Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କଠୋର ଏବଂ ସଶକ୍ତ ଜନ୍ମ ନିୟନ୍ତ୍ରଣ ବିଧେୟକ ବିଲ୍ ପାରିତ କରିବାକୁ ଦାବି
ଆଞ୍ଚଳିକ

କଠୋର ଏବଂ ସଶକ୍ତ ଜନ୍ମ ନିୟନ୍ତ୍ରଣ ବିଧେୟକ ବିଲ୍ ପାରିତ କରିବାକୁ ଦାବି

July 15, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ଦେଶରେ ଜନସଂଖ୍ୟାର ସଠିକ୍ ସନ୍ତୁଳନ ହେଲେ ଦେଶର ଉନ୍ନତି ସମ୍ଭବ। ଅତ୍ୟଧିକ ଜନସଂଖ୍ୟା ବୃଦ୍ଧି ଯୋଗୁଁ ଭାରତରେ ଆଇନ ଶୃଙ୍ଖଳା ପରିସ୍ଥିତି ମଧ୍ୟ ଧ୍ୱଂସ ହେବାରେ ଲାଗିଛି। ସଂସଦରେ ଜନସଂଖ୍ୟା ବୃଦ୍ଧିକୁ କିପରି କମାଯାଇପାରିବ ସେ ଉପରେ ଏକ ବିଲ୍ ଆଗତ କରିବା ସହ ଦୁଇଟି ସନ୍ତାନ ଜନ୍ମ ହେବା ଉପରେ ବ୍ୟବସ୍ଥା କରିବାକୁ ଦାବୀ ହେଉଛି। ଜନସଂଖ୍ୟା ବୃଦ୍ଧି କାରଣରୁ ସରକାର ଏତେ ବଡ ଜନସଂଖ୍ୟାକୁ ପାନୀୟ ଜଳ , ପର୍ଯ୍ୟବରଣ, ସ୍ୱାସ୍ଥ୍ୟ ଓ ଶିକ୍ଷା ସମେତ ଅନ୍ୟାନ୍ୟ ସରକାରୀ ଜନ ମଙ୍ଗଳକାରୀ ଯୋଜନା ଯୋଗାଇବାରେ ଅସମ୍ଭବ ହୋଇପଡିଛି।

ଆଜି ପ୍ରଧାନମନ୍ତ୍ରୀଙ୍କ ପାଖକୁ ନାକଟିଦେଉଳ ବିଡିଓ ବିବେକାନନ୍ଦ ସାହୁଙ୍କ ମାଧ୍ୟମରେ ଏକ ସ୍ମାରକପତ୍ର ଜନସଂଖ୍ୟା ସମାଧାନ ଫାଉଣ୍ଡେସନ୍ ତରଫରୁ ପଠାଯାଇଛି। ଆଇନ୍ ଅବମାନକାରୀ ଦମ୍ପତିମାନଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟନୁଷ୍ଠାନ ସହ ଆର୍ଥିକ ଜୋରିମାନା ଏବଂ ଜେଲ୍ ଦଣ୍ଡାଦେଶ ସହ ମତାଧିକାରରୁ ବଂଚିତ କରାଯିବାକୁ ଏହି ଫାଉଣ୍ଡେସନ୍ ଦାବି କରିଛି।

ଏହି ଦାବୀ ପତ୍ର ପ୍ରଦାନରେ ଜନସଂଖ୍ୟା ସମାଧାନ ଫାଉଣ୍ଡେସନ୍ ର ରାଜ୍ୟ ଉପସଭାପତି ଗୋବିନ୍ଦ ଅଗ୍ରଓାଲ , କୁମାରେଶ ସ୍ୱାଇଁ , ହରିହର ସାହୁ , ହେମନ୍ତ ନାୟକ ପ୍ରମୁଖ ସାମିଲ୍ ହୋଇଥିଲେ।

ପ୍ରଧାନମନ୍ତ୍ରୀଙ୍କୁ ସ୍ମାରକପତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ଜଗତସିଂହପୁରରେ ନର୍ସିଂ କଲେଜ ପ୍ରତିଷ୍ଠା ପାଇଁ ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ସମ୍ପଦ ଚନ୍ଦ୍ର ସ୍ବାଇଁ

March 20, 2026

ଭୁବନେଶ୍ୱରସ୍ଥିତ ପାନ୍ଥନିବାସଠାରେ ଦୁଇ ଦିନିଆ ‘ପଖାଳ ପର୍ବ’ ଉଦଘାଟିତ

March 20, 2026

ଉତ୍କଳ ବିଶ୍ୱବିଦ୍ୟାଳୟ ସମାଜ ବିଜ୍ଞାନ ବିଭାଗର ସୁବର୍ଣ୍ଣ ଜୟନ୍ତୀ ସମାରୋହ

March 20, 2026

ପଖାଳ ଦିବସରେ ବାଣପୁରରେ ପ୍ରଚଳିତ ମା’ଭଗବତୀଙ୍କ ଅତିପ୍ରିୟ ପଖାଳ ଭୋଗ ଲୋକକଥା

March 20, 2026

ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ପ୍ରସ୍ତୁତି ସମ୍ପର୍କରେ ରାଜସ୍ୱ ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.