Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା: ଦୀର୍ଘ ୭ ଦିନର ବିରତି ପରେ ଆସନ୍ତାକାଲି ଦିଆଯିବ ୯୦୦ ଡୋଜ ଟୀକା
ଆଞ୍ଚଳିକ

ଚିଲିକା: ଦୀର୍ଘ ୭ ଦିନର ବିରତି ପରେ ଆସନ୍ତାକାଲି ଦିଆଯିବ ୯୦୦ ଡୋଜ ଟୀକା

July 15, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଦୀର୍ଘ ଏକ ସପ୍ତାହର ବିରତି ପରେ ଆସନ୍ତାକାଲି ପୁଣି ଥରେ ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀରେ ଟୀକାକରଣ ପ୍ରକ୍ରିୟା ଆରମ୍ଭ ହେବ। ଆସନ୍ତାକାଲି ଚିଲିକା ନିର୍ବାଚନମଣ୍ଡଳୀରେ ୯୦୦ ଲୋକଙ୍କୁ କେବଳ ଦ୍ଵିତୀୟ ଡୋଜ ଟୀକା ଦିଆଯିବ। ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧିକାରୀ ଏନେଇ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରରେ କେଉଁ କେନ୍ଦ୍ରରେ କେତେ ଡୋଜ ଦିଆଯିବ ଟୀକା:

ବାଣପୁର: ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ (ଦ୍ଵିତୀୟ ଡୋଜ)

୧- ବାଣପୁର ମାଇନର ସ୍କୁଲ- ୨୦୦ ଡୋଜ

୨- ସହିଦ କୃତିବାସ ଭବନ, ପଲଟନ ପଡିଆ- ୨୦୦ ଡୋଜ

୩- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜ

୪- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜ

୫- ନୀଳାଦ୍ରିପ୍ରସାଦ ଉପସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ଡୋଜ

ବାଣପୁରର ସବୁ ଟିକାକେନ୍ଦ୍ରରେ ସକାଳ ୬.୩୦ ଘଟିକାରୁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

ଚିଲିକା: ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ (ଦ୍ଵିତୀୟ ଡୋଜ)

୧- ବାଲୁଗାଁ ଉଚ୍ଚ ବିଦ୍ୟାଳୟ (କେବଳ ଦ୍ଵିତୀୟ ଡୋଜ)- ୨୦୦ ଡୋଜ (ଟୀକାକରଣ ସକାଳ ୯ ଘଟିକାରୁ ୧୨ ଘଟିକା ଏବଂ ଅପରାହ୍ନ ୧ ଘଟିକାରୁ ୪ ଘଟିକା)

ଚିଲିକା ଦ୍ଵିତୀୟ ଡୋଜ ଟୀକା
Share. Facebook Twitter LinkedIn Email WhatsApp Copy Link

Related Posts

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026

ବାଣପୁର: ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

February 22, 2026

ଇଚ୍ଛାପୁରରେ ୨୨ତମ ବିଶ୍ୱଶାନ୍ତି ଶୈବଯାଗ ଓ ଏକଲକ୍ଷ ଆଠ ଦୀପ ମହାଯଜ୍ଞ 

February 22, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026
Latest News

ଆଜି ମାର୍ଚ୍ଚ ୨୩ ତାରିଖ ସୋମବାରରେ ଏହି ରାଶିଗୁଡିକ ମଧ୍ୟାହ୍ନରେ ପାଇବେ ଖୁସି ଖବର

February 23, 2026

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.