Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ଚିଲିକାରେ ମୋଟ ୧ ହଜାର ୩୫୦ ଲୋକଙ୍କୁ ଦିଆଯିବ ଟୀକା: ଗର୍ଭବତୀ ମହିଳା ନେବେ ପ୍ରଥମ ଡୋଜ
ଆଞ୍ଚଳିକ

ଆସନ୍ତାକାଲି ଚିଲିକାରେ ମୋଟ ୧ ହଜାର ୩୫୦ ଲୋକଙ୍କୁ ଦିଆଯିବ ଟୀକା: ଗର୍ଭବତୀ ମହିଳା ନେବେ ପ୍ରଥମ ଡୋଜ

July 18, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀରେ ୧୧ ଶହ ଲୋକଙ୍କୁ ଦ୍ଵିତୀୟ ଡୋଜ ଟୀକା ଦିଆଯିବାକୁ ଥିବାବେଳେ କେବଳ ଚିଲିକାରେ ୨୫୦ ଜଣ ଗର୍ଭବତୀ ମହିଳାଙ୍କୁ ପ୍ରଥମ ଡୋଜ ଟୀକା ଦିଆଯିବ। ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧିକାରୀ ଏନେଇ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରରେ କେଉଁ କେନ୍ଦ୍ରରେ କେତେ ଡୋଜ ଦିଆଯିବ ଟୀକା:

ବାଣପୁର: ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ (ଦ୍ଵିତୀୟ ଡୋଜ)

୧- ବାଣପୁର ମାଇନର ସ୍କୁଲ- ୨୦୦ ଡୋଜ

୨- ସହିଦ କୃତିବାସ ଭବନ, ପଲଟନ ପଡିଆ- ୨୦୦ ଡୋଜ

୩- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର- ୨୦୦ ଡୋଜ

୪- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ ଡୋଜ

୫– ନୀଳାଦ୍ରିପ୍ରସାଦ ଉପସ୍ୱାସ୍ଥ୍ୟ କେନ୍ଦ୍ର- ୧୦୦ଡୋଜ

ବାଣପୁରର ସବୁ ଟିକାକେନ୍ଦ୍ରରେ ସକାଳ ୬.୩୦ ଘଟିକାରୁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

ଚିଲିକା: ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ (ଦ୍ଵିତୀୟ ଡୋଜ)

୧- ବାଲୁଗାଁ ଉଚ୍ଚ ବିଦ୍ୟାଳୟ(ବାଲୁଗାଁ ଏନଏସି)- ୧୦୦ ଡୋଜ
୨- ଇଂଜନପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ଅଠରବାଟିଆ ଗ୍ରା.ପ)- ୫୦ ଡୋଜ
୩- ପରବଳ ବାତ୍ୟା ଆଶ୍ରୟ ସ୍ଥଳୀ (ହରିପୁର ଗ୍ରା.ପ)- ୫୦ ଡୋଜ
୪- ଦାଶରଥୀ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ (ଜରିପଡ଼ା ଗ୍ରା.ପ)- ୫୦ ଡୋଜ
୫- ସୋରଣ ପ୍ରାଥମିକ ବିଦ୍ୟାଳୟ (ସୋରଣ ଗ୍ରା.ପ)- ୫୦ ଡୋଜ

ଚିଲିକାର ସବୁ ଟିକାକେନ୍ଦ୍ରରେ ସକାଳ ୯ ଘଟିକାରୁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

ଗର୍ଭବତୀ ମହିଳାମାନଙ୍କ ନିମନ୍ତେ (ଗର୍ଭବତୀ ହେବାର ୧୨ ସପ୍ତାହରୁ ଅଧିକା ସମୟ ) ପ୍ରଥମ ଡୋଜ (ଚିଲିକା ବ୍ଲକ ଓ ବାଲୁଗାଁ ଏନଏସି)

୧- ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର- ୯୦ ଡୋଜ
୨- ନଈରୀ ଉପସ୍ୱାସ୍ଥ୍ୟ କେନ୍ଦ୍ର- ୬୦ ଡୋଜ
୩- ଜରିପଡ଼ା ଉପସ୍ୱାସ୍ଥ୍ୟ କେନ୍ଦ୍ର- ୫୦ ଡୋଜ
୪- ସୋରଣ ଉପସ୍ୱାସ୍ଥ୍ୟ କେନ୍ଦ୍ର- ୫୦ ଡୋଜ

ସବୁ ଟିକାକେନ୍ଦ୍ରରେ ସକାଳ ୯ ଘଟିକାରୁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

ଚିଲିକା ନିର୍ବାଚନ ମଣ୍ଡଳୀ ଟୀକାକରଣ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର
Share. Facebook Twitter LinkedIn Email WhatsApp Copy Link

Related Posts

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ଲୋକାର୍ପିତ ହେଲା ‘ନରସିଂହପୁର କ୍ଲଷ୍ଟର ବୁଲେଟିନ’ କୁନି ରିପୋର୍ଟର ଚ୍ୟାନେଲ

August 1, 2026

ଯୁବତୀ ଅପହରଣ ମାମଲାରେ ୩ ଯୁବକଙ୍କୁ ନିର୍ଦ୍ଧୁମ ମାଡ଼, ପୋଲିସ ଭୂମିକାକୁ ନେଇ ପ୍ରଶ୍ନ

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.