Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ଚିଲିକାରେ ୭୦୦ ଲୋକଙ୍କୁ ଦିଆଯିବ ଟୀକା: ଜାଣନ୍ତୁ କେଉଁ କେନ୍ଦ୍ର ପାଇଁ କେତେ ଡୋଜ
ଆଞ୍ଚଳିକ

ଆସନ୍ତାକାଲି ଚିଲିକାରେ ୭୦୦ ଲୋକଙ୍କୁ ଦିଆଯିବ ଟୀକା: ଜାଣନ୍ତୁ କେଉଁ କେନ୍ଦ୍ର ପାଇଁ କେତେ ଡୋଜ

July 16, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆସନ୍ତାକାଲି ଚିଲିକା ନିର୍ବାଚନମଣ୍ଡଳୀରେ ୭୦୦ ଲୋକଙ୍କୁ କେବଳ ଦ୍ଵିତୀୟ ଡୋଜ ଟୀକା ଦିଆଯିବ। ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧିକାରୀ ଏନେଇ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରରେ କେଉଁ କେନ୍ଦ୍ରରେ କେତେ ଡୋଜ ଦିଆଯିବ ଟୀକା:

ବାଣପୁର: ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ (ଦ୍ଵିତୀୟ ଡୋଜ)

୧- ବାଣପୁର ମାଇନର ସ୍କୁଲ- ୨୦୦ ଡୋଜ

୨- ସହିଦ କୃତିବାସ ଭବନ, ପଲଟନ ପଡିଆ- ୧୦୦ ଡୋଜ

ବାଣପୁରର ସବୁ ଟିକାକେନ୍ଦ୍ରରେ ସକାଳ ୬.୩୦ ଘଟିକାରୁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

ଚିଲିକା: ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ (ଦ୍ଵିତୀୟ ଡୋଜ)

୧- ବାଲୁଗାଁ ଉଚ୍ଚ ବିଦ୍ୟାଳୟ- ୨୦୦ ଡୋଜ
୨ – ନଈରୀ ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜ
୩- ଜରିପଡ଼ା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜ

ଚିଲିକାର ସବୁ ଟିକାକେନ୍ଦ୍ରରେ ସକାଳ ୯ ଘଟିକାରୁ ଅପରାହ୍ନ ୪ ଘଟିକା ଯାଏଁ ଟୀକାକରଣ କାର୍ଯ୍ୟକ୍ରମ ଚାଲୁ ରହିବ।

ଚିଲିକା ଟୀକାକରଣ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

August 24, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026
Latest News

ପ୍ରତିଷ୍ଠିତ ସାହିତ୍ୟିକ ତଥା ଓଡିଶା ସାହିତ୍ୟ ଏକାଡେମୀର ପୂର୍ବତନ ଉପସଭାପତି ଗିରି ଦଣ୍ଡସେନାଙ୍କ ପରଲୋକ

August 24, 2026

ଦେବୋତ୍ତର ଆଇନ ୧୯୫୧ରେ ଆବଶ୍ୟକ ସଂଶୋଧନ ନେଇ ଉଚ୍ଚସ୍ତରୀୟ ବୈଠକ

August 24, 2026

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

August 24, 2026

‘୧୦ ବର୍ଷ ପଛକୁ ଚାଲିଯିବ ତାମିଲନାଡୁ’: ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତିକୁ ଆନ୍ନାମଲାଇଙ୍କ ଚେତାବନୀ

August 24, 2026

ପଡ଼ିଆରେ ଲଢ଼େଇ ପାଇଁ ଯଶସ୍ୱୀ ଜୟସ୍ୱାଲଙ୍କୁ ଦଣ୍ଡ: ଫର୍ଣ୍ଣାଣ୍ଡୋଙ୍କୁ ମଧ୍ୟ ଜରିମାନା କଲା ଆଇସିସି 

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.