Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ଚିଲିକାରେ ମୋଟ ୧୧ ଶହ ଲୋକ ନେବେ ଦ୍ଵିତୀୟ ଡୋଜ ଟୀକା: ଜାଣନ୍ତୁ କେଉଁ କେନ୍ଦ୍ରରେ କେତେ
ଆଞ୍ଚଳିକ

ଆସନ୍ତାକାଲି ଚିଲିକାରେ ମୋଟ ୧୧ ଶହ ଲୋକ ନେବେ ଦ୍ଵିତୀୟ ଡୋଜ ଟୀକା: ଜାଣନ୍ତୁ କେଉଁ କେନ୍ଦ୍ରରେ କେତେ

July 19, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀରେ ୧୧ ଶହ ଲୋକଙ୍କୁ ଦ୍ଵିତୀୟ ଡୋଜ ଟୀକା ଦିଆଯିବ। ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧିକାରୀ ଏନେଇ ସୂଚନା ଦେଇଛନ୍ତି।

ଜାଣନ୍ତୁ ବାଣପୁରରେ କେଉଁ କେନ୍ଦ୍ରରେ କେତେ ଡୋଜ ଦିଆଯିବ ଟୀକା:

ବାଣପୁର: ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ (ଦ୍ଵିତୀୟ ଡୋଜ)

୧- ବାଣପୁର ମାଇନର ସ୍କୁଲ- ୧୮୦ ଡୋଜ ( ଗର୍ଭବତୀ ମହିଳାଙ୍କୁ ୨୦ଡୋଜ)

୨- ସହିଦ କୃତ୍ତିବାସ ଭବନ, ପଲଟନ ପଡିଆ- ୧୮୦ ଡୋଜ ( ଗର୍ଭବତୀ ମହିଳାଙ୍କୁ ୨୦ଡୋଜ)

୩- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର- ୧୮୦ ଡୋଜ ( ଗର୍ଭବତୀ ମହିଳାଙ୍କୁ ୨୦ଡୋଜ)

୪- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୯୦ ଡୋଜ ( ଗର୍ଭବତୀ ମହିଳାଙ୍କୁ ୧୦ ଡୋଜ)

୫– ନୀଳାଦ୍ରିପ୍ରସାଦ ଉପସ୍ୱାସ୍ଥ୍ୟ କେନ୍ଦ୍ର- ୯୦ଡୋଜ ( ଗର୍ଭବତୀ ମହିଳାଙ୍କୁ ୧୦ ଡୋଜ)

ବାଣପୁରର ସବୁ ଟିକାକେନ୍ଦ୍ରରେ ସକାଳ ୬.୩୦ ଘଟିକାରୁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

ଚିଲିକା: ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ (ଦ୍ଵିତୀୟ ଡୋଜ)

୧- ବାଲୁଗାଁ ଉଚ୍ଚ ବିଦ୍ୟାଳୟ (ବାଲୁଗାଁ ଏନଏସି)- ୧୦୦ ଡୋଜ

୨- ଛତ୍ରଗଡ ପ୍ରାଥମିକ ବିଦ୍ୟାଳୟ (ଡୁଙ୍ଗମାଳ ଗ୍ରା.ପ)- ୫୦ ଡୋଜ

୩- ମାଣ୍ଡିଆମେରୁ ପ୍ରାଥମିକ ବିଦ୍ୟାଳୟ (ବଉଳାବନ୍ଧ ଗ୍ରା.ପ)- ୫୦ ଡୋଜ

୪- ବାଲିନାସି ପ୍ରାଥମିକ ବିଦ୍ୟାଳୟ (କଳକଳେଶ୍ୱର ଗ୍ରା.ପ)- ୫୦ ଡୋଜ

୫- ବିରିବାଡ଼ି ବାତ୍ୟା ଆଶ୍ରୟସ୍ଥଳୀ (ବିରିବାଡ଼ି ଗ୍ରା.ପ)- ୫୦ ଡୋଜ

ଚିଲିକାର ସବୁ ଟିକାକେନ୍ଦ୍ରରେ ସକାଳ ୯ ଘଟିକାରୁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

ଚିଲିକା ଟୀକାକରଣ କାର୍ଯ୍ୟକ୍ରମ ଦ୍ଵିତୀୟ ଡୋଜ ଟୀକା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026

ଉତ୍କଳ ଦିବସ ଉପଲକ୍ଷେ ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବାଣପୁରବାସୀ

April 2, 2026

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ’ ର ସିଦ୍ଧେଶ୍ୱରୀ ମଣ୍ଡଳ ପ୍ରଶିକ୍ଷଣ ବର୍ଗ ଉଦଘାଟିତ

April 1, 2026

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026
Latest News

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଅତିରିକ୍ତ ଡିସିପିଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ଡିଜିପି

April 4, 2026

କଂଗ୍ରେସ ନେତା ଶଶି ଥରୁରଙ୍କ ଗାଡ଼ି ଉପରକୁ ଆକ୍ରମଣ: ସୁରକ୍ଷା କର୍ମୀ ଏବଂ ଡ୍ରାଇଭର ଆହତ

April 4, 2026

ଆମେରିକୀୟ ବାୟୁସେନାକୁ ବଡ଼ ଝଟକା!: A-10 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କଲା ଇରାନ 

April 4, 2026

IPL ରେ ‘ମହାନ ରେକର୍ଡ’ ସ୍ଥାପନ କଲା CSK: ପଛରେ ପଡିଲା RCB

April 4, 2026

ନୂତନ ଚିକିତ୍ସା ପଦ୍ଧତି ଅନ୍ୱେଷଣ ଲାଗି ଆଇଏଲଏସ ପକ୍ଷରୁ ଅନ୍ତର୍ଜାତୀୟ ସମ୍ମିଳନୀ ଆୟୋଜିତ

April 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.