମଲା: ଗଜପତି ଜିଲ୍ଲାରୁ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

February 7, 2026

ରେଢ଼ାଖୋଲରେ ରକ୍ତଦାନ ଶିବିର, ୫୧ ୟୁନିଟ ସଂଗ୍ରହ

February 6, 2026
Latest News

ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କ ସମ୍ପତ୍ତି କେତେ?: ଜାଣନ୍ତୁ ସବୁକିଛି

February 11, 2026

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆଇନଗତ ସାକ୍ଷରତା ଏବଂ ସଚେତନତା ଶିବିର

February 11, 2026

୨୦୨୬ ଟି-୨୦ ବିଶ୍ୱକପ: IND vs PAK ମ୍ୟାଚ୍ ପୂର୍ବରୁ ଭାରତକୁ ଚେତାବନୀ ଦେଲେ ପାକିସ୍ତାନୀ ଖେଳାଳି

February 11, 2026

ଜାତୀୟ ସଙ୍ଗୀତ ପୂର୍ବରୁ ବାଜିବ “ବନ୍ଦେ ମାତରମ୍”: ଗୃହ ମନ୍ତ୍ରଣାଳୟ ଜାରି କଲା ନିର୍ଦ୍ଦେଶ

February 11, 2026

ପୋଲ ତଳୁ ନବଜାତ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

February 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.