Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଦାରୁକ୍ଷେତ୍ରରେ ରଥଯାତ୍ରା, ରଥ ଉପରେ ପୂଜା ପାଇଲେ ଶ୍ରୀଜଗନ୍ନାଥ
ଆଞ୍ଚଳିକ

ଦାରୁକ୍ଷେତ୍ରରେ ରଥଯାତ୍ରା, ରଥ ଉପରେ ପୂଜା ପାଇଲେ ଶ୍ରୀଜଗନ୍ନାଥ

July 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦାରୁକ୍ଷେତ୍ରରେ ରଥଯାତ୍ରା, ରଥ ଉପରେ ପୂଜା ପାଇଲେ ଶ୍ରୀଜଗନ୍ନାଥ

ଭୁବନେଶ୍ୱର, ଶ୍ରୀଜଗନାଥଙ୍କ ଦାରୁ ପ୍ରାପ୍ତି ହୋଇଥିବା ସ୍ଥାନ ଦଧିମାଛ ଗାଡ଼ିଆ ତଥା ଦାରୁ କ୍ଷେତ୍ରରେ ଶ୍ରୀଜଗନାଥ ମନ୍ଦିର ଟ୍ରଷ୍ଟ ପକ୍ଷରୁ ବେଢ଼ା ଭିତରେ କୋଭିଡ଼୍ କଟକଣାରେ ରଥଯାତ୍ରା ହୋଇଥିଲା । ଶ୍ରୀଜଗନ୍ନାଥ ମନ୍ଦିରରୁ ପହଣ୍ଡି କରି ରଥରେ ବିରାଜମାନ କରାଯାଇଥିଲା ।

ନୀତି ଅନୁସାରେ ମାନସ ରଞ୍ଜନ ପଟ୍ଟନାୟକଙ୍କ ଦ୍ୱାରା ଛେରା ପହଁରା ସମ୍ପାଦନା କରାଯାଇ ଥିଲା । ଠାକୁରଙ୍କୁ ବିଧ ଅନୁଯାୟୀ ପୂଜା ପରେ ମନ୍ଦିର ବେଢ଼ାରେ ରଥ ଗଡ଼ିଥିଲା। ବିଧି ସଂପର୍ଣ୍ଣ ହେବା ପରେ ମନ୍ଦିର ପରିସରରେ ଏକ ଠାକୁର ଘରକୁ ଠାକୁରଙ୍କୁ ନିଆଯାଇଥିଲା । ଏହାକୁ ମଧୁସୂଦନ ବିଶ୍ୱାଳ, ଜୀବନଜୌତି  ମିଶ୍ର, ସୁଧୀର କୁମାର ମାନସିଂହ, ମହେଶ ପଟ୍ଟନାୟକ, ନୃସିଂହ ପଟ୍ଟନାୟକ ଓ ସଭ୍ୟମାନେ ପରିଚାଳଣା କରିଥିଲେ ।

ରଥଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026

ଆଜି ଲିଙ୍ଗରାଜ ମହାପ୍ରଭୁଙ୍କ ରୂକୁଣା ରଥଯାତ୍ରା: ଜାଣନ୍ତୁ ଏହାର ପ୍ରଥା ଓ ପରମ୍ପରା

March 26, 2026

ମହାପ୍ରଭୁ ଲିଙ୍ଗରାଜଙ୍କ ରଥଯାତ୍ରାର ସୁପରିଚାଳନା ନିମନ୍ତେ ସମନ୍ୱୟ ବୈଠକ

March 21, 2026
Latest News

ଜିଓ ପକ୍ଷରୁ ସାରା ଓଡ଼ିଶାରେ ସଚେତନତା ଅଭିଯାନ ସହିତ ଜାତୀୟ ସୁରକ୍ଷା ମାସ ପାଳନ

March 30, 2026

ଏମଏଲସି ପଦରୁ ନୀତିଶ କୁମାରଙ୍କ ଇସ୍ତଫା ପରେ କିଏ ହେବ ବିହାରର ମୁଖ୍ୟମନ୍ତ୍ରୀ?: ଚର୍ଚ୍ଚାରେ ଏହି ସବୁ ନାମ

March 30, 2026

ସ୍ୱାସ୍ଥ୍ୟସେବାରେ କୃତ୍ରିମ ବୁଦ୍ଧିମତ୍ତାର ଉପଯୋଗ ସମ୍ପର୍କିତ ଆଞ୍ଚଳିକ କର୍ମଶାଳା ଆୟୋଜିତ

March 30, 2026

ବ୍ଲକ ପ୍ରଶାସନ ତରଫରୁ ମଧୁବାବୁ ପେନସନ, ଦିବ୍ୟାଙ୍ଗ ପ୍ରମାଣ ପତ୍ର ଓ ସହାୟକ ଉପକରଣ ବଣ୍ଟନ

March 30, 2026

ଓଡ଼ିଶା ମାନବ ଅଧିକାର ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ବିଚାରପତି ଶତ୍ରୁଘନ ପୂଜାହାରୀ 

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.