Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗୀତାଞ୍ଜଳି ପ୍ରତିଭା ସମ୍ମାନ-୨୦୨୧ ପ୍ରଦାନ
ଆଞ୍ଚଳିକ

ଗୀତାଞ୍ଜଳି ପ୍ରତିଭା ସମ୍ମାନ-୨୦୨୧ ପ୍ରଦାନ

July 9, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବାଲିଅନ୍ତା ବ୍ଲକର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଗୀତାଞ୍ଜଳି ଇଣ୍ଡିଆ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ସରକାରଙ୍କ କୋଭିଡ଼ ନିୟମ ଅନୁଯାୟୀ ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଏ୧ରେ ଉତ୍ତୀର୍ଣ୍ଣ ହୋଇଥିବା ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ଚତୁର୍ଥ ଗୀତାଞ୍ଜଳି ପ୍ରତିଭା ସମ୍ମାନ-୨୦୨୧ ପ୍ରଦାନ କରାଯାଇଛି।

ଏହି କାର୍ଯ୍ୟକ୍ରମରେ ଉଦ୍‌ଘାଟକ ଭାବେ ପଦ୍ମଶ୍ରୀ ବଟକୃଷ୍ଣ ସାହୁ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ। ମୁଖ୍ୟ ଅତିଥି ଭାବରେ ଜୟଦେବ ବିଧାୟକ ଡଃ ଅରବିନ୍ଦ ଢାଲୀ ଯୋଗଦେଇ ଅନୁଷ୍ଠାନର ଏଭଳି କାର୍ଯ୍ୟକ୍ରମକୁ ପ୍ରଶଂସା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ହିମାଂଶୁ ଭୂଷଣ ଓଝା, ବିଧାୟକ ପ୍ରତିନିଧି ଅଚ୍ୟୁତାନନ୍ଦ ପାତ୍ର, ଜିଲ୍ଲା ପରିଷଦ ସଭ୍ୟ ଅମରେନ୍ଦୁ ପ୍ରସାଦ ପଟ୍ଟନାୟକ, ଶିକ୍ଷାବିତ୍ ବଦ୍ରୀନାରାୟଣ ବେହେରା, ବିଧୂଭୂଷଣ ପଟ୍ଟନାୟକ, ସିଦ୍ଧେଶ୍ୱର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।

ଅନୁଷ୍ଠାନର ଅଧ୍ୟକ୍ଷ ରଞ୍ଜନ କୁମାର ମହାପାତ୍ର କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିବା ବେଳେ ସଭ୍ୟ ବିଶ୍ୱଜିତ ସାମନ୍ତରାୟ ଧନ୍ୟବାଦ ଅର୍ପଣ କରିଥିଲେ। ସୁଶ୍ରୀ କାମିନୀ ବିଶ୍ୱାଳ ମଞ୍ଚ ପରିଚାଳନା କରିଥିଲେ।

ଏହି ଅବସରରେ ବାଲିଅନ୍ତା ବ୍ଲକର ୧୩ଜଣ ମେଧାବୀ ଛାତ୍ରଛାତ୍ରୀଙ୍କୁ ଗୀତାଞ୍ଜଳି ପ୍ରତିଭା ସମ୍ମାନ ପ୍ରଦାନ କରାଯିବା ସହ ୫ଜଣ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଗୀତାଞ୍ଜଳି ଆଦର୍ଶ ଶିକ୍ଷକ ସମ୍ମାନ ଓ ୨ଟି ବିଦ୍ୟାଳୟକୁ ଗୀତାଞ୍ଜଳି ଆଦର୍ଶ ବିଦ୍ୟାଳୟ ସମ୍ମାନ ପ୍ରଦାନ କରାଯାଇଛି।

ବାଲିଅନ୍ତା ବ୍ଲକ ମେଧାବୀ ଛାତ୍ରଛାତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ନୟାଗଡ଼ରେ ଭାରତର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ

March 23, 2026

“କେରଳରେ ହେବ ତ୍ରିକୋଣୀୟ ପ୍ରତିଯୋଗିତା”: ବିଜେପି ବିଷୟରେ ଭବିଷ୍ୟବାଣୀ କଲେ ସିପିଆଇ ନେତା

March 23, 2026

ରାଜସ୍ଥାନର ଭାରତୀୟ ପ୍ରବନ୍ଧନ ସଂସ୍ଥାନରେ ସମ୍ମାନିତ ହେଲେ ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ ଅଧ୍ୟକ୍ଷ

March 23, 2026

ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା କଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

March 23, 2026

ଶିମଲା ମଶୋବ୍ରା ସ୍ଥିତ ରାଷ୍ଟ୍ରପତି ନିବାସ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.